-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ଜିଲ୍ଲା

ତରଭା: ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

19-Aug-2024



ତରଭା(କପିଳାସ ସେଠ୍): କୋଶଳ ସାହିତ୍ୟ ଏକାଡେମୀ ତରଫରୁ ସଭାପତି ଦେବେନ୍ଦ୍ର କୁମାର ନାଏକଙ୍କ ସଭାପତିତ୍ବରେ ସ୍ଥାନୀୟ ଗଙ୍ଗାଧର ପାର୍କଠାରେ ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉତ୍ସବରେ ସ୍ତ୍ରୀ ରୋଗ ବିଶେଷଜ୍ଞ ଡ଼ଃ କ୍ଷୀରୋଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି, ଅଗ୍ନିଶମ ଅଧିକାରୀ ଅନିଲ ମିଶ୍ର ମୁଖ୍ୟ ବକ୍ତା ଓ ସମ୍ପାଦକ ରାଜେନ୍ଦ୍ର ଝାଙ୍କର ସମ୍ମାନିତ ବକ୍ତାଭାବେ ଯୋଗ ଦେଇଥିଲେ। ସଭା ପ୍ରାରମ୍ଭରେ ଗଙ୍ଗାଧରଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ତପସ୍ଵିନୀ ପଟ୍ଟନାୟକ, ସରିତା ନାଏକ, ଚାନ୍ଦିନୀ ଦାଶ ପ୍ରମୁଖ ଗଙ୍ଗାଧରୀୟ ସାହିତ୍ୟିକୁ ନେଇ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ। ଜନ୍ମଭୂମି ବରପାଲିସ୍ଥିତ କବି ସ୍ମୃତି ସଦନଠାରେ ଗଙ୍ଗାଧରଙ୍କ ଚିଠିପତ୍ର, ଗ୍ରନ୍ଥାବଳୀ, ପାଣ୍ଡୁଲିପି, ତାଙ୍କ ବ୍ୟବହୃତ କୋଟ, ଖଟ, ଗ୍ଲାସ୍, ଥାଳି, କଲମ, ଦୁଆତ ସମେତ ଅନେକ ସାମଗ୍ରୀର ରକ୍ଷଣାବେକ୍ଷଣ କରି ସରକାରୀ ସ୍ତରରେ ମେହେର ସଂଗ୍ରହାଳୟ ପ୍ରତିଷ୍ଠା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବାର ସମୟ ଉପନୀତ। କବିଙ୍କ ଜନ୍ମଭୂମି-କର୍ମଭୂମି ଅଞ୍ଚଳକୁ ଗଙ୍ଗାଧର ତୀର୍ଥକ୍ଷେତ୍ରରୂପେ ରାଜ୍ୟ ସରକାର ଘୋଷଣା କରିବା ନିମନ୍ତେ ପଦେକ୍ଷପ ଗ୍ରହଣ କରିବା ଉଚିତ ବୋଲି ବକ୍ତାମାନେ ମତବ୍ୟକ୍ତ କରିଥିଲେ। ସେହିପରି ଦ୍ବିତୀୟ ପର୍ଯ୍ୟାୟରେ କାନ୍ତାନାଥ ସରାଫଙ୍କ ସଭାପତିତ୍ବରେ ଆୟୋଜିତ କୋସଲୀ କବିତା ଆସରରେ ଯୁବକବି ହିରଣ୍ମୟ ପଟ୍ଟନାୟକ ଓ ସଞ୍ଜୀବ ସେଠି ସଂଯୋଜନା କରିଥିଲେ। ସୁବର୍ଣ୍ଣପୁର ଜିଲ୍ଲା ସମେତ ପଡୋଶୀ ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାର ତିରିଶରୁ ଉର୍ଦ୍ଧ୍ବ କବି କବୟିତ୍ରୀ ସ୍ବରଚିତ କବିତାମାନ ପାଠ କରିଥିଲେ।ପରେ କୁନି ନୃତ୍ୟଶିଳ୍ପୀ ଅଲିଭା ନାଏକ, ପ୍ରିୟଦର୍ଶିନୀ ଜେନା ଓ ରିନୀ ନାଏକ ପ୍ରମୁଖ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ।ସଭା ଶେଷରେ ଯୁବକବି ରୋଶନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like