-+91-9937148622 |

prerana_bgr@rediffmail.com |

  Saturday 30th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   (30-May-2026)       ||      ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   (30-May-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (30-May-2026)       ||      କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   (30-May-2026)       ||      ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   (30-May-2026)       ||      ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   (30-May-2026)       ||      ରତାଖଣ୍ଡି-ଆଟଗାଁ ରାସ୍ତାର ତେଲନଦୀରେ ନିର୍ମାଣହେବ ଉଚ୍ଚକ୍ଷମତାସମ୍ପନ୍ନ ପୋଲ   (30-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ କର୍କଟ ରୋଗର ସଚେତନତା ଶିବିର ଅନୁଷ୍ଠିତ,   (29-May-2026)       ||      ବିନାସୂଚନା ଫଳକ ରେ ଚାଲିଛି ଚେକଡେମ କାମ    (29-May-2026)       ||      ଖାଦ୍ୟ ନ ପାଇ କଟକ ନୂଆବଜ଼ାର କୁଷ୍ଠ ରୋଗୀ ଧାରଣାରେ ବସିଲେ ।   (29-May-2026)       ||      *ସ୍ୱାମୀ ବିବେକାନନ୍ଦ କଲେଜ ବରପାଲିରେ ସମ୍ବର୍ଦ୍ଧନା ଉତ୍ସବ ଉଦଯାପିତ*   (29-May-2026)       ||      ସୁବର୍ଣ୍ଣପୁର ସହରରେ କାଳବୈଶାଖୀ ତାଣ୍ଡବ ବ୍ୟାପକ କ୍ଷୟକ୍ଷତି   (29-May-2026)       ||      ଆତ୍ମଗୌରବ ଦିବସ ଅବସରରେ ନୂଆଦିଲ୍ଲୀ ରେ ବଲାଙ୍ଗୀର ଜିଲ୍ଲା ଦେଢଗାଁର ଓଡ଼ିଆ ପୁଅ ବଳଦେବ ବାଗଙ୍କୁ ସମ୍ମାନିତ କଲା ଆଦିଲୀଳା ଫାଉଣ୍ଡେସନ   (29-May-2026)       ||      ଅପରାଧୀଙ୍କ ଉପରେ କଡ଼ା ଆକ୍ସନ ନେବାକୁ ନିର୍ଦ୍ଦେଶ |   (29-May-2026)       ||      ୪୭ ନମ୍ବର ୱାର୍ଡରେ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ   (29-May-2026)       ||      ବିଜୁ ବାବୁଙ୍କ ସମ୍ପତ୍ତି ହଡ଼ପ ପାଇଁ ଚାଲିଛି ଷଡ଼ଯନ୍ତ୍ର : ଦେବାଶିଷ ସାମନ୍ତରାୟ   (29-May-2026)       ||      ବଲାଙ୍ଗୀର ଦୁର୍ଘଟଣାରେ ରାଜ ପରିବାର ସଦସ୍ୟଙ୍କ ଦେହାନ୍ତ   (29-May-2026)       ||      ମହିଳା ବାଥରୁମରେ ସ୍ପାଏ କ୍ୟାମେରା : ଏସପିଙ୍କ ତତ୍ତ୍ବାବଧାନରେ ଚାଲିଛି ତନାଘନା   (29-May-2026)       ||     

