-+91-9937148622 |

prerana_bgr@rediffmail.com |

  Monday 12th May 2025 |

| | | |

R.N.I. Regd No. ODIODI/2010/46693

Breaking News

ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ତରଫରୁ ମାତୃ ଦିବସ ପାଳିତ    (12-May-2025)       ||      ଗୋଚର ଜମିରେବେଆଇନ ଭାବେ ଗଚ୍ଛିତ   (12-May-2025)       ||      ବଲାଙ୍ଗୀର ଜିଲ୍ଳା କାରାଗାର ଅନ୍ତେବାସୀଙ୍କ ପାଇଁ ଲାଇବ୍ରେରୀ ପ୍ରଦାନ କଲା ଅଘରିଆ ସମାଜ ଟ୍ରଷ୍ଟ   (12-May-2025)       ||      କଷାଗୁମୁଡା ଠାରେ ଅଭିଭୁକ୍ତ କୋରାପୁଟ ଜିଲ୍ଲା ମଗଧା ଗୈାଡ ସମାଜର ବ୍ଳକ କମିଟି ଗଠନ   (12-May-2025)       ||      ଖପ୍ରାଖୋଳ ବ୍ଲକ କୁମ୍ଭାର ସମାଜର ହରିଶଙ୍କର ମେଳାରେ ଅନ୍ନସେବା   (12-May-2025)       ||      ସାଇଟ ନର୍ସିଂ କଲେଜରେ ବିଶ୍ୱ ସେବିକା ଦିବସ ପାଳିତ   (12-May-2025)       ||      ବରିଷ୍ଠ ଆଇନଜୀବୀ ମଦନମୋହନ ମିଶ୍ରଙ୍କ ପରଲୋକରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   (12-May-2025)       ||      ଚୋରା ଗଞ୍ଜେଇ କାରବାରର ଚେର ଲମ୍ବିଛି ଉତ୍ତରପ୍ରଦେଶରୁ ସମ୍ବଲପୁର-ଛତିଶଗଡ   (12-May-2025)       ||      ବୋଡ଼େନ ପାତାଳ ଗଙ୍ଗାରେ ବୈଶାଖ ମେଳା ପାଇଁ ଜୋର୍ ଦାର ପ୍ରସ୍ତୁତି    (12-May-2025)       ||      ପିଲା ଗୁରୁଙ୍କ କଥା ମାନିଲେ ସଫଳତା ପାଇପାରିବେ   (12-May-2025)       ||      ରାଜ୍ୟପାଳଙ୍କ ଠାରୁ ପୁରସ୍କୃତ ହେଲେ ଟୋପ ଉଚ୍ଚ ବିଦ୍ୟାଳୟ ର ଗାଇଡ ଛାତ୍ରୀ   (11-May-2025)       ||      ମାନିଗାଁ ନିକଟରେ ମୁହାଁମୁହିଁ ବାଇକ୍‌ ଦୁର୍ଘଟଣାରେ ୨ ମୃତ   (11-May-2025)       ||      ଗ୍ରୀଷ୍ମ କାଳୀନ ସ୍ବତନ୍ତ୍ର ରକ୍ତଦାନ ଶିବିର ଆୟୋଜିତ   (11-May-2025)       ||      ନୃସିଂହଚତୁର୍ଦ୍ଦଶୀ ରେ ଲକ୍ଷେ ବେଳପତ୍ର ସମର୍ପଣ ସହ ପୂଜା   (11-May-2025)       ||      ମାଟ୍ରିକ୍ ଏ–୧ରେ କୃତକାର୍ଯ୍ୟ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା   (11-May-2025)       ||      ସୋନପୁର ଠାରେ ନିଶୁଳ୍କ ଯୋଗ ବିଜ୍ଞାନ ଓ ଧ୍ୟାନ ଶିବିର   (11-May-2025)       ||      ସାହିତ୍ଯ ପତ୍ରିକା ଉଚ୍ଚାଙ୍ଗ ସାହିତ୍ଯର ସ୍ବର "ସ୍ରୋତସ୍ବତୀ"  ର ଖରା ସଂଖ୍ୟା  ଲୋକାର୍ପିତ    (11-May-2025)       ||      ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ରଚନା ପକ୍ଷରୁ ବାର୍ଷିକୋତ୍ସବ; ସାରସ୍ଵତ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ରେ ଭାଗନେଲେ ବହୁ କବି ଓ ସାହିତ୍ୟପ୍ରେମୀ    (11-May-2025)       ||      ୫କୁଇଣ୍ଟାଲ ରୁ ଉର୍ଦ୍ଧ୍ଵ ଗଞ୍ଜାଇ ସହ ମେକ୍ସ ପିକ୍ଅପ ଜବତ,ଆସାମୀ ଫେରାର   (11-May-2025)       ||      ଦୁର୍ନୀତିର ଖଜୁରୀଗଛ ସମବାୟ ବିଭାଗ: ମଞ୍ଜି ପୋତି ବଢାଇଥାନ୍ତି ମନ୍ତ୍ରୀ ଓ ଅଧିକାରୀ; କର୍ମଚାରୀଙ୍କ ନିଯୁକ୍ତିଠାରୁ ମିଥ୍ୟାଧାନକିଣା , କମିଟି ଓ ଚାଷୀଶୋଷଣର ରାକେଟ୍    (11-May-2025)       ||     

HOME   ଜିଲ୍ଲା

ରେଢ଼ାଖୋଲ ଏନ‌ଏସି କାର୍ଯ୍ୟାଳୟରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

31-Aug-2024



ରେଢ଼ାଖୋଲ(ଅନିଲ କୁମାର ପୃଷ୍ଟି): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଏନ‌ଏସି କାର୍ଯ୍ୟାଳୟରେ ଶନିବାର ସକାଳେ ସ୍ବାୟତ ଶାସନ ଦିବସ ପାଳିତ ହୋଇଯାଇଛି । ପ୍ରଥମେ ଭୋର ସକାଳ ୫ ଟାରେ ସହରରେ ରାମଧୁନ ବଜା ଯାଇଥିଲା  । ମୁଖ୍ୟ ଅତିଥି ଭାବରେ ଏନ‌ଏସି ଅଧ୍ୟକ୍ଷ ଶିବରାମ ସାହୁ ଯୋଗଦେଇ  ୮ ଟାରେ ସହରରେ ଥିବା ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏବଂ ଉପଖଣ୍ଡ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ କରାଯାଇଥିଲା । ୮: ୪୫ ସମୟରେ ଏ‌ନ‌ଏସି କାର୍ଯ୍ୟାଳୟ ପରିସରରେ ମୁଖ୍ୟ ଅତିଥି ଅଧ୍ୟକ୍ଷ ଶିବରାମ ସାହୁ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ରଖିଥିଲେ । ରେଢ଼ାଖୋଲ ସହରକୁ ଏକ ସୁନ୍ଦର ସ୍ବାସ୍ଥ୍ୟକର ପରିବେଶରେ ଗଢିତୋଳିବାକୁ ସମସ୍ତଙ୍କର ସହଯୋଗ କାମନା କରି ସହରର ସମସ୍ତ ସାହି ଓ ରାସ୍ତା ସଫା

ରଖିବା ସହ ପରିବେଶ ପରିଷ୍କାର ରଖିବାକୁ ଏନ‌ଏସି କୁ ସହଯୋଗ କରିବାକୁ କହିଥିଲେ । ସଭାଗୃହରେ ସ୍ବଛସାଥି , ସ୍ବଛକର୍ମୀ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ପୋଷାକ ବଣ୍ଟନ କରି ଶେଷରେ ଫରେଷ୍ଟ ପାର୍କ ନିକଟରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଏନ‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବିରଞ୍ଚି ଧରୁଆ , ସିଇଓ ଭାରତୀ ପ୍ରଗଣୀୟା , ମୁଖ୍ୟ କିରାଣୀ ବିରେନ୍ଦ୍ର ପୁରୋହିତ , ଉପାଧ୍ୟକ୍ଷା ଅନୁସୟା ପ୍ରଧାନ , ସମସ୍ତ ୱାଡ଼ର୍ କାଉନସିଲର , ସ୍ବଛ ସାଥୀ , ସ୍ବଛ ସୁପରଭାଇଜର,  ସ୍ବଛକର୍ମୀ , ସମସ୍ତ ୱାଡ଼ ଅଫିସର ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ତରଫରୁ ମାତୃ ଦିବସ ପାଳିତ    12-May-2025
  ଜିଲ୍ଲା  
ଗୋଚର ଜମିରେବେଆଇନ ଭାବେ ଗଚ୍ଛିତ   12-May-2025
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା କାରାଗାର ଅନ୍ତେବାସୀଙ୍କ ପାଇଁ ଲାଇବ୍ରେରୀ ପ୍ରଦାନ କଲା ଅଘରିଆ ସମାଜ ଟ୍ରଷ୍ଟ   12-May-2025
  ଜିଲ୍ଲା  
କଷାଗୁମୁଡା ଠାରେ ଅଭିଭୁକ୍ତ କୋରାପୁଟ ଜିଲ୍ଲା ମଗଧା ଗୈାଡ ସମାଜର ବ୍ଳକ କମିଟି ଗଠନ   12-May-2025
  ଜିଲ୍ଲା  
ଖପ୍ରାଖୋଳ ବ୍ଲକ କୁମ୍ଭାର ସମାଜର ହରିଶଙ୍କର ମେଳାରେ ଅନ୍ନସେବା   12-May-2025
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ବିଶ୍ୱ ସେବିକା ଦିବସ ପାଳିତ   12-May-2025
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ମଦନମୋହନ ମିଶ୍ରଙ୍କ ପରଲୋକରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   12-May-2025
  ଜିଲ୍ଲା  
ଚୋରା ଗଞ୍ଜେଇ କାରବାରର ଚେର ଲମ୍ବିଛି ଉତ୍ତରପ୍ରଦେଶରୁ ସମ୍ବଲପୁର-ଛତିଶଗଡ   12-May-2025
  ଜିଲ୍ଲା  
ବୋଡ଼େନ ପାତାଳ ଗଙ୍ଗାରେ ବୈଶାଖ ମେଳା ପାଇଁ ଜୋର୍ ଦାର ପ୍ରସ୍ତୁତି   12-May-2025
  ଜିଲ୍ଲା  
ପିଲା ଗୁରୁଙ୍କ କଥା ମାନିଲେ ସଫଳତା ପାଇପାରିବେ   12-May-2025
  ଜିଲ୍ଲା  
ରାଜ୍ୟପାଳଙ୍କ ଠାରୁ ପୁରସ୍କୃତ ହେଲେ ଟୋପ ଉଚ୍ଚ ବିଦ୍ୟାଳୟ ର ଗାଇଡ ଛାତ୍ରୀ   11-May-2025
  ଜିଲ୍ଲା  
ମାନିଗାଁ ନିକଟରେ ମୁହାଁମୁହିଁ ବାଇକ୍‌ ଦୁର୍ଘଟଣାରେ ୨ ମୃତ   11-May-2025

You Might Also Like