-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଜାତୀୟ ଚକ୍ଷୁ ଦାନ ପକ୍ଷ ପାଳିତ

29-Aug-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ ମହର୍ଷି ବୁଦ୍ଧ ରାମ ଡ଼ିଗ୍ରୀ କଲେଜ ସଭା ଗୃହ ଠାରେ ଜାତୀୟ ଚକ୍ଷୁ ଦାନ ପକ୍ଷ ସଭାପତି ବାଳଗୋପାଳ ପଣ୍ଡା  ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭା ରେ ଅତିରିକ୍ତ ଜ଼ିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ, ଚକ୍ଷୁ ବିଶେଷଜ୍ଞ ଡ଼ା ଭାଗ୍ୟଶ୍ରୀ ପଧାନ, କନଭେନର ସମ୍ପାଦକ ୟୁଥ ରେଡ କ୍ରସ ସୁବର୍ଣ୍ଣପୁର ଉମାକାନ୍ତ ନାଗ,ସଚ୍ଚିଦାନନ୍ଦ ରଥ ଅଧ୍ୟକ୍ଷ,ସହକାରୀ ଜ଼ିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ, ଉଦ୍ଧବ ପଧାନ ଅଧ୍ୟାପକ ପ୍ରଯୁକ୍ତି ବିଜ୍ଞାନ ଓ ଅମିତା ଚାନ୍ଦ ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ମଂଚାସୀନ ଥିଲେ l ଅତିଥି ବୃନ୍ଦ ଚକ୍ଷୁ ଦାନ ମହତ ଦାନ, ଜଣେ ବ୍ୟକ୍ତି ର ଚକ୍ଷୁ ଦାନ ଦ୍ୱାରl ଦୁଇ ଜନ ବ୍ୟକ୍ତି ଙ୍କ ର ଅନ୍ଧତ୍ୱ ଦୂର ହୋଇଥାଏ l କୌଣସି ବ୍ୟକ୍ତି ଜୀବନ କାଳରେ ଯେ କୌଣସି ସମୟରେ ସ୍ୱ ଇଛାରେ ଚକ୍ଷୁ ଦାନ ପାଇଁ ସମ୍ମତି ଦେଇ ପାରିବେ l ମୃତ୍ୟୁ ର ୬ଘଣ୍ଟା ମଧ୍ୟରେ ଚକ୍ଷୁ ର ସ୍ୱଚ୍ଛ ପଟଲ ସଂଗ୍ରହ ମାତ୍ରା ୧0 ରୁ ୧୫ମିନିଟ ରେ ସମୟରେ କରାଯାଇଥାଏ ଏହା ଦ୍ୱାରା ମୁଖ ବିକୃତ ହୋଇ ନ ଥାଏ ବୋଲି ଜଣସଚେତନା ସୃଷ୍ଟି କରି ଚକ୍ଷୁ ଦାନ ବିଷୟରେ ଜାଣିବା, ବୁଝିବା ଓ ଅନ୍ୟ ମାନଙ୍କୁ ବୁଝାଇ  ଏକ ସୁସ୍ଥ ସୁନ୍ଦର ସମାଜ  ଗଠନ କରିବାରେ ସହାୟକ ହୋଇ ପାରିବା ଉପରେ ଗୁରୁତ୍ୱ ଦେଇଥିଲେ  I  
ଉକ୍ତ ସଭାରେ ଡ଼ିଗ୍ରୀ କଲେଜ ର ଛାତ୍ର ଛାତ୍ରୀ ବୃନ୍ଦ, କର୍ମକର୍ତ୍ତା , ସ୍ୱାସ୍ଥ୍ୟ ପରିଦର୍ଶକ,ଆଶା , ସ୍ୱାସ୍ଥ୍ୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ I ୧୦ ଜଣ କୃତୀ ଛାତ୍ର ଛାତ୍ରୀ ଙ୍କୁ କ୍ୱିଜ଼ ପ୍ରତିଯୋଗିତା କରି ପୁରସ୍କୃତ କରାଯାଇଥିଲା l ଅଧ୍ୟାପକ ଉଦ୍ଧବ ପ୍ରଧାନ ସୁନ୍ଦର ମାଜିକ ପରିବେଷଣ କରି ସମସ୍ତ ଙ୍କ ମନ କିଣି ପାରିଥିଲେ l ଅଶ୍ୱିନୀ କୁମାର ମେହେର ଡାଟା ଏଣ୍ଟ୍ରି ଓପରେଟର ସହଯୋଗ କରିଥିଲେ l ଶେଷରେ ଉମାକାନ୍ତ ନାଗ ଇଂରାଜୀ ଅଧ୍ୟାପକ ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like