-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ମନୋରଞ୍ଜନ

ସ୍ୱାଧୀନତା ଦିବସ ପାଳିତ

17-Aug-2024



ବରଗଡ଼/ସୋହେଲା(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ସୋହେଲା ବ୍ଲକ ଅନ୍ତର୍ଗତ କନଗାଁ କ୍ଲଷ୍ଟରର ସମସ୍ତ ବିଦ୍ୟାଳୟରେ ୭୮ ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇ ଯାଇଛି । ଏହି ଅବସରରେ  ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବରିହାପାଲି ଠାରେ  ଅନୁଷ୍ଠିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ମୁଖ୍ଯଅତିଥି ଭାବେ ସି ଆର ସି ସି କେଦାରନାଥ ସାହୁ ଯୋଗଦେଇ ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ବିଦ୍ୟାଳୟର ପ୍ରଧାନଶିକ୍ଷକ ସଂଜୀବ କୁମାର ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଶିକ୍ଷକ ଶ୍ରୀବତ୍ସ ସାହୁ ସଂଯୋଜନା କରିଥିଲେ । ଶିକ୍ଷୟିତ୍ରୀ ବର୍ଷା ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଲେ ଶିକ୍ଷୟିତ୍ରୀ ବିନୀତା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ମୋ ସ୍କୁଲ ଅଭିଯାନ ମାଧ୍ୟମରେ ବିଦ୍ୟାଳୟର ପ୍ରଥମ ରୁ ତୃତୀୟ ଶ୍ରେଣୀର ଛାତ୍ର ଛାତ୍ରୀଙ୍କ ପାଇଁ ଛୋଟ ଚଉକି ଓ ଟେବୁଲ ଏବଂ ଚତୁର୍ଥ ରୁ ଅଷ୍ଟମ ଶ୍ରେଣୀର ଛାତ୍ର ଛାତ୍ରୀଙ୍କ ପାଇଁ ବେଞ୍ଚ ଟେବୁଲରେ ପଢିବା ବ୍ଯବସ୍ଥା ଆରମ୍ଭ ହୋଇ ଥିଲା । ପରିଚାଳନା କମିଟୀର ସଦସ୍ଯ ସଦସ୍ଯାଙ୍କ ସହ ଗ୍ରାମବାସୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm