-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||     

HOME   ଜିଲ୍ଲା

ଘସିଏନ ପଦ୍ମାଦେବୀ ପବ୍ଲିକ ସ୍କୁଲ ପରିସରରେ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର

17-Aug-2024



ପାଟଣାଗଡ(ପ୍ରେରଣା ଖବର): ପାଟଣାଗଡ ବ୍ଲକ ଘଷିଏନ ନିକଟସ୍ଥ ପଦ୍ମlଦେବୀ ପବ୍ଲିକ ସ୍କୁଲ ପରିସରରେ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି l  ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଙ୍କ ଶୁଭ କରକାମଳ ରେ ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର ଉଦଘାଟନ ହୋଇଥିଲା l ଏହି ସ୍ୱାସ୍ଥ୍ୟ ଶିବିର ରେ ଡ଼. ସୁଜ୍ଞାନେନ୍ଦ୍ର ମିଶ୍ର, ଡ଼. ପୁଷ୍ପାଞ୍ଜଳି ମିଶ୍ର, ଡ଼. ସ୍ୱାଧୀନ କୁମାର ମିଶ୍ର, ଡ଼. ସବ୍ୟସାଚୀ ସ୍ୱାଇଁ, ଡ଼. ପୂଜା ପଟ୍ଟନାୟକ ପ୍ରମୁଖ ଲୋକଙ୍କୁ

ସ୍ୱାସ୍ଥ୍ୟ ଚିକିତ୍ସା ପ୍ରଦାନ କରିଥିଲେ l ରୋଗୀ ମାନଙ୍କୁ ନିଃଶୁଳ୍କ ଔଷଧ ବିତରଣ କରାଯାଇଥିଲା l ଶିବିର ରେ ୫ଶହ ରୁ ଅଧିକ ପୁରୁଷ,ମହିଳା, ଛାତ୍ରଛାତ୍ରୀ ଙ୍କୁ ସ୍ୱାସ୍ଥ୍ୟ ସେବା ପ୍ରଦାନ କରାଯାଇଥିଲା l ପଦ୍ମlଦେବୀ ପବ୍ଲିକ ସ୍କୁଲ  ପରିଚାଳନା କମିଟି କତ୍ତୃପକ୍ଷ ଦର୍ପଗଞ୍ଜନ ପଟ୍ଟନାୟକ, ଶ୍ରୀମତୀ ମୀନା ପଟ୍ଟନାୟକ, ପିଣ୍ଟୁ ଅଗ୍ରୱାଲ, ସ୍କୁଲ ର ଅଧ୍ୟକ୍ଷ, ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ ମାନେ ଶିବିର କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ l ସାଂସଦ ଶ୍ରୀ ବିଶି ଶିବିର ପରିଚାଳନା କମିଟି କୁ ଉତ୍ସାହିତ କରି କହିଥିଲେ ଯେ ମାନବ ସେବା ହିଁ ମାଧବ ସେବା l ସ୍ୱାସ୍ଥ୍ୟ ହିଁ ସମ୍ପଦ l ମାଗଣା ସ୍ୱାସ୍ଥ୍ୟ ସେବା ହେଉଛି ମହାନ ସେବା l ବିକଶିତ ଏବଂ ସରସ ସୁନ୍ଦର ଦେଶ ଗଠନ ପାଇଁ ଲୋକଙ୍କ ଶରୀର ସୁସ୍ଥ ଶବଳ ରହିବା ଆବଶ୍ୟକ ବୋଲି ସାଂସଦ ଶ୍ରୀ ବିଶି ପ୍ରକାଶ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026

You Might Also Like