-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||     

HOME   ରାଜ୍ୟ

ସେପ୍ଟେମ୍ବର ୧୪ ରେ ଜିଲ୍ଲାରେ ଅନୁଷ୍ଠିତ ହେବ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ 

30-Aug-2024



ବଲାଙ୍ଗିର(ପ୍ରେରଣା ଖବର): ଆସନ୍ତା ସେପ୍ଟେମ୍ବର ୧୪ ତାରିଖ ଶନିବାର ଦିନ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ । ବଲାଙ୍ଗିର, ଟିଟିଲାଗଡ, ପାଟଣାଗଡ, କଣ୍ଟାବାଞ୍ଜି,  ଲୋଇସିଂହା, ସଇଁତଳା, ମୁରିବାହଲ ଏବଂ ବଙ୍ଗୋମୁଣ୍ଡା ଅଦାଲତ ପରିସରରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହେବ । ଏଥିରେ ସମସ୍ତ ପ୍ରକାର ବିଚାରଧିନ, ମକୋଦ୍ଦମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ), ଚେକ ବାଉନ୍ସ, ବ୍ୟାଙ୍କଋଣ, ମୋଟର ଦୁର୍ଘଟଣାଜନିତ କ୍ଷତିପୂରଣ , ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ବିଲ ଦେୟ ଜନିତ ବିବାଦ, ବୈବାହିକ ଜନିତ ବିବାଦ, ଜମି ଅଧିଗ୍ରହଣ, ଚାକିରି ଓ ଅନ୍ୟାନ୍ୟ ଦେୱାନି ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତି ରେ ସମାଧାନ କରାଯାଇପାରିବ। ଏହାସହ ପ୍ରାକ ମୋକଦ୍ଦମା ସ୍ତରୀୟ ମାମଲାର ସମାଧାନ ମଧ୍ୟ ଏହି ଅଦାଲତରେ ହେବ  । ଲୋକ ଅଦାଲତରେ ମଧ୍ୟ କୌଣସି ଆର୍ଥିକ ଖର୍ଚ୍ଚ ଦେବାକୁ ପଡେ ନାହି  । ଏହି ଅଦାଲତର ରାୟ ବୈଧ ଏବଂ ଚୁଡାନ୍ତ ଅଟେ। ଦୀର୍ଘଦିନ ଧରି ଚାଲୁଥିବା ମୋକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍କ ଓ ସମୟ ଅପଚୟରୁ ମୁକ୍ତି ପାଇବାକୁ ଏହା ଏକ ସୁଯୋଗ। ଏହି ସଂକ୍ରାନ୍ତରେ ସବିଶେଷ ବିବରଣୀ ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗିର ଏବଂ ତାଲୁକ ଆଇନ ସେବା କମିଟି ଟିଟିଲାଗଡ, ପାଟଣାଗଡ, କଣ୍ଟାବାଞ୍ଜି, ଲୋଇସିଂହା, ସଇଁତଳା, ମୁରିବାହଲ ଏବଂ ବଙ୍ଗୋମୁଣ୍ଡା ସହିତ ଯୋଗାଯୋଗ କରିବାକୁ ସୂଚନା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026

You Might Also Like