-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||     

HOME   ଜିଲ୍ଲା

କାଦୋଦର କଲେଜ ରେ ଉଚ୍ଚ ରକ୍ତଚାପ ସଚେତନତା ଓ ବିଭିନ୍ନ ପ୍ରତିଯୋଗିତା

16-Aug-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ଉଲୁଣ୍ଡା ବ୍ଲକ  ଅନ୍ତର୍ଗତ  ମା ଉମାଦେବୀ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି, ସୁବର୍ଣ୍ଣପୁର ଏବଂ ଯୁବ ରେଡକ୍ରସ ତରଫରୁ  ଉଚ୍ଚ ରକ୍ତ ଚାପ ସଚେତନତା କାର୍ଯ୍ୟକ୍ରମ ଏବଂ ବିଭିନ୍ନ ପ୍ରତିଯୋଗିତା  ଅନୁଷ୍ଠିତ ହୋଇଯାଇଛି l ଅଧ୍ୟକ୍ଷ ବଲ୍ଲଭ  ପୁରୋହିତ ଙ୍କ ତତ୍ଵାବଧାନ ରେ ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରି ଡା. ରମେଶ ଚନ୍ଦ୍ର ସ୍ୱାଇଁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଲେ ସମ୍ମନିତ ଅତିଥିଭାବେ ସହକାରୀ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ , ଜିଲ୍ଲା ଯୁବ ରେଡକ୍ରସ ସଂଯୋଜକ ସଚିବ ଅଧ୍ୟାପକ ଉମାକାନ୍ତ ନାଗ ଏବଂ ଜନ ସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଉଲୁଣ୍ଡା ପ୍ରଦମ୍ୟୁନ୍ନ କୁମାର ସାହୁ ଯୋଗଦେଇ ଉଚ୍ଚ ରକ୍ତ ଚାପ ର କାରଣ ଓ ନିରାକରଣ ଉପରେ ଆଲୋଚନା କରିଥିଲେ ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା ଏବଂ କୃତିତ୍ୱ ଅର୍ଜନ କରିଥିବା ୧୦ ଜଣ ଛାତ୍ର ଛାତ୍ରୀ ଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ l ଯୁବ ରେଡକ୍ରସ କାଉନସେଲର ଅଧ୍ୟାପକ ଉଦ୍ଧବ ପଧାନ ସ୍ୱାଗତ ଭାଷଣ ଦେଇଥିବା ବେଲେ ଅଧ୍ୟାପକ ସୁଶାନ୍ତ ଦେହୁରୀ ସଭାପରିଚାଳନା କରିଥିଲେ l କାର୍ଯ୍ୟକ୍ରମ କୁ ଅଧ୍ୟାପକ ନିତ୍ୟାନନ୍ଦ ମିଶ୍ର , ଅଧ୍ୟାପିକା ସାଧନା ମେଲ୍ଲୀ, ରଂଜିତା ମିଶ୍ର,ଶମ୍ଭୁ ପ୍ରସାଦ ଭୋଇ, ନରୋତ୍ତମ କର୍ମୀ, ଯୋଗୀନ୍ଦ୍ର ପଧାନ, ସୁଶାନ୍ତ  ମିଶ୍ର, ବାଦଲ ଦେହୁରୀ, ଆଶିଷ ଦେହୁରୀ ପ୍ରମୁଖ ସହଯୋଗ  କରିଥିଲେ l ଶେଷରେ ଅଧ୍ୟପକ ବଳମକୁନ୍ଦ ବାରିକ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026

You Might Also Like