-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ମହାନଗର

ନିଖିଳ ଓଡିଶା ଏମ୍‌.ଡି.ଏମ୍ ପାଚିକା ସହାୟିକା ସଂଘ ଦ୍ୱାରା ରେଲି ପ୍ରତିବାଦ ସଭା ଅନୁଷ୍ଠିତ

30-Aug-2024



ବଲାଙ୍ଗୀର(ପ୍ରେରଣା ଖବର): ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ (ଏମ୍‌ଡିଏମ୍‌) ପାଚିକା ସହାୟିକା ଙ୍କ ପାରିଶ୍ରମିକ ଓ ସର୍ବନିମ୍ନ ମଜୁରୀ ଦାବି ନେଇ ଜିଲ୍ଲା ସଭାପତି ପାଣ୍ଡବ ଭୋଇଙ୍କ ନେତୃତ୍ୱ ରେ ଜିଲ୍ଲାର ସମସ୍ତ ୧୪ଟି ବ୍ଲକର ପାଚିକା ସହାୟିକା ଙ୍କୁ ନେଇ କୋଶଳ କଳା ମଣ୍ଡଳ ପଡିଆରୁ ଏକ ବିରାଟ ରେଲି ରେ ବାହାରି ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ସଭା ଅନୁଷ୍ଠିତ କରାଯାଇ ୧୩ ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ପ୍ରଦାନ କରାଗଲା । ସଂଗଠନ ର ଜିଲ୍ଲା ସମ୍ପାଦିକା ମାଧବି କଲତା ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ର ପାଚିକା ସହାୟିକା ମାନଙ୍କ ପ୍ରତି ଟାଳ ଟୁଳ ନିତି ଅବଲମ୍ବନ କରି ଶ୍ରମ ଶୋଷଣ କରୁଥିବାରୁ ପ୍ରତିବାଦ

ସଭାରେ ସରକାରଙ୍କୁ କଡା ନିନ୍ଦା କରିଥିଲେ । ଏଆଇଟିୟୁସି ବଲାଙ୍ଗିର ଜିଲ୍ଲା ସଭାପତି ସାଥି ତିର୍ଥ ପଧାନ ର‌୍ୟାଲି ଓ ବିକ୍ଷୋଭ ସଭାରେ ଯୋଗ ଦେଇ ସରକାର ପାଚିକା

ସହାୟିକାଙ୍କୁ ତାଙ୍କର ସର୍ବନିମ୍ନ ମଜୁରୀ ମାସକକୁ ୨୬୦୦୦/- ଟଙ୍କା ପ୍ରଦାନ କରନ୍ତୁ, ସରକାରୀ ମାନ୍ୟତା ପ୍ରଦାନ ବର୍ଷକୁ ୧୦ ମାସ ବଦଳରେ ୧୨ ମାସର ପାରିଶ୍ରମିକ ପ୍ରଦାନ, କାର୍ଯ୍ୟ ସମୟ ସୀମା ୬୦ ରୁ ୬୫ ବର୍ଷକୁ ବୃଦ୍ଧି, ପାରିଶ୍ରମିକ ମାସର ପ୍ରଥମ ସପ୍ତାହରେ ପ୍ରଦାନ ଇତ୍ୟାଦି ୧୩ ଗୋଟି ଦାବି ଉପସ୍ଥାପନ କରି ଉଭୟ ସରକାରଙ୍କୁ କଡା ସମାଲୋଚନା କରିଥିଲେ । ଜିଲ୍ଲା ସଭାପତି ପାଣ୍ଡବ ଭୋଇ, ଜିଲ୍ଲା ସମ୍ପାଦିକା ମାଧବି କଲତା, ରାଜ୍ୟ ଉପସଭାପତି ଅକ୍ଷୟ କୁମାର ମେହେର, ଜିଲ୍ଲା ଏଆଇଟିୟୁସି ସଭାପତି ତିର୍ଥ ପଧାନ, ଶ୍ରମିକ ନେତା ଗୋପାଲ ଭୋଇ, ଶ୍ରୀୟା ଥନାପତି, ଅମୃତ ଭାଟି, ସରସ୍ୱତି ବାରିକ, ରିନା ବିଶ୍ୱାଲ, ପ୍ରତିମା ପୁଟେଲ, ଗିତା ଦର୍ଜି, ଗୁଣବତୀ ମହାଲିଙ୍ଗ, ନନ୍ଦିନୀ ରାଉତ, ବନିତା ରଣା, ଲତା ବରିହା, ବାସନ୍ତି ନାୟକ, ମନ୍ଦୋଦରି ବୁଡେକ, ଜୟନ୍ତି ନେଗୀ, କୁନ୍ତି ଭୋଇ, ଆର୍ଯ୍ୟନ ଖର୍ସେଲ ଯବଦୁ ରଣା, କମଲ ଲୋଚନ ଭୋଇ, ହିମାଂଶୁ କଲତା, ଲଳିତ ରଣା, ଡଗର କର୍ମି ପ୍ରମୁଖ ସାମିଲ ଥିଲେ ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like