-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଭୂମିପୂଜା

25-Aug-2024



ଭୁବନେଶ୍ଵର(ବିଶ୍ୱରଞ୍ଜନ ବିଶ୍ଵାଳ): ବାରଙ୍ଗ ଆନନ୍ଦ ବଜାର ଗୋଲେଇ ଛକ ଠାରେ ମୋଟ୍ରା ରେଳ ପ୍ରକଳ୍ପର ପ୍ରଥମ ସ୍ତମ୍ଭ ବା ପିଲାର ନିର୍ମାଣ ଲାଗି ଭୂମିପୂଜା କରଯାଇଛି।ବାରଙ୍ଗ ଆନନ୍ଦ ବଜାର ଗୋଲେଇ ଛକ ଠାରେ ମୋଟ୍ରା ରେଳ ପ୍ରକଳ୍ପର ପ୍ରଥମ ସ୍ତମ୍ଭ ବା ପିଲାର ନିର୍ମାଣ ଲାଗି ଭୂମିପୂଜା କରଯାଇଛି। ଏହି ପ୍ରକଳ୍ପ ପାଇଁ ଭୁବନେଶ୍ୱରର କିଟ୍ ଛକ ଠାରୁ ତ୍ରିଶୁଳିଆ ଛକ ପର୍ଯ୍ୟନ୍ତ କାର୍ଯ୍ୟାଦେଶ ପାଇ ଥିବା ଦିଲ୍ଲୀର ଠିକା ସଂସ୍ଥାର ଅଧିକାରୀ ଓ କର୍ମଚାରୀମାନେ ସ୍ତମ୍ଭ ନିର୍ମାଣ ଲଗି ଖନନ ହେବାକୁ ଥିବା ସ୍ଥାନରେ ଭୂମିପୂଜା କରିଛନ୍ତି। 

ସୂଚନାଯେଗ୍ୟ ଗତ ଜାନୁଆରି ଏକ ତାରିଖରେ ରତାଗଡ଼ ନିକଟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପାଟ୍ଟନାୟକ ମେଟ୍ରୋ ରେଳ ପ୍ରକଳ୍ପର କାରଖାନା (ୱାର୍କସପ) ଶିଳାନ୍ୟାସ କରି ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ୬୨୨୫ କୋଟି ଟଙ୍କା ବିନିଯୋଗରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଠାରୁ ତ୍ରିଶୁଳିଆ ଛକ ପର୍ଯ୍ୟନ୍ତ ୨୬ କିଲୋମିଟର ମଧ୍ୟରେ ନିର୍ମାଣ ହେବାକୁ ଥିବା ମେଟ୍ରୋ ରେଳ ଲାଇନ୍‌ ଭିତରେ ୨୦ଟି ରହଣି ସ୍ଥଳ ବା ଷ୍ଟେସନ ରହିବ ବୋଲି ଘୋଷଣା କରାଯାଇଥିଲା। ଭୁବନେଶ୍ୱର ଓ କଟକକୁ ସଂଯୋଗ କରିବା ସହ ପରିବହନ କ୍ଷେତ୍ରରେ ଏହା ସହାୟକ ହେବ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like