HOME   ଜିଲ୍ଲା

କାଳୀମନ୍ଦିର ବେଢାରେ ବାଲିଗୁଡା ବ୍ରାହ୍ମଣ ସମାଜର ସାଧାରଣ ବୈଠକ ଅନୁଷ୍ଠିତ

25-Aug-2024



 କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମା 'ଦକ୍ଷିଣ କାଳୀ ମନ୍ଦିର ପରିସର ମଧ୍ୟରେ ରବିବାର ଅପରାହ୍ନରେ ବ୍ରାହ୍ମଣ ସମାଜର ଏକ ମାସିକ ବୈଠକ ସଭାପତି ଚିନ୍ତାମଣି ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସମ୍ପାଦକ କାଳିନ୍ଦୀ ଚରଣ ପଣ୍ଡା ଓ କୋଷାଧକ୍ଷ ପବିତ୍ର ମୋହନ ପାଢ଼ୀଙ୍କ ସମେତ ଶତାଧିକ ବ୍ରାହ୍ମଣ ପରିବାର ଉପସ୍ଥିତ ରହି ସମାଜ ତରଫରୁ ବ୍ରାହ୍ମଣ ପିଲାଙ୍କୁ ବ୍ରତୋପନୟନ କରିବା ପାଇଁ ନିଷ୍ପତି ନିଆଯିବା ସହ ଇଛୁକ ଗରିବ ବ୍ରାହ୍ମଣ ପରିବାର ସମାଜ ସହ ଯୋଗାଯୋଗ କରିପାରିବେ, ଅଞ୍ଚଳରେ ଥିବା ପ୍ରତ୍ୟେକ ବ୍ରାହ୍ମଣ ପରିବାର ନିଜ ସାହି ର ନୂତନ ସଦସ୍ୟତା ସଂଗ୍ରହ କରିବା ପାଇଁ ଦୁଇ ଜଣିଆ ଟିମ ଗଠନ କରି ଦାୟିତ୍ୱ ପ୍ରଦାନ କରାଗଲା l ସମାଜ ତରଫରୁ ପ୍ରତ୍ୟେକ ମାସ ଶେଷ ରବିବାର ଦିନ ମାସିକ ବୈଠକ ଅନୁଷ୍ଠିତ ହେଉଛି l ଏଣୁ ଏଥିରେ ଅଞ୍ଚଳ ର ସମସ୍ତ ବ୍ରାହ୍ମଣ ପରିବାର ଉପସ୍ଥିତ ରହି ନିଜ ନିଜର ସୁଚିନ୍ତିତ ମତାମତ

ପ୍ରଦାନ କରିବା ପାଇଁ ଆଲୋଚନା କରାଯାଇଥିଲା l ସମାଜର ପରବର୍ତ୍ତୀ ମାସିକ ବୈଠକ ସେପ୍ଟେମ୍ବର ମାସ ୨୯ ତାରିଖ ରବିବାର ଦିନ ୩ ଘଣ୍ଟ ସମୟରେ ସ୍ଥାନୀୟ ଅଞ୍ଚଳର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଶିକ୍ଷା ନିକେତନର ସଭା ଗୃହ ପରିସର ମଧ୍ୟରେ କରାଯିବା ପାଇଁ ଏହି ବୈଠକରେ ନିଷ୍ପତି ନିଆଯାଇଥିଲା l ଶେଷରେ  ଆଜିର ସାଧାରଣ ବୈଠକରେ ଉପସ୍ଥିତ ଥିବା ସାଧାରଣ ସମ୍ପାଦକ, ଉପସଭାପତି ଯୁଗ୍ମ ସମ୍ପାଦକ, କୋଷାଧକ୍ଷ ସମେତ ସମସ୍ତ ସଦସ୍ୟ ମାନଙ୍କୁ ସଭାପତି ଶ୍ରୀ ମିଶ୍ର ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   30-May-2026
  ଜିଲ୍ଲା  
ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   30-May-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   30-May-2026
  ଜିଲ୍ଲା  
କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   30-May-2026
  ଜିଲ୍ଲା  
ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   30-May-2026
  ଜିଲ୍ଲା  
ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   30-May-2026
  ଜିଲ୍ଲା  
ରତାଖଣ୍ଡି-ଆଟଗାଁ ରାସ୍ତାର ତେଲନଦୀରେ ନିର୍ମାଣହେବ ଉଚ୍ଚକ୍ଷମତାସମ୍ପନ୍ନ ପୋଲ   30-May-2026
  ଜିଲ୍ଲା  
ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   29-May-2026
  ଜିଲ୍ଲା  
ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   29-May-2026
  ଜିଲ୍ଲା  
ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ କର୍କଟ ରୋଗର ସଚେତନତା ଶିବିର ଅନୁଷ୍ଠିତ,   29-May-2026
  ଜିଲ୍ଲା  
ବିନାସୂଚନା ଫଳକ ରେ ଚାଲିଛି ଚେକଡେମ କାମ   29-May-2026
  ଜିଲ୍ଲା  
ଖାଦ୍ୟ ନ ପାଇ କଟକ ନୂଆବଜ଼ାର କୁଷ୍ଠ ରୋଗୀ ଧାରଣାରେ ବସିଲେ ।   29-May-2026

You Might Also Like