-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ରାଜ୍ୟ

ଦାଦନ ସମସ୍ୟାର କରୁଣ କାହାଣୀ,ଦାଦନ ଶ୍ରମିକର ମୃତ ଶବ ଫେରିଲା ଘରକୁ

31-Aug-2024



ବଲାଙ୍ଗୀର(ପ୍ରେରଣା ଖବର): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁଇଁତଳା ବ୍ଲକ ବେଲବାହାଳି ଗ୍ରାମର ଭୋଜରାଜ ପରୁଆ କାମ ଅନ୍ବେଶଣରେ  ସୁଦୂର ତାମିଲନାଡୁ ଯାଇଥିଲେ।ଦୁର୍ଭାଗ୍ୟ ବଶତଃ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା।ମରଶରୀର ଗ୍ରାମକୁ ଆଣିବା ପାଇଁ ତାଙ୍କ ପରିବାର ପାଖରେ ସମ୍ବଳ ଅଭାବ ହେତୁ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗଙ୍କୁ ଯୋଗାଯୋଗ କରିଥିଲେ। ତେଣୁ ସ୍ୱାସ୍ଥ୍ୟ ମନ୍ତ୍ରୀ ଗୁରୁତ୍ୱ ଦେଇ ଯେପରି ଗ୍ରାମକୁ ମରଶରୀର ଆସିବ ପ୍ରଶାସନକୁ ନିର୍ଦେଶ ଦେଇଥିଲେ।ମନ୍ତ୍ରୀଙ୍କ ଚେଷ୍ଟାରେ ଆଜି ମରଶରୀର ଗ୍ରାମକୁ ପହଞ୍ଚିଛି।ମନ୍ତ୍ରୀଙ୍କ ଏହି ସହାୟତା ପାଇଁ ପରିବାର ସହ ଗ୍ରାମବାସୀ ଡ.ମୁକେଶ ମହାଲିଙ୍ଗଙ୍କୁ ପ୍ରଶଂସା ସହ ଧନ୍ୟବାଦ ଜଣାଇଛନ୍ତି।ପ୍ରକାଶ ଥାଉ କି ପ୍ରତିବର୍ଷ ବଲାଙ୍ଗୀର ଜିଲ୍ଲାରୁ ହଜାର ହଜାର ଶ୍ରମିକ ନିଜ ପରିବାର ସହ ବାହାର ରାଜ୍ୟକୁ

ପେଟ ପାଇଁ ଦାଦନ ଖଟିବାକୁ ଯାଇ ଧନ ଜନ ଜୀବନ ଯୌବନ ହରାଇ ଆସିଥାନ୍ତି।ପୂର୍ବ ସରକାରଙ୍କ ସମୟରେ ଏହି ବିଷୟକୁ ନେଇ ଅନେକ ଥର ଗଣମାଧ୍ୟମ ସରକାରଙ୍କ ଦୃଷ୍ଟିଆକର୍ଷଣ କରିଥିବା ବେଳେ ଦାଦନ ଶ୍ରମିକର ସମସ୍ୟା ସମାଧାନ ହୋଇ ପାରି ନ ଥିଲା।ଏବେ ଡବଲ ଇଞ୍ଜିନ ସରକାରଙ୍କ ରାଜତ୍ୱ।ତେବେ ବଲାଙ୍ଗୀର ଜିଲ୍ଲାରେ ଦାଦନ ସମସ୍ୟାର ସ୍ଥାୟୀ ସମାଧାନ ଉପରେ ଏହି ସରକାର ଗୁରୁତ୍ବ ଦେବେ ବୋଲି ଜନ ସାଧାରଣ ଙ୍କ ଆଶା ଓ ବିଶ୍ୱାସ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like