-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ରାଜ୍ୟ

କଠଉମାଲରେ ନବନିର୍ମିତ ହେବାକୁ ଥିବା ଆୟୁର୍ବେଦ ଚିକିତ୍ସାଳୟ କୋଠାର ଭୂମିପୂଜନ କଲେ ବିଧାୟକ ଜମିଦାର ସନତ କୁମାର ଗଡତୀୟା

14-Aug-2024



ବରଗଡ଼/ଗାଇସିଲେଟ(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗାଇସିଲେଟ ବ୍ଲକ ଅଧିନରେ ଯାଉଥିବା କଠଉମାଲ ଠାରେ ଏକ ଭବ୍ୟ କାର୍ଯ୍ୟକ୍ରମ ମଧ୍ୟରେ ଏଠାରେ ପ୍ରସ୍ତାବିତ ସରକାରୀ ଆୟୁର୍ବେଦ ଚିକିତ୍ସାଳୟର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ମାନ୍ୟବର ବିଜେପୁର ବିଧାୟକ ଜମିଦାର ସନତ କୁମାର ଗଡତୀୟାଙ୍କ କରକମଳରେ ଭୂମିପୂଜନ ଅନୁଷ୍ଠିତ ହୋଇଯାଇଛି।ଏ ଅବସରରେ ବିଧାୟକ ଶ୍ରୀଯୁକ୍ତ ଗଡତୀୟାଙ୍କୁ ଗ୍ରାମବାସୀ ତଥା ଆୟୁର୍ବେଦ ଚିକିତ୍ସାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ ଯେ ଡାକ୍ତରଖାନା ନିର୍ମାଣ ପାଇଁ ଗ୍ରାମରେ ସରକାରୀ ଜମି ନମିଳିବାରୁ ଗ୍ରାମାଞ୍ଚଳର ଜନସାଧାରଣ ସ୍ୱାସ୍ଥ୍ୟ ସେବା ସୁଚାରୁରୂପେ କିଭଳି ପାଇପାରିବେ ଏହାକୁ ଦୃଦୟଙ୍ଗମ କରି କଠଉମାଲର ଶ୍ରୀମତୀ ଉମା ପାଣ୍ଡେ ୧୬ ଡିସିମିଲ ଭୂମି ଦାନ ସୂତ୍ରରେ ପ୍ରଦାନ କରିଥିଲେ। ଏକ୍ରମରେ ଭୂମି ଦାତା ଶ୍ରୀମତୀ ପାଣ୍ଡେଙ୍କୁ ଚିକିତ୍ସାଳୟ ପକ୍ଷରୁ ଉପଢୌକନ ଦେଇ ସମ୍ମାନୀତ କରାଯାଇଥିଲା।ସମ୍ମାନୀତ ଅତିଥି ଭାବେ ବରଗଡ଼ ଜିଲ୍ଲା ଆୟୁର୍ବେଦ ଚିକିତ୍ସାଧିକାରୀ ଡା.ଲକ୍ଷ୍ମୀପ୍ରୀୟା ବେହେରା, ଜିଲ୍ଲାପରିଷଦ ସଦସ୍ୟା ଗାଇସିଲେଟ ଶ୍ରୀମତୀ ଝରଣା ପାଣିଗ୍ରାହୀ ଏବଂ ସ୍ଥାନୀୟ ଡାକ୍ତରଖାନାରେ କାର୍ଯ୍ୟରତ ଆୟୁର୍ବେଦ ଚିକିତ୍ସାଧିକାରୀ ଡ଼ା. ଟିକେଶ୍ୱର ନାଏକ ଯୋଗଦାନ କରିଥିଲେ। ଲୋକଙ୍କ ସ୍ୱାସ୍ଥ୍ୟବସ୍ଥା କୁ ଆଖି ଆଗରେ ରଖି ରାଜ୍ୟ ସରକାରଙ୍କ ଏଭଳି ମହତ ଯୋଜନା କୁ ଜନସାଧାରଣ ଭୂୟସୀ ପ୍ରଶଂସା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like