-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ମନୋରଞ୍ଜନ

Nnm

31-Aug-2024



ଭୁବନେଶ୍ୱର: ସାରା ଓଡ଼ିଶାରେ ମୁକ୍ତିଲାଭ କରିଛି ନୂଆ ଓଡ଼ିଆ ସିନେମା 'ବାବାଜୀ କା ଠୁଲୁ'। ରସୁଲଗଡ଼ ସ୍ଥିତ ଏସପ୍ଲାନେଡ ମଲର ସିନେପଲିସଠାରେ ଏହାର ପ୍ରିମିୟର ସୋ’ ଅନୁଷ୍ଠିତ ହୋଇ ଯାଇଛି । ଇଣ୍ଡଷ୍ଟ୍ରିର ବହୁ ନିର୍ମାତା ନିର୍ଦ୍ଦେଶକଙ୍କ ସମେତ କଳାକାର ଓ ଟେକନିସିଆନ ଏଥିରେ ଯୋଗ ଦେଇଥିଲେ । ଲର୍ଡ଼ ଜଗନ୍ନାଥ ଫିଲ୍ମସ ବ୍ୟାନର ର ଏହା ଦ୍ଵିତୀୟ ଚଳଚ୍ଚିତ୍ର । ବାବୁ ସିଂଙ୍କ ପ୍ରଯୋଜିତ ତଥା ରଞ୍ଜନ ମିଶ୍ରଙ୍କ ନିର୍ଦ୍ଦେଶିତ ଏହି ଛବିର ପ୍ରମୁଖ ଭୂମିକାରେ ନଜର ଆସିଛନ୍ତି ଦେବରାଜ ଓ ସ୍ୱାତୀ । ଦେବରାଜଙ୍କ ସ୍କ୍ରିନ ନେମ ରହିଛି ବଣ୍ଟି ଓ ସ୍ୱାତୀ ଅଭିନୟ କରିଛନ୍ତି ବବଲୀ ନାଁରେ। ପରଦା ଉପରେ ଏହି ବଣ୍ଟି

ବବଲି ଯୋଡିକୁ ବେଶ ପସନ୍ଦ କରିଛନ୍ତି ଦର୍ଶକ । ଅନ୍ୟାନ୍ୟ ଚରିତ୍ରରେ ଅଛନ୍ତି ମିହିର ଦାସ, ପୁଷ୍ପା ପଣ୍ଡା, ଉଷସୀ ମିଶ୍ର, ଜୀବନ ପଣ୍ଡା, ଦେବୁ ବ୍ରହ୍ମା, ସଲିଲ ମିତ୍ର, ପ୍ରଜ୍ଞା, ଦେବୀ ବାରିକ, ଶୁଭ୍ରାଂଶୁ ଓ ଅମୃତ ନନ୍ଦ। ସୃଷ୍ଟିର ନିୟମ ଅନୁସାରେ ସମଗ୍ର ମାନବ ସମାଜ ନାରୀ ଓ ପୁରୁଷକୁ ଆଧାର କରି । ହେଲେ ବେଳେ ବେଳେ ନାରୀ ଓ ପୁରୁଷର ସ୍ଵଭାଵରେ ପରିବର୍ତ୍ତନ 
ଦେଖିବାକୁ ମିଳିଥାଏ । ନାରୀ ଭିତରେ ପୁରୁଷର ଭାବନା ଓ ପୁରୁଷ ଭିତରେ ନାରୀର ଭାବନା ଏକ ବୈଚିତ୍ରମୟ ପରିବେଶ ସୃଷ୍ଟି କରିଥାଏ । ଏପରି ଏକ ଭିନ୍ନ ଧରଣର କାହାଣୀକୁ ନେଇ ନିର୍ମିତ ହୋଇଛି ନୂଆ ଓଡ଼ିଆ ସିନେମା 'ବାବାଜୀ କା ଠୁଲୁ'। କାହାଣୀ ରଚନା କରିଛନ୍ତି ବାବୁ ସିଂ। ବାପୁ ଗୋସ୍ୱାମୀ, ମୋହିତ ଚକ୍ରବର୍ତ୍ତୀ ଓ ଓଁକାରଙ୍କ ରଚିତ ଗୀତଗୁଡିକୁ ସ୍ୱରରେ ସଜାଇଛନ୍ତି ବୁବୁ-ସୌରଭ । କଣ୍ଠଦାନ କରିଛନ୍ତି ବିଭୁ କିଶୋର, ଅସୀମା ପଣ୍ଡା, ସୌରଭ, ପ୍ରୀତିନନ୍ଦା, ଇତିଶ୍ରୀ ଓ ଶକ୍ତି ମିଶ୍ର। ସଂଳାପ ରଚନା କରିଛନ୍ତି ବିଜୟ ରାଉଳ। ଗୀତଗୁଡିକ ବେଶ ଶ୍ରୁତିମଧୁର ଓ ମନଛୁଆଁ ହୋଇପାରିଛି। ଦୀର୍ଘ ବର୍ଷ ପରେ ଏପରି ଏକ ହାସ୍ୟ ରସାତ୍ମକ ଛବି ପରଦାକୁ ଆସିଥିବା ବେଳେ ଦର୍ଶକ ଏହାର ଭରପୁର ଆନନ୍ଦ ନେଇପାରିବେ ବୋଲି କହିଛନ୍ତି ନିର୍ଦ୍ଦେଶକ ରଞ୍ଜନ ମିଶ୍ର ।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm