-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

କାଦୋଦର କଲେଜରେ ଉଚ୍ଚ ରକ୍ତଚାପ ସଚେତନତା ଏବଂ ବିଭିନ୍ନ ପ୍ରତିଯୋଗିତା

17-Aug-2024



ଉଲୁଣ୍ଡା ବ୍ଲକ  ଅନ୍ତର୍ଗତ  ମା ଉମାଦେବୀ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି, ସୁବର୍ଣ୍ଣପୁର ଏବଂ ଯୁବ ରେଡକ୍ରସ ତରଫରୁ  ଉଚ୍ଚ ରକ୍ତ ଚାପ ସଚେତନତା କାର୍ଯ୍ୟକ୍ରମ ଏବଂ ବିଭିନ୍ନ ପ୍ରତିଯୋଗିତା  ଅନୁଷ୍ଠିତ ହୋଇଯାଇଛି l ଅଧ୍ୟକ୍ଷ ବଲ୍ଲଭ  ପୁରୋହିତଙ୍କ ତତ୍ଵାବଧାନ ରେ ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରି ଡା. ରମେଶ ଚନ୍ଦ୍ର ସ୍ୱାଇଁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଲେ ସମ୍ମନିତ ଅତିଥିଭାବେ ସହକାରୀ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ , ଜିଲ୍ଲା ଯୁବ ରେଡକ୍ରସ ସଂଯୋଜକ ସଚିବ

ଅଧ୍ୟାପକ ଉମାକାନ୍ତ ନାଗ, ଜନ ସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଉଲୁଣ୍ଡା ପ୍ରଦମ୍ୟୁନ୍ନ କୁମାର ସାହୁ ଏବଂ କଲେଜ ସମ୍ପାଦକ ଚିତ୍ତରଞ୍ଜନ ପଢି ଯୋଗଦେଇ ଉଚ୍ଚ ରକ୍ତ ଚାପ ର କାରଣ ଓ ନିରାକରଣ ଉପରେ ଆଲୋଚନା କରିଥିଲେ ଏହି ଅବସରରେ

ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା ଏବଂ କୃତିତ୍ୱ ଅର୍ଜନ କରିଥିବା ୧ଠ ଜଣ ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ l ଯୁବ ରେଡକ୍ରସ କାଉନସେଲର ଅଧ୍ୟାପକ ଉଦ୍ଧବ ପଧାନ ସ୍ୱାଗତ ଭାଷଣ ଦେଇଥିବା ବେଲେ ଅଧ୍ୟାପକ ସୁଶାନ୍ତ ଦେହୁରୀ ସଭାପରିଚାଳନା କରିଥିଲେ l କାର୍ଯ୍ୟକ୍ରମକୁ ଅଧ୍ୟାପକ ନିତ୍ୟାନନ୍ଦ ମିଶ୍ର , ଅଧ୍ୟାପିକା ସାଧନା ମେଲ୍ଲୀ, ରଂଜିତା ମିଶ୍ର,ଶମ୍ଭୁ ପ୍ରସାଦ ଭୋଇ, ନରୋତ୍ତମ କର୍ମୀ, ଯୋଗୀନ୍ଦ୍ର ପଧାନ, ସୁଶାନ୍ତ  ମିଶ୍ର, ବାଦଲ ଦେହୁରୀ, ଆଶିଷ ଦେହୁରୀ ପ୍ରମୁଖ ସହଯୋଗ  କରିଥିଲେ l ଶେଷରେ ଅଧ୍ୟପକ ବଳମକୁନ୍ଦ ବାରିକ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like