-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ସ୍ୱାୟତ୍ତ ଶାସନ ଦିବସ ଅବସରରେ ଫୁଟବଲ୍‌ ଟୁର୍ନାମେଣ୍ଟ

31-Aug-2024



କନ୍ଧମାଳ(ସୁଶିଲ କୁମାର ପାଣିଗ୍ରାହୀ): ସ୍ୱାୟତ୍ତ ଶାସନ ଦିବସ ଅବସରରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ପୌର ପରିଷଦ ପକ୍ଷରୁ ଦୁଇ ଦିନିଆ ଫୁଟବଲ୍‌ ଟୁର୍ନାମେଣ୍ଟ  ଫୁଲବାଣୀ କରୋନେସନ ପଡ଼ିଆରେ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ଜିଲାର ବିଭିନ୍ନ ଅଞ୍ଚଳର ୮ଟି ଟିମ୍‌ ଭାଗନେଇଥିବା ବେଳେ ଉଦଘାଟନୀ ଉତ୍ସବରେ ଅତିଥି ଭାବେ ପୌର ପରିଷଦ ଉପାଧ୍ୟକ୍ଷା ଶ୍ରୀମତି ପାୟଲ ବେହେରାଙ୍କ ସମେତ ନିର୍ବାହୀ ଅଧିକାରୀ ସୁଜିତ୍‌ କୁମାର ଚୌଧୁରୀ, କାଉନସିଲର ମୃତ୍ୟୁଞ୍ଜୟ ପେରା, ସ୍ନେହଲତା ପ୍ରଧାନ, ସୁଶ୍ରୀ ବିରଜା କହଁର, ତ୍ରିଲୋଚନ କହଁର, ରମେଶ ଚନ୍ଦ୍ର ମହାନ୍ତି, ନିବେଦିତା ପାତ୍ର, ଟୁନି ସେଠୀ, ରାଜେନ୍ଦ୍ର କୁମାର ପାଢୀ, ଶ୍ରୀବତ୍ସ ବେହେରା, ବସନ୍ତ ସାହାଣୀ, ଆର. ବନଜା ପଟ୍ଟନାୟକ ଏବଂ ସୁଶ୍ରୀ ମାଧବୀ ମିଶ୍ର ପ୍ରମୁଖ ଯୋଗଦେଇଥିଲେ । ଟୁର୍ନାମେଣ୍ଟରେ ମୋଟ ୮ଟି ଦଳ ମଧ୍ୟରୁ ନାରାୟଣୀ କ୍ଳବ, ଆର. ନୂଆଗାଁ, ବୁଢାଦାନି ଓ ଏନଟିଏସ୍‌ ସ୍ପୋର୍ଟ୍ସ ବିଜୟ ଲାଭ କରି ସେମିଫାଇନାଲରେ ପ୍ରବେଶ କରିଛନ୍ତି । ଏଥିରେ ବିଜୟୀ ଦଳକୁ ଟ୍ରଫି ସହିତ ଅର୍ଥ ରାଶି ପ୍ରଦାନ କରାଯିବ । ମ୍ୟାଚ୍‌ କମିଶନର ଶଙ୍କର ବେହେରାଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟକୁ ରେଫରି ନିଖିଳ କହଁର, ସୁଶିଲ୍‌ ବେହେରା, ସରୋଜ ମଲିକ, ଉମେଶ ଚନ୍ଦ୍ର ମାଝୀ, ଜଗନ୍ନାଥ କହଁର, ଉଦୟ ଶଙ୍କର ବେହେରା, ପ୍ରତାପ ପ୍ରଧାନ ପ୍ରମୁଖ ପରିଚାଳନା କରୁଛନ୍ତି । ବିଭିନ୍ନ ସମୟରେ ବିଭିନ୍ନ ଅତିଥିମାନେ ସାମିଲ୍‌ ହୋଇ ଖେଳାଳିମାନଙ୍କୁ ଉତ୍ସାହିତ କରୁଥିବା ବେଳେ ହଜାର ହଜାର ସଂଖ୍ୟାରେ ଦର୍ଶକ ଉପସ୍ଥିତ ରହି ଖେଳକୁ ଉପଭୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like