-+91-9937148622 |

prerana_bgr@rediffmail.com |

  Wednesday 12th November 2025 |

| | | |

R.N.I. Regd No. ODIODI/2010/46693

Breaking News

ଝଲପ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ   (11-Nov-2025)       ||      କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ୭ ଜଣ ଦାଦନ ଶ୍ରମିକ ଉଦ୍ଧାର    (11-Nov-2025)       ||      ସରକାରୀ ବାଳିକା ବିଦ୍ୟାଳୟରେ ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶନୀ    (11-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ   (11-Nov-2025)       ||      ଜେଏସ୍‌ଏମ୍ କଲେଜ ପକ୍ଷରୁ ଜାତୀୟ ଶିକ୍ଷା ଦିବସ ପାଳିତ   (11-Nov-2025)       ||      *ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ*   (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କୃଷ୍ଣ-ବଲରାମଙ୍କୁ ପଞ୍ଚବିଦ୍ୟା ପ୍ରଦାନ   (11-Nov-2025)       ||      ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମଙ୍କ ପରଲୋକ   (11-Nov-2025)       ||      ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା   (11-Nov-2025)       ||      ବିଦ୍ୟୁତ ସୁରକ୍ଷା” ସମ୍ବନ୍ଧରେ ବିଶେଷତା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”   (11-Nov-2025)       ||      ବୁରୋମୁଣ୍ଡା ଅଲ ଇଣ୍ଡିଆ କ୍ରିକେଟ ଖେଳ - 2025 ର ଆଲୋଚନା ଓ ପ୍ରସ୍ତୁତି ବୈଠକ   (11-Nov-2025)       ||      ନୂଆପଡା ଉପନିର୍ବାଚନରେ ଦ୍ଵିତୀୟ ପ୍ରିଜାଇଡିଂ ଅଫିସର୍ ନିଲମ୍ବିତ l   (11-Nov-2025)       ||      ନୂଆପଡ଼ାରେ ଜୋରସୋର ମତଦାନ   (11-Nov-2025)       ||      ପ୍ରିଯାଇଡିଂ ଅଫିସର ନିଲମ୍ବିତ,   (11-Nov-2025)       ||      ୧କୋଟି ୩୮ଲକ୍ଷ ୯୪ ହଜାର ୩୫୬ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ , ୧୧ ବାଇକ୍ ,ଏକ ତିନି ଚକିଆ ଓ ଏକ ଚାରିଚକିଆ ଯାନ ଜବତ    (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କାରାଗୃହରେ କୃଷ୍ଣ ଜନ୍ମ   (11-Nov-2025)       ||      ‘କୋଶଳ ପ୍ରବାହ’ ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କାରାଗୃହରେ କୃଷ୍ଣ ଜନ୍ମ   (11-Nov-2025)       ||      ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘରୁ ବାଳକୃଷ୍ଣ ଶବରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର   (11-Nov-2025)       ||      ଡାବୁଗାଁ ବ୍ଲକ ରେ ୬ଜଣ ଆଇଏଏସ ପ୍ରଶିକ୍ଷାର୍ଥୀ   (11-Nov-2025)       ||     

