-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବର୍ଗତ ନିରାକାର ସାହୁ ଙ୍କ ସୃତିଚ।ରଣ  ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ଜିଲ୍ଲାପାଳଙ୍କ ପରିଦର୍ଶନ ଲୋକଙ୍କ ପାଇଁ ଦିଗଦର୍ଶନ   (13-Dec-2025)       ||      *ସାର୍ବ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ*   (13-Dec-2025)       ||      *ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲାପାଳ ଓ ଏସପି*-   (13-Dec-2025)       ||      ୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ    (13-Dec-2025)       ||      ୧୮ ଅଧିକାରୀଙ୍କୁ ୨୦ ଲକ୍ଷର ଚୂନ: ୨ ଗିରଫ   (13-Dec-2025)       ||      ବୋଡ଼େନ କୃଷି ସମବାୟ ସମିତି ଧାନ ମଣ୍ଡି ଉଦ୍ଘାଟନ    (13-Dec-2025)       ||      ଖଇରପଦର ଆଶ୍ରମ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l   (13-Dec-2025)       ||      କଣ୍ଟାମାଳରେ କାର୍ଯ୍ୟରତ ଠିକାଦାର ସଂଘ ଗଠିତ   (13-Dec-2025)       ||      ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||     

HOME   ଜିଲ୍ଲା

ବ୍ଲକ ପ୍ରଶାସନ ତରଫରୁ ହର ଘର ତ୍ରିରଙ୍ଗା ଶୋଭା ଯାତ୍ରା ଅଭିଯାନ

14-Aug-2024



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ ପ୍ରଶାସନ ତରଫରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଦେଶର ନାଗରିକ ମାନଙ୍କ ଏକତା, ଅଖଣ୍ଡତା ବଜାୟ ରଖିବା ପାଇଁ ତ୍ରିରଙ୍ଗା ଅଭିଯାନ ଆରମ୍ଭ କରାଯାଇଛି l ବ୍ଲକ ଗୋଷ୍ଠୀ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି ଙ୍କ ନେତୃତ୍ୱରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଥିଲା l ଏହି ଅବସରରେ ବ୍ଲକ ସମ୍ମୁଖରେ  ଡୁଡୁକା ଗ୍ରାମ ର ହାଇସ୍କୁଲ ,ଏମ ଇ ସ୍କୁଲ୍ ର 200 ଛାତ୍ରଛାତ୍ରୀ ଙ୍କୁ ନେଇ ଏକ ବିରାଟ ସାଇକଲ ଶୋଭାଯାତ୍ରା କରାଯାଇ ଥିଲା l ଏହା ବ୍ଲକ ସମ୍ମୁଖରୁ ବାହାରି ଡୁଡୁକା ସ୍କୁଲ ଛକ , ୟୁ ପି ସ୍କୁଲ ଛକ ଦେଇ ବସ୍ତି ଭିତରେ ଥିବା ଜଗନ୍ନାଥ ମନ୍ଦିର ଦେଇ ଦୁଗ୍ଧକେନ୍ଦ୍ର ଦେଇ ପୁଣି ବ୍ଲକ କୁ  ଫେରି ଆସିଥିଲେ l

ଏହି ଶୋଭାଯାତ୍ରା ଟି ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାସ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିବା ବେଳେ ବି ଡି ଓ ମହାପାତ୍ର କୁଲଦୀପ ମହାନ୍ତି , ଆଗଲପୁର ମେଡିକାଲ ଅଧିକାରୀ ଡ୍ ଧୀରେନ୍ଦ୍ର ମେହେର , ଆଗଲପୁର ତହସିଲ ଦାର   ଚ ଏ ନୁ ଗଣ୍ଡ  ଉକ୍ତ ରାଲି ରେ ସାମିଲ ଥିଲେ l ଏହି ରାଲି ରେ ପ୍ରତ୍ୟକ ସାଇକେଲ ରେ ଜାତୀୟ ପତାକା ଓ ସ୍ଵାସ୍ଥ୍ୟ ସଚେତନ ଲେଖାଥିବା ପ୍ଲା କାର୍ଡ ଲଗାଯାଇ ଥିଲା l ଏହି କାର୍ଯ୍ୟକ୍ରମ ରେ ଜି ପି ଓ ସୌଭାଗ୍ୟ ପଧାନ , ଏସ ବି ଏମ୍ ଅଂଶୁମାନ ଗୁରୁ , ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ଦୁର୍ଗା ପ୍ରସାଦ ମିଶ୍ର , ସହକାରୀ ଯନ୍ତ୍ରୀ ଟଙ୍କଧର କାଲୋ , ଓଡ଼ିଶା ଜୀବିକା ମିଶନ ଅଧିକାରୀ ଜ୍ଞାନ ରଞ୍ଜନ ସା, ବି ଏସ ଏସ ଓ ସୁଶାନ୍ତ ମହାକୁଡ଼ , ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ଅଧିକାରୀ , ବ୍ଲକ ର ଅନ୍ୟାନ୍ୟ କର୍ମଚାରି ସହିତ ବିଭିନ୍ନ ସ୍କୁଲ ଋ ଶିକ୍ଷକ ,ଶିକ୍ଷୟିତ୍ରୀ ମାନେ ସହଯୋଗ କରିଥିଲେ l ଆଜି ର କାର୍ଯ୍ୟକ୍ରମ ରେ ପ୍ରବଳ ବର୍ଷା ହେଉ ଥିଲେ ହେଁ ଖାତିର ନ କରି ପ୍ରତ୍ୟକ ବିଭାଗ ର ଅଧିକାରୀ କର୍ମଚାରୀ, ଅଣ କର୍ମଚାରୀ,ଅତିଥି , ଛାତ୍ର ଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ ପୂର୍ଣ୍ଣ ଭାବେ ଉକ୍ତ କାର୍ଯ୍ୟକ୍ରମ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବର୍ଗତ ନିରାକାର ସାହୁ ଙ୍କ ସୃତିଚ।ରଣ  ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ଜିଲ୍ଲାପାଳଙ୍କ ପରିଦର୍ଶନ ଲୋକଙ୍କ ପାଇଁ ଦିଗଦର୍ଶନ   13-Dec-2025
  ଜିଲ୍ଲା  
*ସାର୍ବ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ*   13-Dec-2025
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲାପାଳ ଓ ଏସପି*-   13-Dec-2025
  ଜିଲ୍ଲା  
୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ    13-Dec-2025
  ଜିଲ୍ଲା  
୧୮ ଅଧିକାରୀଙ୍କୁ ୨୦ ଲକ୍ଷର ଚୂନ: ୨ ଗିରଫ   13-Dec-2025
  ଜିଲ୍ଲା  
ବୋଡ଼େନ କୃଷି ସମବାୟ ସମିତି ଧାନ ମଣ୍ଡି ଉଦ୍ଘାଟନ    13-Dec-2025
  ଜିଲ୍ଲା  
ଖଇରପଦର ଆଶ୍ରମ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
କଣ୍ଟାମାଳରେ କାର୍ଯ୍ୟରତ ଠିକାଦାର ସଂଘ ଗଠିତ   13-Dec-2025
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025

You Might Also Like