-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||     

HOME   ଜିଲ୍ଲା

ସ୍ଵାଧୀନତା ଦିବସ ଅବସରରେ ଝରଣୀପାଲି ପଂଚାୟତ ତରଫରୁ ଏକ ସ୍ବତନ୍ତ୍ର ତଥା ଅଭିନବ କାର୍ଯ୍ୟକ୍ରମ

16-Aug-2024



ଆଗଲପୁର, (ବିନୋଦ ଦୀପ) ୭୮ ତମ ସ୍ଵାଧୀନତା ଦିବସ ଅବସରରେ ଝରଣୀପାଲି ପଂଚାୟତ ତରଫରୁ ଏକ ସ୍ବତନ୍ତ୍ର ତଥା ଅଭିନବ କାର୍ଯ୍ୟକ୍ରମ କରାଯାଇଛି l ପଞ୍ଚାୟତ ରେ ଥିବା ସମସ୍ତ ସରକାରି ପ୍ରାଥମିକ/ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମାନଙ୍କୁ ଆଜି ଇଲେକ୍ଟ୍ରି ୱାଟର ଫିଲ୍ଟର ପ୍ରଦାନ କରାଯାଇଛି l ଛାତ୍ର ଛାତ୍ରୀ କିଭଳି ବିଶୁଦ୍ଧ ପାନୀୟ ଜଳ ପାଇ ପାରିବେ ଓ ଜଳ ସମନ୍ଧୀୟ ରୋଗରୁ ଡାଇରିଆ, ଟାଇଫଡ, ଜଣ୍ଡିସ ଭଳିଆ ରୋଗରୁ ମୁକ୍ତି ପାଇବେ ତାହାର ଏକ ପ୍ରୟାସ କରାଯାଇଛି l ଏହି କାର୍ଯ୍ୟକ୍ରମ ସରପଞ୍ଚ ଶ୍ରୀମତୀ ସୁନୀତା ସାହୁଙ୍କ ସଭାପତିତ୍ବ କରିଥିବା ବେଳେ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଅଗଲପୁର CHC ର ଇନ୍ଚାର୍ଜ ଧିରେନ୍ କୁମାର ମେହେର, CRCC ଅନିରୁଦ୍ଧ ଭୋଇ, ହେଲଥ୍ ୱାର୍କର ଭଜମନ ସାହୁ, PEO, ସ୍କୁଲ ମାନଙ୍କ ପ୍ରଧାନ ଶିକ୍ଷକ/ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ୱାଡମେମ୍ବର୍ ପ୍ରମୁଖ ଉପସ୍ଥିତ ଥିଲେ l ଗ୍ରାମ ପଞ୍ଚାୟତ ପାଇଥିବା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଣ୍ଠିରୁ ଏହି ସମସ୍ତ ଇଲେକ୍ଟ୍ରି ୱାଟର ପିଉରିଫାଏର୍ ପ୍ରଦାନ କରାଯାଇଛି l ପୂର୍ବରୁ ପଞ୍ଚାୟତରେ SHG ର ମହିଳା ମାନଙ୍କୁ ଆମ୍ବ ଚାରା, ଗର୍ଭବତୀ ଓ ପ୍ରସୂତି ମହିଳାଙ୍କୁ ପୁଷ୍ଟିକର ଖାଦ୍ୟ ପାଇଁ କିଚେନ୍ ଗାର୍ଡେନ କିଟ୍, ବିଧବା ମହିଳା ମାନଙ୍କୁ ସିଲାଇ ମେସିନ୍, ମଧ୍ୟାହ୍ନ ଭୋଜନ ଚାଲୁଥିବା ସ୍କୁଲ୍ ଏବଂ ଅଙ୍ଗନୱାଡ଼ି କେନ୍ଦ୍ର ମାନକୁ ଗ୍ୟାସ୍ ଟାଙ୍କି/ଚୁଲ୍ହା ସହ କିଚେନ୍ ଗାର୍ଡେନ କିଟ୍ ଦିଆ ଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026

You Might Also Like