-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||     

HOME   ଜିଲ୍ଲା

ବୁରୋମୁଣ୍ଡା ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ୭୮ତମ ସ୍ବାଧୀନତା ଦିବସ ପାଳିତ

15-Aug-2024



ବରଗଡ଼/ଗାଇସିଲେଟ(ନିରଞ୍ଜନ ତ୍ରିପାଠୀ)- ଆଜି ବରଗଡ଼ ଜିଲ୍ଲା ଗାଇସିଲାଟ ବ୍ଲକ ଅନ୍ତର୍ଗତ ବୁରୋମୁଣ୍ଡାସ୍ଥିତ ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ୭୮ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର  ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ବେହେରା ଜାତୀୟ ପତାକା ଉତ୍ତୋଳନ କରି ବିଦ୍ୟାଳୟର ସମସ୍ତ ପୁଅଝିଅ ଦେଶମାତୃକାର ସେବା କରିବାକୁ ଉଦବୋଧନ ଦେଇଥିଲେ । ଜନ୍ମଭୂମିର ଅଖଣ୍ଡତାକୁ ବଜାୟ ରଖିବାକୁ ଏକତାର ମନ୍ତ୍ରରେ ସମସ୍ତେ ଦିକ୍ଷୀତ ହେବାକୁ ଆହ୍ବାନ ଜଣାଇଥିଲେ । ଖେଳ ଶିକ୍ଷକ ମନୋଜ କୁମାର ପାଢୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।  ପଞ୍ଚାନନ ମାଝୀଙ୍କ ନେତୃତ୍ୱରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ବ୍ୟାଣ୍ଡ ବାଜାର ତାଳେ ତାଳେ ଗ୍ରାମ ପରିକ୍ରମା କରିଥିଲେ । ଗ୍ରାମର ସମସ୍ତେ ନିଜ ଘର ସମ୍ମୁଖରେ ଝୋଟି ପକାଇ, କଳସ ବସାଇ ଓ ଦ୍ବୀପ ଜାଳି  ଛାତ୍ରଛାତ୍ରୀଙ୍କ ପଟୁଆରକୁ ହାର୍ଦ୍ଦିକ ସ୍ବାଗତ ଜଣାଇଥିଲେ । ବିଦ୍ୟାଳୟ ପରିଚାଳନା କମିଟି ଚେୟାରପର୍ସନ ସୁଶାନ୍ତ ଗଡ଼ତିଆ ଓ ସମସ୍ତ କମିଟି ସଦସ୍ୟ ପିଲାମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରିଥିଲେ । ଶିକ୍ଷୟିତ୍ରୀ ନିବେଦିତା ପାଣିଗ୍ରାହୀ, ମୋନାଲିସା ଠାକୁର, ନିହାରୀକା ଯୋଶୀ, ସ୍ଵପ୍ନାରାଣୀ ଭୋଇ ଓ ଓ ସସ୍ମିତା ସାହୁ' ତଥା ଶିକ୍ଷକ ସୁବଳ ଠାକୁର, ମୋହନ ପଧାନ, ରାମକୁମାର ପଟେଲ, ଧର୍ମେନ୍ଦ୍ର କୁମାର ରାଉତ, ମାଗିଧର ଦାଶ, ରଜତ କୁମାର ଚୌହାନ, ପ୍ରଫୁଲ୍ଲ କୁମାର ସାଗର ଏବଂ କନିଷ୍ଠ ସହାୟକ ବୈଲୋଚନ ସେଠ କାର୍ଯ୍ୟକ୍ରମରେ ସହାୟତା କରିଥିଲେ ।


News Comment