-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ମଧୁବନ ସାହିତ୍ୟ ସଂସ୍କୃତି ସଂସଦ ର ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

25-Aug-2024



ନାକଟିଦେଉଳ (କନ୍ଦର୍ପ ବେହେରା )ମାତୃଭାଷା ମଧୁମୟ ହେଲେ ମାଟି ଏବଂ ଭାଷା ମଧୁମୟ ହେବ ବୋଲି ମଧୁବନ ସାହିତ୍ୟ ସଂସ୍କୃତି ସଂସଦ,ନାକଟିଦେଉଳ ଆନୁକୁଲ୍ୟ ରେ ଅନୁଷ୍ଠିତ ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ଓ ବାର୍ଷିକ ସାହିତ୍ୟ ଆସର ରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଓଡିଶା ସାହିତ୍ୟ ଏକାଡେମୀ ର ପୂର୍ବତନ ସଦସ୍ୟ ତଥା ନୀଳଚକ୍ର ସାହିତ୍ୟ ସଂସଦ ବୌଦ୍ଧର ସଭାପତି ଡ଼ଃ ସଞ୍ଜୟ କୁମାର୍ ପଣ୍ଡା ମତ ପ୍ରକାଶ କରିଛନ୍ତି l ଏହା ସହିତ ଗଙ୍ଗାଧର ମେହେରଙ୍କ ରଚିତ ତପସ୍ୱିନୀ କାବ୍ୟର ମୌଳିକତା ସମ୍ପର୍କରେ ଆଲୋକପାତ କରିଥିଲେ | ମଧୁବନ ସାହିତ୍ୟ ସଂସ୍କୃତି ସଂସଦ ର ସଭାପତି ରଘୁନାଥ ପ୍ରଧାନ ଙ୍କ ସଭାପତିତ୍ବରେ ଆୟୋଜିତ ସମାରୋହ ରେ ମୁଖ୍ୟ ବକ୍ତା ଭାବରେ ପଞ୍ଚାୟତ ଆଞ୍ଚଳିକ ମହାବିଦ୍ୟାଳୟ,କୁମ୍ଭାରବନ୍ଧ ଝାରସୁଗୁଡାର ଓଡିଆ ବିଭାଗ ର ପ୍ରାଧ୍ୟାପିକା ଡ଼ଃ ସଂଯୁକ୍ତା ହୋତା ଯୋଗ ଦେଇ ସ୍ବଭାବ କବି ଗଙ୍ଗାଧର ମେହର ଙ୍କ ବ୍ୟକ୍ତିତ୍ବ, କାବ୍ୟ କୃତୀ ଓ ବୈଶିଷ୍ଠତା ସମ୍ପର୍କ ରେ ଆଲୋକପାତ କରିଥିଲେ | ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷ ସୁଧୀର କୁମାର ସାହୁ ଙ୍କ ପରିଚାଳନାରେ ଅନୁଷ୍ଠିତ ସଭାରେ ସଂସଦ ର ଉପସଭାପତି ଡ ସରସୀରାଣୀ ନାୟକ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ସମ୍ପାଦକ ସୁଶାନ୍ତ କୁମାର ସାହୁ ବିବରଣୀ ପାଠ କରିଥିଲେ | ମୁଖ୍ୟ ଅତିଥି ଓ ମୁଖ୍ୟ ବକ୍ତା ଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ମାନୀତ କାଯାଇଥିଲା l ପୂର୍ଵତନ ଶିକ୍ଷକ ତଥା କବି ଶ୍ରୀ ହରିହର ସାହୁ ଙ୍କ ରଚିତ ପୁସ୍ତକ ସାହିତ୍ୟ ସୌରଭ ଅତିଥି ମାନଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା l ସରସ୍ବତୀ ଶିଶୁବିଦ୍ୟା ମନ୍ଦିର ନାକଟିଦେଉଳ ଓ ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୁତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା | ଅଧ୍ୟାପକ ଶେଷଦେବ ବିଶ୍ବାଳ ଓ ଗୀତାରାଣୀ ସାହୁ ଙ୍କ ସଂଯୋଜନା ରେ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like