-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ସଂକୁଳ ସ୍ତରୀୟ ସାମୂହିକ ଆଚାର୍ଯ୍ୟ ବିକାଶ ଦିବସ ଅନୁଷ୍ଠିତ

31-Aug-2024



ପଦ୍ମପୁର:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁରରେ ପଦ୍ମପୁର ସଂକୁଳ ସ୍ତରୀୟ ସାମୂହିକ ଆଚାର୍ଯ୍ୟ ବିକାଶ ଦିବସ ଆଜି ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସାମୂହିକ ଶାରୀରିକ କାଳାଂଶରେ ପ୍ରଦୀପ ରାଜହଂସ ପରିଚାଳନାରେ ସମତା, ଦୃତ ବ୍ୟାୟାମ ଯୋଗର ଅଭ୍ୟାସ ଓ ସଂଘ ପ୍ରାର୍ଥନା କରାଯାଇଥିଲା । ପରେପରେ ଉପସଭାପତି ଶ୍ରୀଯୁକ୍ତ ଗୋପାଳ କୃଷ୍ଣ ମିଶ୍ର ଯୋଗଦେଇ ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମକୁ ଆରମ୍ଭ କରିଥିଲେ । ଶିକ୍ଷା ବିକାଶ ସମିତି ବିଦ୍ୱତ ପରିଷଦ ସଭାପତି ଡ଼ଃ ବାଞ୍ଛାନିଧି ପଣ୍ଡା ମୁଖ୍ୟବକ୍ତା ଭାବରେ ଯୋଗଦେଇ ଭାରତୀୟ ସଂସ୍କୃତି ଆଧାରରେ ଜଣେ ଆଚାର୍ଯ୍ୟଙ୍କ ଭୂମିକା ବିଷୟରେ ପ୍ରାଞ୍ଜଳ ଭାବରେ ବୁଝାଇ ଥିଲେ । ସଂକୁଳ ସଂଯୋଜକ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେଇଥିଲେ ।ଅନ୍ୟ ମାନଙ୍କ ମଧ୍ୟରେ ସମ୍ପାଦକ  ଶ୍ରୀଯୁକ୍ତ ଜନକଲାଲ ମେହେର, ସଂକୁଳ ପ୍ରମୁଖ ଶ୍ରୀଯୁକ୍ତ ଦ୍ୱାଦଶ କୁମାର ପଧାନ ପ୍ରମୁଖ ମଞ୍ଚାସୀନ ଥିଲେ । ବୈଦିକ ଗଣିତ ଉପରେ ଦୁଇଟି କାଳାଂଶ ସୁରେନ୍ଦ୍ର ସାହୁ ଶିକ୍ଷାଦାନ କରିଥିଲେ। ଭୋଜନ ବିରତି ପରେ ଶିକ୍ଷା ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା ଏଥିରେ ସମସ୍ତ ବିଷୟର କଠିନତ୍ୱ ଦୂରୀକରଣ ଆଲୋଚନା କରାଯାଇଥିଲା ।ଏଥିରେ ସଂକୁଳ ଅନ୍ତର୍ଗତ ୯ଟି ଶିଶୁ ମନ୍ଦିରରୁ ୧୬୦ ଜଣ ଗୁରଜୀ ଗୁରୁମା ନିଜ ନିଜର ଶୈକ୍ଷିକ ଦକ୍ଷତାର ବିକାଶ ନିମିତ୍ତ ଯୋଗ ଦେଇଥିଲେ ।ସମସ୍ତ ଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like