-+91-9937148622 |

prerana_bgr@rediffmail.com |

  Sunday 19th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ରାଜ୍ୟ

ଲିମ୍ଫାଟିକ ଫାଇଲେରିଆ ନିରାକରଣ ସଚେତନତା ଅଭିଯାନ ଓ ଶିକ୍ଷାର୍ଥୀଙ୍କ ସାମୂହିକ ଔଷଧ ସେବନ

17-Aug-2024



ବରଗଡ଼/ଅମ୍ବାଭୋନା(ପବିତ୍ର ମେହେର): ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଅମ୍ବାଭୋନା ବ୍ଲକ୍ ଅନ୍ତର୍ଗତ ଭୁକ୍ତା ସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟର  ଛାତ୍ରଛାତ୍ରୀମାନଙ୍କୁ  ଲିମ୍ଫାଟିକ ଫାଇଲେରିଆ ସମ୍ବନ୍ଧୀୟ ଜ୍ଞାନ ଓ ନିରାକରଣ ନିମିତ୍ତ ଔଷଧ ପ୍ରଦାନ କରାଯାଉଛି। ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଜୁନିଅର ରେଡ କ୍ରସର ପରାମର୍ଶଦାତା ଶିକ୍ଷକ ସଂଜୟ ଖମାରୀଙ୍କ ନେତୃତ୍ବରେ ବିଦ୍ଯାଳୟର ଶିକ୍ଷାର୍ଥୀମାନଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଉଦ୍ଦିଷ୍ଟ ଫାଇଲେରିଆ ନିରାକରଣ ସମ୍ବନ୍ଧୀୟ ବିଭିନ୍ନ କାର୍ଯ୍ୟକ୍ରମ ଚଳିତ ମାସ 

୧୦ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିଥିବା ବେଳେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧୀନରେ ଥିବା ରାଷ୍ଟ୍ରୀୟ ବାଳ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମର ଡଃ ଆଞ୍ଚଳ ପ୍ରଧାନ, ଫାର୍ମାସିଷ୍ଟ ଦୀନ ଦୟାଲ୍ ପଟେଲ, ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଚନ୍ଦ୍ରମା କୁମ୍ଭାର, ଅଙ୍ଗନୱାଡି କର୍ମୀ ରାଜେଶ୍ଵରୀ ରାଉତ, ଅଙ୍ଗନୱାଡି କର୍ମୀ ଭାରତୀ ମଞ୍ଜରୀ ସାହୁ, ମହିଳା ସ୍ବେଚ୍ଛାସେବିକା ତତ୍ତ୍ଵମଞ୍ଜରୀ ପ୍ରଧାନ ଏବଂ କ୍ରିଷ୍ଣା ମହାପାତ୍ର ଉପସ୍ଥିତ ରହି ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଔଷଧ ସେବନ କରିବା କାର୍ଯ୍ୟରେ  ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ତେଜରାମ ସା, ଆଶୁତୋଷ ଭୋଇ, ସୁବାସ ଚନ୍ଦ୍ର ଖମାରୀ, ଜ୍ୟୋତିଶ୍ଚନ୍ଦ୍ର ପ୍ରଧାନ, ଅଙ୍କିତ ମହନ୍ତ,ପ୍ରଶାନ୍ତ ମହାପାତ୍ର,  ଅମୂଲ୍ୟ ଭୋଇ,  

ରଂଜିତ ସାହୁ ,ବୋଧରାମ ବିଶ୍ବାଳ, ଅଶୋକ ଦାସ, ଆଲୋକ ଭୋଇ,ସୌଦାମିନୀ ବାରିକ, ରାଜକୁମାରୀ ଭୁଏ, ସରିତା ପଟେଲ,ମଞ୍ଜୁ ବଣିଆ, ରୁକୁଣୀ ସେଠ, ଅନୀଲ ସିଦାର ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷାର୍ଥୀ ଲିମ୍ଫାଟିକ ଫାଇଲେରିଆ ସମ୍ବନ୍ଧୀୟ ଜ୍ଞାନ ଆହରଣ କରିବା ସହିତ ନିରାକରଣ ଉପଯୋଗୀ ଔଷଧ ସେବନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like