HOME   ଜିଲ୍ଲା

କଣ୍ଟାମାଳ ହାଇସ୍କୁଲରେ ଜାତୀୟ ମହାକାଶ ଦିବସ ପାଳିତ

25-Aug-2024



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ କଣ୍ଟାମାଳ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ ମହାକାଶ ଦିବସ ପାଳିତ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକାଶ କୁମାର ପ୍ରଧାନଙ୍କର ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ସହକାରୀ ଶିକ୍ଷକ ମନୋରଞ୍ଜନ ପ୍ରଧାନ ପରିଚାଳନା କରିଥିଲେ l ଚନ୍ଦ୍ରଯାନ-୩ ର ସଫଳ ପରୀକ୍ଷଣ ସହ ୨୦୨୩ ଅଗଷ୍ଟ ମାସ ୨୩ ତାରିଖ ସନ୍ଧ୍ୟା ୬ଟା ୪ ମିନିଟ୍ ସମୟରେ ଦକ୍ଷିଣ ମେରୁରେ ଅବସ୍ଥାନ କରି ଭାରତ ପ୍ରଥମ ଦେଶ ଭାବରେ ବିଶ୍ୱ ଇତିହାସ ରଚିପାରିଲା l ଏହାକୁ ଉପଲବ୍ଧି କରାଇବା ସହ ଦେଶର ବୈଜ୍ଞାନିକମାନଙ୍କ ବୈଜ୍ଞାନିକ ମନୋବୃତ୍ତିକୁ ବହୁଗୁଣିତ କରିବା ଉଦ୍ୟେଶରେ ପ୍ରଥମ ଜାତୀୟ ମହାକାଶ ଦିବସ ପାଳନ କରାଯାଉଛି ବୋଲି ପ୍ରଧାନଶିକ୍ଷକ ଅବଗତ କରାଇଥିଲେ l ଛାତ୍ରଛାତ୍ରୀମାନଙ୍କୁ ବୈଜ୍ଞାନିକ ମନୋବୃତ୍ତି ରଖିବା ପାଇଁ ଉପଦେଶ ଦେଇଥିଲେ l ଏହି ଅବସରରେ ଏକ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ଶିକ୍ଷକ ସୁଜିତ୍ କୁମାର୍ ତରିଆ, ସତ୍ୟଜିତ ପଣ୍ଡା, ଆଲୋକ ପରଡ଼ିଆ, ଦେବଶ୍ରିତ ପ୍ରଧାନ, ଶିକ୍ଷୟିତ୍ରୀ ହେମବନ୍ତି ବାଘ, ମୀରାବାଇ ଧରୁଆ, ସୁପ୍ରିୟା ପ୍ରିୟଦର୍ଶିନୀ, ଗୀତାଞ୍ଜଳୀ ସାହୁ ଓ ଛାତ୍ରଛାତ୍ରୀ ଉପସ୍ଥିତ ରହି ସହଯୋଗ କରିଥିଲେ l ପରିଶେଷରେ ଜୁନିୟର ରେଡକ୍ରସ କାଉନସିଲର ତଥା ଶିକ୍ଷକ ବନମାଳୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଝଲପ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ   11-Nov-2025
  ଜିଲ୍ଲା  
କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ୭ ଜଣ ଦାଦନ ଶ୍ରମିକ ଉଦ୍ଧାର    11-Nov-2025
  ଜିଲ୍ଲା  
ସରକାରୀ ବାଳିକା ବିଦ୍ୟାଳୟରେ ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶନୀ   11-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ   11-Nov-2025
  ଜିଲ୍ଲା  
ଜେଏସ୍‌ଏମ୍ କଲେଜ ପକ୍ଷରୁ ଜାତୀୟ ଶିକ୍ଷା ଦିବସ ପାଳିତ   11-Nov-2025
  ଜିଲ୍ଲା  
*ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ*   11-Nov-2025
  ଜିଲ୍ଲା  
ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କୃଷ୍ଣ-ବଲରାମଙ୍କୁ ପଞ୍ଚବିଦ୍ୟା ପ୍ରଦାନ   11-Nov-2025
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମଙ୍କ ପରଲୋକ   11-Nov-2025
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା   11-Nov-2025
  ଜିଲ୍ଲା  
ବିଦ୍ୟୁତ ସୁରକ୍ଷା” ସମ୍ବନ୍ଧରେ ବିଶେଷତା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”   11-Nov-2025
  ଜିଲ୍ଲା  
ବୁରୋମୁଣ୍ଡା ଅଲ ଇଣ୍ଡିଆ କ୍ରିକେଟ ଖେଳ - 2025 ର ଆଲୋଚନା ଓ ପ୍ରସ୍ତୁତି ବୈଠକ   11-Nov-2025
  ଜିଲ୍ଲା  
ନୂଆପଡା ଉପନିର୍ବାଚନରେ ଦ୍ଵିତୀୟ ପ୍ରିଜାଇଡିଂ ଅଫିସର୍ ନିଲମ୍ବିତ l   11-Nov-2025

You Might Also Like