-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||     

HOME   ରାଜନୀତି

ଜୟଦେବରେ ଅପରାଜିତା-ଢାଲି ବିବାଦ ବଢ଼ୁଛି, ଜିଲ୍ଲା ସଂଗଠନ ସହ ସାଂସଦଙ୍କ ସମ୍ପର୍କ ବିଗୁଡ଼ୁଛି କି?

27-Aug-2024



ଭୁବନେଶ୍ୱର(ବିଶ୍ୱରଞ୍ଜନ ବିଶ୍ଵାଳ) ଗତକାଲି ବାଳକାଟିରେ ମନ୍‌ କି ବାତ୍‌ ଶୁଣିବା ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ସହ ସଦସ୍ୟତା ଅଭିଯାନ କର୍ମଶାଳା ଆୟୋଜନ କରାଯାଇଥିଲା। ବିଜେପିର ଖୋର୍ଦ୍ଧା ଜିଲ୍ଲା ଶାଖା ତରଫରୁ ଏହାର ଆୟୋଜନ କରାଯାଇଥିଲା। ଢାଲି ଓ ତାଙ୍କ ସମର୍ଥକମାନେ ଏହାର ଦାୟିତ୍ବରେ ରହିଥିଲେ। ଏଠାକୁ ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ ତୋମାର ଓ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ନିମନ୍ତ୍ରଣ କରାଯାଇଥିଲା। କିନ୍ତୁ ସ୍ଥାନୀୟ ସାଂସଦ ଆସି ନଥିଲେ। ଫଳରେ କର୍ମଶାଳା ଚାଲିଥିଲା ବେଳେ ସାଂସଦଙ୍କୁ କାହିଁକି ଡକାଯାଇ ନାହିଁ ବୋଲି କହି ତାଙ୍କ ସମର୍ଥକମାନେ ପାଟିତୁଣ୍ଡ କରିଥିଲେ। ପୂର୍ବତନ ସଂଗଠନ ମନ୍ତ୍ରୀ ଶାରଦା ଶତପଥୀଙ୍କୁ ଠେଲାପେଲା କରିଥିଲେ। ପ୍ରଭାରୀଙ୍କ ସାମ୍ନାରେ ବହୁ ସମୟ ଧରି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା। ବୁଝାସୁଝା ପରେ ସାଂସଦଙ୍କ ସମର୍ଥକମାନେ ସେଠୁ ଫେରିଥିଲେ। ଗଣମାଧ୍ୟମକୁ ଶ୍ରୀ ତୋମାର କହିଛନ୍ତି ଯେ ଦଳ ଭିତରେ କୌଣସି ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ। ଏପରି କରିବାକୁ କାହାରିକୁ ଅଧିକାର ଦିଆଯାଇ ନାହିଁ। 

ଏହି ଘଟଣା ସମ୍ପର୍କରେ ସାଂସଦ ଏ ଯାଏ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିନାହାନ୍ତି। ମିଳିଥିବା ସୂଚନା ଅନୁଯାୟୀ ସାଂସଦ ଗତକାଲି ସକାଳେ ଭୁବନେଶ୍ବରରେ ନଥିଲେ। ଢାଲିଙ୍କୁ ଯୋଗାଯୋଗ କରାଯିବାରୁ ସେ କହିଛନ୍ତି, ‘ମୁଁ ଦୁଇ ଥର ଏଠାରୁ ବିଧାୟକ ଜିତିଛି। ନିର୍ବାଚନମଣ୍ଡଳୀରେ ମୋର ଭଲ ସଂଗଠନ ରହିଥିବା ବେଳେ ପଞ୍ଚାୟତରୁ ଆରମ୍ଭ କରି ମଣ୍ଡଳସ୍ତରୀୟ ସାଂଗଠନିକ କାର୍ଯ୍ୟ ନିଜେ ଆୟୋଜନ କରି ଦଳୀୟ କାର୍ଯ୍ୟକ୍ରମ କରିବାରେ କିଛି ସମସ୍ୟା ନାହିଁ। ଗତକାଲିର ସମାବେଶରେ ଯୋଗ ଦେବାକୁ ସାଂସଦଙ୍କୁ ଜଣାଯାଇଥିଲା।’ କିନ୍ତୁ ସାଂସଦ କାହିଁକି ଆସିଲେନି, ସେ ସମ୍ପର୍କରେ ଢାଲି କିଛି  କହି ନାହାଁନ୍ତି l ତେବେ କାଲିର ସମାବେଶକୁ ନେଇ ରାଜନୈତିକ ମହଲରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଯଦି ସାଂସଦଙ୍କୁ ଜାଣିଶୁଣି ଡକାଯାଇନି, ତେବେ ରାଜ୍ୟ ପ୍ରଭାରୀ ଓ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ସେଠାକୁ କିପରି ଗଲେ? ପ୍ରଭାରୀଙ୍କ ସାମ୍ନାରେ ଏପରି ଧସ୍ତାଧସ୍ତିର ୨୪ ଘଣ୍ଟା ବିତିଯାଇଥିଲେ ବି କାହା ବିରୋଧରେ କାର୍ଯ୍ୟାନୁଷ୍ଠାନ କାହିଁକି ଗ୍ରହଣ କରାଯାଇନି? ଗତକାଲିର ଗଣ୍ଡଗୋଳକୁ ନେଇ ଏ ଯାଏ ବିଜେପିର ଜିଲ୍ଲା କିମ୍ବା ରାଜ୍ୟ ଶାଖା ପକ୍ଷରୁ କାହିଁକି ସ୍ପଷ୍ଟୀକରଣ ଦିଆଯାଇ ନାହିଁ? ସାଂସଦ ଓ ଜିଲ୍ଲା ସଂଗଠନ ଭିତରେ ବଡ଼ ଧରଣର ବିବାଦର ଏହା ଏକ ଅଂଶ କି? ଏହି ଗଣ୍ଡଗୋଳ ସହ ବିଜେପିର ରାଜ୍ୟ ସଂଗଠନର କିଛି ସମ୍ପର୍କ ନାହିଁ ତ?


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ   11-Jun-2026

You Might Also Like