-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||     

HOME   ଜିଲ୍ଲା

ସ୍ୱାଧୀନତା ଦିବସ ପାଳିତ

17-Aug-2024



ବରଗଡ଼/ସୋହେଲା(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ସୋହେଲା ବ୍ଲକ ଅନ୍ତର୍ଗତ କନଗାଁ କ୍ଲଷ୍ଟରର ସମସ୍ତ ବିଦ୍ୟାଳୟରେ ୭୮ ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇ ଯାଇଛି । ଏହି ଅବସରରେ  ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବରିହାପାଲି ଠାରେ  ଅନୁଷ୍ଠିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ମୁଖ୍ଯଅତିଥି ଭାବେ ସି ଆର ସି ସି କେଦାରନାଥ ସାହୁ ଯୋଗଦେଇ ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ବିଦ୍ୟାଳୟର ପ୍ରଧାନଶିକ୍ଷକ ସଂଜୀବ କୁମାର ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଶିକ୍ଷକ ଶ୍ରୀବତ୍ସ ସାହୁ ସଂଯୋଜନା କରିଥିଲେ । ଶିକ୍ଷୟିତ୍ରୀ ବର୍ଷା ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଲେ ଶିକ୍ଷୟିତ୍ରୀ ବିନୀତା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ମୋ ସ୍କୁଲ ଅଭିଯାନ ମାଧ୍ୟମରେ ବିଦ୍ୟାଳୟର ପ୍ରଥମ ରୁ ତୃତୀୟ ଶ୍ରେଣୀର ଛାତ୍ର ଛାତ୍ରୀଙ୍କ ପାଇଁ ଛୋଟ ଚଉକି ଓ ଟେବୁଲ ଏବଂ ଚତୁର୍ଥ ରୁ ଅଷ୍ଟମ ଶ୍ରେଣୀର ଛାତ୍ର ଛାତ୍ରୀଙ୍କ ପାଇଁ ବେଞ୍ଚ ଟେବୁଲରେ ପଢିବା ବ୍ଯବସ୍ଥା ଆରମ୍ଭ ହୋଇ ଥିଲା । ପରିଚାଳନା କମିଟୀର ସଦସ୍ଯ ସଦସ୍ଯାଙ୍କ ସହ ଗ୍ରାମବାସୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   23-Nov-2026

You Might Also Like