-+91-9937148622 |

prerana_bgr@rediffmail.com |

  Sunday 9th November 2025 |

| | | |

R.N.I. Regd No. ODIODI/2010/46693

Breaking News

ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   (08-Nov-2025)       ||      ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   (08-Nov-2025)       ||      ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   (08-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    (08-Nov-2025)       ||      ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   (08-Nov-2025)       ||      ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   (08-Nov-2025)       ||      *ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   (08-Nov-2025)       ||      ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   (08-Nov-2025)       ||      ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   (08-Nov-2025)       ||      *କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   (08-Nov-2025)       ||      *ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   (08-Nov-2025)       ||      "ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   (08-Nov-2025)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ: ଓକିଲାତି ବୃତ୍ତିର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖିବା ସହ ସମାଜରେ ଏହି ବୃତ୍ତିର ଗାରିମା କିପରି ବଜାୟ ରହି ପାରିବ ତାହାକୁ ଜଗିବା ଆମ ସମସ୍ତଙ୍କ ଦାୟିତ୍ଵ: ନରସିଂହ ମିଶ୍ର    (08-Nov-2025)       ||      *ଡାବୁଗାଁ ସଦର ମହକୁମା ସ୍ଥିତ ଦୋକାନର ତାଲା ଭାଙ୍ଗି ଟଙ୍କା ଚୋରି*   (08-Nov-2025)       ||      ଯୁବ କଳାକାରଙ୍କ ନୃତ୍ୟ ଦୁଲକିଲା ବଙ୍ଗୋମୁଣ୍ଡା ଧନୁଯାତ୍ରା ମଞ୍ଚ, ଝୁମିଲେ ହଜାର ହଜାର ଦର୍ଶକ   (07-Nov-2025)       ||      ଗଣିଆରେ ମତ୍ସ୍ୟ ଏବଂ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (07-Nov-2025)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ;    (07-Nov-2025)       ||      *ହକି ଇଣ୍ଡିଆର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ରେ ବନ୍ଧୁତ୍ୱ ପୂର୍ଣ୍ଣ ହକି ମ୍ୟାଚ୍ ଅନୁଷ୍ଟିତ*-   (07-Nov-2025)       ||      *ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଟିତ*-   (07-Nov-2025)       ||      ଅବସରପ୍ରାପ୍ତ ମୁଖ୍ୟ କିରାଣୀ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କ ପରଲୋକ   (07-Nov-2025)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳିତ

29-Aug-2024



ବଲାଙ୍ଗୀର, ତା .୨୯/୦୮(ପ୍ରେରଣା ଖବର ):  ବଲାଙ୍ଗୀର ଜିଲ୍ଲା, ସଇଁତଳା ବ୍ଲକ ଅନ୍ତର୍ଗତ ସରକାରୀ  ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଡେଙ୍ଗ ଠାରେ  ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି l  ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ସଭାପତିତ୍ୱ ଅନୁଷ୍ଠିତ କାର୍ଯ୍ୟକ୍ରମରେ  ପ୍ରଥମରେ ଭାରତୀୟ ହକି କିମ୍ବଦନ୍ତୀ ମେଜର ଧ୍ୟାନ ଚାନ୍ଦଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । କ୍ରୀଡା ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ । କ୍ରୀଡା କାର୍ଯ୍ୟକଳାପ କେବଳ ଖେଳିବା ପାଇଁ ମଜାଦାର ନୁହେଁ ବରଂ ଆମର ସ୍ୱାସ୍ଥ୍ୟ ଏବଂ ଶାରୀରିକ ସୁସ୍ଥତାକୁ ମଧ୍ୟ ଉନ୍ନତ କରିଥାଏ । ଖେଳ କସରତ ହେଉଛି ସବୁଠୁ ଏକ ଉତ୍ତମ ବ୍ୟାୟାମ । ଏହି ଦିବସ ପାଳନ ଉଭୟ ଶାରୀରିକ ତଥା ମାନସିକ ଭାବରେ ସାମଗ୍ରିକ ସ୍ୱାସ୍ଥ୍ୟ ଗୁରୁତ୍ୱ ବିଷୟରେ ଶିକ୍ଷକ, ଶିକ୍ଷୟିତ୍ରୀ ଗଣ   ଆଲୋକପାତ କରିଥିଲେ । ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ହିମାଂଶୁ ଶେଖର ବିଶ୍ୱାଳ ଜାତୀୟ କ୍ରୀଡା ଦିବସ ୨୦୨୪ ପାଇଁ ଥିମ୍  “ବିକାଶ ତଥା ଶାନ୍ତିପୂର୍ଣ୍ଣ ଏବଂ ଅନ୍ତର୍ଭୂକ୍ତ ସମାଜ ପାଇଁ ଖେଳ” ବିଷୟରେ ଅଵଗତ କରିଥିଲେ ।  କାର୍ଯ୍ୟକ୍ରମରେ ଶିକ୍ଷକ କୃପାସିନ୍ଧୁ ମିଶ୍ର,  ସୁଦର୍ଶନ ଦାଶ, ଦୀପକ ସେନ ଧରୁଆ, ଲିଙ୍ଗରାଜ ନନ୍ଦ,  ଶିକ୍ଷୟିତ୍ରୀ   ରେଣୁକା ସାହୁ, ଗାୟତ୍ରୀ ବାରିକ, ଦ୍ରୌପଦୀ ଭୋଇ, ତପସ୍ୱିନୀ ପଟେଲ,  ଜୁନିୟର ଆସିଷ୍ଟେନ ଅବିନାଶ ଭୋଇ,  ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ l  କ୍ରୀଡା ଶିକ୍ଷୟିତ୍ରୀ  ଶିବାନୀ ମଲ୍ଲିକ  କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବଳେ ଶିକ୍ଷକ ସମୀର ସେଠି  ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   08-Nov-2025
  ଜିଲ୍ଲା  
ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   08-Nov-2025
ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   08-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    08-Nov-2025
  ଜିଲ୍ଲା  
ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   08-Nov-2025
  ଜିଲ୍ଲା  
ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   08-Nov-2025
  ଜିଲ୍ଲା  
*ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   08-Nov-2025
  ଜିଲ୍ଲା  
ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   08-Nov-2025
  ଜିଲ୍ଲା  
ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   08-Nov-2025
  ଜିଲ୍ଲା  
*କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   08-Nov-2025
  ଜିଲ୍ଲା  
*ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   08-Nov-2025
  ଜିଲ୍ଲା  
"ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   08-Nov-2025

You Might Also Like