-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ଶିଶୁ ଅଧିକାର ଏବଂ ସୁରକ୍ଷା ସମ୍ବନ୍ଧୀୟ ସ୍କୁଲ୍ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ

28-Aug-2024



ବଲାଙ୍ଗୀର(ପ୍ରେରଣା ଖବର): ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଶିଶୁ ଅଧିକାରଏବଂ ଶିଶୁ ସୁରକ୍ଷା ସମ୍ବନ୍ଧୀୟ ସ୍କୁଲ୍ ସ୍ତରୀୟ ସଚେତନତା ଶିବିର ହର୍ଡାଟାଲ ଠାରେ ଥିବା ଧୋବା ଉଚ୍ଚ ବିଦ୍ୟାଳୟ ରେ ଅନୁଷ୍ଠିତ ହୋଇଯାଇଅଛି । ମୁଖ୍ୟ ଅତିଥି ଭାବେ ଧୋବା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମନୋଜ କୁମାର ମିଶ୍ର ଉପସ୍ଥିତ ରହି ଶିଶୁ ମାନଙ୍କର ସୁରକ୍ଷା ପାଇଁ  ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସଭାରେ ପ୍ରକାଶ କରି  ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ।ଏହି ଅବସରରେ ସମ୍ମାନିତ ଅତିଥିଭାବେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଅରୁଣା ର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତି ଉପସ୍ଥିତ ରହି ସରକାର ଙ୍କ ଠାରୁ ଶିଶୁ ମାନଙ୍କ ପାଇଁ ଆସୁଥିବା ସାହାଯ୍ୟ ସହଯୋଗ ଉପରେ ସମ୍ୟକ୍ ଧାରଣା ଦେଇଥିଲେ।ଅନାଥ ଶିଶୁ ମାନଙ୍କୁ ଶିକ୍ଷା,ସ୍ବାସ୍ଥ୍ୟ,ପୃଷ୍ଟିକାର ଖାଦ୍ୟ ଓ ସୁରକ୍ଷା ପାଇଁ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ତରଫରୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ମାଧ୍ୟମ ରେ ଆସୁଥିବା ଆର୍ଥିକ ଅନୁଦାନ ପ୍ରଦାନ କରାଯାଉଥିବା ସହାୟତା ଏବଂ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ହେଲାପରେ ବିଭିନ୍ନ ବୈଷୟିକ ପାଠ ପଢିବା ପାଇଁ ଯୋଗାଇ ଦିଆଯାଉଥିବା ସାହାଯ୍ୟ ସହଯୋଗ ଉପରେ ମତପ୍ରକାଶ କରିଥିଲେ।କାର୍ଯ୍ୟକ୍ରମରେ ଚାଇଲ୍ଡ ହେଲ୍ପ ଲାଇନର ଜିଲ୍ଲା ପ୍ରକଳ୍ପ ସଂୟୋଜକ ବିକ୍ରମ ପଣ୍ଡା ଉପସ୍ଥିତ ରହି ଶିଶୁ ମାନେ ସମୟ ସମୟରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ରୁ ସେମାନଙ୍କ ସୁରକ୍ଷା ପାଇଁ ଚାଇଲ୍ଡ ହେଲ୍ପ ଲାଇନ ନମ୍ବର ୧୦୯୮ ରେ ଫୋନ କରି ଜଣାଇବା ପାଇଁ ଛାତ୍ର,ଛାତ୍ରୀ ମାନଙ୍କୁ ସୂଚାଇ ଦେଇ ଥିଲେ।କାର୍ଯ୍ୟକ୍ରମ ଶେଷରେ ଶୁଭମ୍ ଜେନା ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରି ସଭା ସାଙ୍ଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like