-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲରେ ଯୋଗ ତାଲିମ ଶିବିର ଆୟୋଜିତ

17-Aug-2024



ଡୁଙ୍ଗୁରିପାଲି,ତା.୧୭/୮(ପ୍ରେରଣା ଖବର):ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପାଂଚାୟତ ହାଇସ୍କୁଲ, ମାୟାବର୍ହା ପ୍ରାଙ୍ଗଣରେ ଏକ ଦିବସୀୟ ଯୋଗ ଶିକ୍ଷା ତାଲିମ ଶିବିର ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଯାଇଛି । ପାତଜଂଳୀ ପ୍ରାୟୋଜିତ ଯୋଗ ପ୍ରଶିକ୍ଷିକା ତଥା ସୁନାପାଲି ହାଇସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ସସ୍ମିତା ସାହୁ ଶିବିରରେ ଯୋଗଦାନ କରି  ପ୍ରାଣାୟାମ, ଆସନ ଏବଂ ଏହାର ଉପକାରିତା ବିଷୟରେ ସମବେତ ଛାତ୍ରଛାତ୍ରୀ ମାନଙ୍କ ବୁଝାଇଥିଲେ ।   ଆସନ ଏବଂ ପ୍ରାଣାୟମ ଗୁଡିକୁ ପ୍ରଶିକ୍ଷିକା ଶ୍ରୀମତୀ ସାହୁ ନିଜେ ପ୍ରଦର୍ଶନ କରିବା ସହିତ ଛାତ୍ରଛାତ୍ରୀ ମାନଙ୍କୁ ସେ ସବୁ ଅଭ୍ୟାସ କରିବାକୁ ମାର୍ଗଦର୍ଶନ କରିଥିଲେ ଏବଂ ଏହାକୁ ଜୀବନରେ ପ୍ରଚଳନ କଲେ ଶିକ୍ଷା ଓ ସ୍ୱାସ୍ଥ୍ୟର ବିକାଶ ହେବା ସହିତ ବ୍ୟକ୍ତିତ୍ୱ ବିକାଶ କରିବାରେ ସହାୟକ ହୋଇଥାଏ ବୋଲି ମତବ୍ୟକ୍ତ କରିଥିଲେ । ଇଚ୍ଛାପୁର ହାଇସ୍କୁଲର ପ୍ରଧାନଶିକ୍ଷକ କାହ୍ନୁଚରଣ ଧରୁଆ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ମତବ୍ୟକ୍ତ କରିଥିଲେ । ବରିଷ୍ଠ ଶିକ୍ଷକ ଦିନବନ୍ଧୁ ପ୍ରଧାନ ଯୋଗ ଶିକ୍ଷା ତାଲିମ ଶିବିରର ଉଦ୍ଦେଶ୍ୟ ଜ୍ଞାପନ କରିବା ସହିତ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ ।

ତାଲିମ ଶିବିରର ଶେଷ ପର୍ଯ୍ୟାୟରେ ସମସ୍ତ ଶିକ୍ଷକ ଓ ଛାତ୍ରଛାତ୍ରୀ ପ୍ରଶିକ୍ଷିକାଙ୍କ ନିର୍ଦ୍ଦେଶନାରେ ଲୋକପ୍ରିୟ ସମ୍ବଲପୁରୀ ଭଜନ ହାଏ କୃଷ୍ଣ ହାଏ କୃଷ୍ଣ ବୋଲି ଯାଉ ମୋର ଜୀବନ ସଂଗୀତର ତାଳେ ତାଳେ ସାମୁହିକ ଆନନ୍ଦ ଦାୟକ ଯୋଗ ଡ୍ୟାନସ ଅଭ୍ୟାସ କରିଥିଲେ । କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଉପସ୍ଥିତ ରହି ସହଯୋଗ କରିଥିଲେ । ଆଲୁମିନୀ କିରଣ ପୁଟେଲ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   23-Nov-2026

You Might Also Like