-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ପୌରପାଳିକାକୁ ମିଳିଲା “ପିଏମ ସେବାନିଧି” ଜାତୀୟ ପୁରସ୍କାର

31-Aug-2024



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ପୌରପାଳିକା ପୂର୍ବରୁ ଅନେକଥର ରାଜ୍ୟସ୍ତରୀୟ ପୁରସ୍କାର ମିଳିଛି । ଏବେ ଜାତୀୟସ୍ତରର ପୁରସ୍କାର ପାଇଁ ମନୋନୀତ ହୋଇ ପିଏମ ସେବାନିଧି “ପ୍ରେଜ” ପାଇବାକୁ ମନୋନୀତ ହୋଇଛି । ଆଜି ଅଗଷ୍ଟ ୩୧ ତାରିଖରେ ରାଜ୍ୟସ୍ତରୀୟ ସ୍ୱାୟ୍‌ତଶାସନ ଦିବସ ପାଳନ ଉତ୍ସବରେ ଭୁବନେଶ୍ୱର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଠାରେ  ଏହି ପୁରସ୍କାର ପ୍ରଦାନ କରିଛନ୍ତି l ପ୍ରକାଶ ଯେ,ଗତ ୨୮ ତାରିଖରେ ରାଜ୍ୟସରକାର ବଲାଙ୍ଗୀର ପୌରପାଳିକାକୁ ପଠାଇଥିବା ଚିଠିରେ ଉଲ୍ଲେଖ ରହିଛି ଯେ,ଜାତୀୟସ୍ତରର ପୁରସ୍କାର ପାଇଁ ଚୟନ କରାଯାଇ ପୁରସ୍କୃତ କରିବାକୁ ଭାରତସରକାର ତାଙ୍କର ଡିଓ ଲେଟର-କେ-୧୨୦୨୦(୬)୧୪/୨୦୨୪ପିଏମଏସ-ବି-ଏମଓଏଚୟୁଏ ତା.୨୯ ଜୁଲାଇ ୨୦୨୪ରେ ରାଜ୍ୟସରକାରଙ୍କୁ ଜଣାଇଥିଲେ । ସେହି ଚିଠି ଆଧାରରେ ରାଜ୍ୟସରକାରଙ୍କ ସହରାଞ୍ଚଳ ବିକାଶମନ୍ତ୍ରଣାଳୟ ତାଙ୍କ ପତ୍ର ସଂଖ୍ୟା-୨୩୪୯/ସୁଡା ତା.୨୮.୮.୨୦୨୪ ପ୍ରେରଣ କରି ବଲାଙ୍ଗୀର ପୌରପାଳିକା, ଯାଜପୁର, ଢେଙ୍କାନାଳ ଓ ରାୟଗଡା ମ୍ୟୁନିସିପାଲିଟିର ନିର୍ବାହୀଅଧିକାରୀମାନେ ରାଜ୍ୟସ୍ତରରେ ହେବାକୁ ଥିବା ସ୍ୱୟତ୍ତଶାସନ ଦିବସ ପାଳନ ଉତ୍ସବରେ ଯୋଗଦେଇ ପୁରସ୍କାର ଗ୍ରହଣ କରିବାକୁ କୁହାଯାଇଥିଲା । ଏମାନଙ୍କ ସହିତ ଭୁବନେଶ୍ୱର, କଟକ ଓ ସମ୍ବଲପୁର ନଗରନୀଗମ ମଧ୍ୟ ପୁରସ୍କୃତ  ହୋଇଛନ୍ତି । ରାଜ୍ୟରେ ଥିବା ୧୩୦ଟି ସହରାଞ୍ଚଳ ମଧ୍ୟରୁ ୪ଟି ପୌରାଞ୍ଚଳ ମଧ୍ୟରେ ବଲାଙ୍ଗୀର ପୌରପାଳିକା ମନୋନୀତ ହୋଇ ପୁରସ୍କୃତ ହୋଇଥିବାରୁ ବଲାଙ୍ଗୀରରେ ଖୁସିର ମାହୋଲ ରହିଛି । ପ୍ରକାଶ ଯେ,୧୯୫୦ ମସିହାରେ ବଲାଙ୍ଗୀର ପୌରାଞ୍ଚଳ ଗଠିତ ହୋଇ ଏବେ ଏହାର କଳେବର ବୃଦ୍ଧି ପାଇଛି । ଲୋକଙ୍କ ସୁବିଧାସୁଯୋଗ ପାଇଁ ରାଜ୍ୟସରକାର ଓ କେନ୍ଦ୍ରସରକାରଙ୍କ ଦ୍ୱାରା ପ୍ରଣିତ ଯୋଜନାର ସଫଳ ରୂପାୟନ ହେଉଛି । ଲୋକଙ୍କ ଆବଶ୍ୟକତା ତଥା ସହଭାଗିତାରେ ପୌରପାଳିକା ତାର କାମ କରିଚାଲିଛି । ଏବେ ପୌରାଧ୍ୟକ୍ଷା ଥିବା ଲିକା ସାହୁ ଲୋକଙ୍କ ସହିତ ସିଧାସଳଖ ସମ୍ପର୍କରେ ରହି ଲୋକଙ୍କ ସମସ୍ୟା ସମାଧାନ ପାଇଁ କାମକରି ପ୍ରଶଂସିତ ମଧ୍ୟ ହେଉଛନ୍ତି । ଏବେ ରାଜ୍ୟସରକାର ବଲାଙ୍ଗୀର ପୌରପାଳିକାକୁ ପୁରସ୍କୃତ କରିଥିବାରୁ ଏହା ଜନସାଧାରଣଙ୍କ ସହଭାଗିତାର ପ୍ରତିଫଳନ ବୋଲି ପୌରାଧ୍ୟକ୍ଷା ଲିକା ସାହୁ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like