-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ଖପ୍ରାଖୋଲ ଓ.ଏଲ୍.ଏମ୍ ରେ ମଧ୍ଯ କେଳେଙ୍କାରୀ ! ଏମ୍ ବି କେ ଓ ସିଆରପି ନିଯୁକ୍ତିରେ ଉତ୍କୋଚ ?

21-Aug-2024



ଖପ୍ରାଖୋଲ(ପ୍ରେରଣା ଖବର): ଖପ୍ରାଖୋଲ ବ୍ଲକ୍ ର ଓଡିଶା ଜୀବିକା ମିଶନରେ ବାଘମୁଣ୍ଡ ପଞ୍ଚାୟତରେ ଏମ ବି କେ ଓ ସିଆରପି ନିଯୁକ୍ତିରେ ଉତ୍କୋଚ କାରବାରର ଅଭିଯୋଗ ହୋଇଥିବା ଓ ବିଡିଓ ଏବଂ ସିଡିପିଓ ଯାଇ ତଦନ୍ତ କରି ଏହାକୁ ବାତିଲ୍ କରିଦେଇଥିବା ଜଣାଯାଇଛି । ଏଥିରେ ଓଏଲଏମର ବ୍ଲକ୍ ଓ ପଞ୍ଚାୟତ ସ୍ତରୀୟ  କେତେକ କର୍ମକର୍ତ୍ତାଙ୍କ ସମ୍ପୃକ୍ତି ରହିଥିବା କୁହାଯାଉଛି ।  ଏ ସମ୍ପର୍କରେ ମଧ୍ୟ  ଭାରପ୍ରାପ୍ତ ଡିପିଏମ ସୁମନ ଦ୍ବିବେଦୀ ଓ ଅନ୍ୟ ଅଧିକାରୀମାନେ ଅବଗତ ଥିବା ପ୍ରକାଶ । ସଂପ୍ରତି ଖପ୍ରାଖୋଲର ବିପିଏମ ମନୋଜ କେର୍କେଟା ଓ ବିଏଲସି ପ୍ରଶାନ୍ତ ନନ୍ଦ ଅଛନ୍ତି । ଏ ସମ୍ପର୍କରେ ସେମାନଙ୍କୁ ଯୋଗାଯୋଗର ଉଦ୍ୟମ ସତ୍ତ୍ୱେ ସମ୍ଭବ ହୋଇପାରିନାହିଁ । 

ଦ୍ବିତୀୟତଃ ଏହି ବ୍ଲକ୍ ର ହରିଶଙ୍କର ଠାରେ ଖୋଲାଯାଇଥିବା ମିଶନଶକ୍ତି କାଫେର ଲାଭ ବିଏଲଏଫର ସଭ୍ୟା ଓ କର୍ମକର୍ତ୍ତୀମାନେ ବାଣ୍ଟି ନେଉଛନ୍ତି । ଏହା ସରକାରଙ୍କ ତହବିଲ୍ କୁ ଯାଏନାହିଁ । ଏଠାରେ ଦାମୀ ରେଷ୍ଟୁରାଣ୍ଟ୍ ବା ହୋଟେଲ ଭଳି ଉଚ୍ଚଦରରେ ଖାଦ୍ୟପେୟ ବିକ୍ରିରୁ ବେଶ୍ ଲାଭ ହୋଇଥାଏ । 

ତେବେ ଏଇ ଦୁଇଟି ଉଦାହରଣ ଯଥେଷ୍ଟ ନୁହେଁ । ଏଇବ୍ଲକ୍ ର ଅନ୍ୟାନ୍ୟ ପଞ୍ଚାୟତରେ ଜିପିଏଲଏଫ୍ କୁ ଆସୁଥିବା ଅନ୍ୟାନ୍ୟ ପାଣ୍ଠିର କିପରି ସଦୁପଯୋଗ ହେଉଛି , ପ୍ରକଳ୍ପ ଗୁଡିକର ବାସ୍ତବିକତା ଓ ନିଯୁକ୍ତି ଆଦି ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ତଦନ୍ତ କରାଗଲେ , ବହୁ ଅନିୟମିତତାର ପର୍ଦ୍ଦାଫାଶ୍ ହୋଇପାରିବ ବୋଲି ଲୋକେ ଆଲୋଚନା କରୁଛନ୍ତି ।

ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ବ୍ଲକ୍ ରେ ଗତବର୍ଷଠାରୁ ଏଭଳି ବିପିଏମ ଓ ବିଏଲସିଙ୍କ ବିରୁଦ୍ଧରେ କେଳେଙ୍କାରୀର ଅଭିଯୋଗ ପରେ ଏବେ ଖପ୍ରାଖୋଲ ବ୍ଲକ୍ ରେ ଏଭଳି ଅଭିଯୋଗ ପ୍ରକାଶ ପାଇବାରୁ ଏହା ଜିଲ୍ଲାର ଅନ୍ୟାନ୍ୟ ବ୍ଲକ୍ ରେ ମଧ୍ୟ ଘଟିଥିବାର ସନ୍ଦେହ କରାଯାଉଛି ।  ଏହାସତ୍ତ୍ୱେ ଜିଲ୍ଲାପାଳ ଓ ଓଏଲଏମର ରାଜ୍ୟ ଅଧିକାରୀମାନେ ଗଣମାଧ୍ୟମରେ ଖବର ପ୍ରକାଶ ପରେ ମଧ୍ୟ ନୀରବ ରହିବା ଆଶ୍ଚର୍ଯ୍ୟଜନକ ବୋଲି ଜନମତ ପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like