-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ବାଲିଗୁଡା ବିଜ୍ଞାପିତ ଅଂଚଳ ପରିଷଦ ରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

31-Aug-2024



ବାଲିଗୁଡା: ଜିଲ୍ଲାର ବାଲିଗୁଡା ଉପଖଣ୍ଡ ସ୍ଥିତ ବିଜ୍ଞାପିତ ଅଞ୍ଚଳ ପରିଷଦ ରେ ଜି 64 ତମ ସ୍ୱାୟତ୍ତ ଶାସନ ଦିବସ ବିଭିର୍ଣ୍ଣ ପ୍ରକାର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ନେଇ ଧୁମ ଧାମ ରେ ପାଳନ କରାଯାଇଛି |   ସର୍ବ ପ୍ରଥମେ ଆଜି ସକାଳ 7 ଘଟିକାରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ବାଲିଗୁଡା ସହର ବାସୀଙ୍କୁ ରାମଃଧୁନ ପ୍ରଚାର କରାଯାଇଥିଲା  |  ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ମଧ୍ୟରେ  ଉପାଧ୍ୟାକ୍ଷା ଶ୍ରୀମତୀ ଶାନ୍ତି ନାୟକ. , କାର୍ଯ୍ୟ ନିର୍ବାହୀ ଅଧିକାରୀ. ଶ୍ରୀ ବିବେକାନନ୍ଦ ଦଳାଇ ଓ ସମସ୍ତ କାଉନ ସିଲର ମାନଙ୍କ ଉପସ୍ଥିତ ରେ ଅଧକ୍ଷ ଶ୍ରୀ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଜାତୀୟ ପତାକା ଉତ୍ତୋଳନ କରି

ସ୍ୱାୟତ୍ତ ଶାସନ ଦିବସ ର ଶୁଭାରମ୍ଭ କରିଥିଲେ |  ଏହାପରେ ପରବର୍ତ୍ତୀ ପର୍ଯ୍ୟାୟରେ ଅଧକ୍ଷ ଶ୍ରୀ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଏବଂ ପରିଷଦ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ବିବେକାନନ୍ଦ ଦଳାଇ ଙ୍କ ଦ୍ୱାରା ଉପଖଣ୍ଡ ଚିକିତ୍ସାଳୟ ଓ ଜରାଶ୍ରମରେ ଥିବା ଅନ୍ତେବାସି ମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା |  ଦିବା 10 ଘଟିକାରେ   ଓଡିଶା ର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଙ୍କର ଟେଲିକାଷ୍ଟ ମାଧ୍ୟମରେ ସ୍ୱାୟତ୍ତ ଦିବସ   ଉପଲକ୍ଷେ ଏକ ବୈଠକରେ ଅଂଶ ଗ୍ରହଣ କରିବା ପରେ ଉପସ୍ଥିତ ବିଜ୍ଞାପିତ ଅଞ୍ଚଳ ପରିଷଦ ର ପ୍ରତିନିଧି, ଜନସାଧାରଣ ଓ ସମସ୍ତ କର୍ମଚାରୀ ମାନଙ୍କ ପାଇଁ ମଧ୍ୟାନ୍ନ ଭୋଜନ ର ବ୍ୟବସ୍ଥା ଗ୍ରହଣ କରାଯାଇଥିଲା | ଏହାପରେ ପରିଷଦ ଦ୍ୱାରା ବିଭିର୍ଣ୍ଣ ପ୍ରକାର କାର୍ଯ୍ୟକ୍ରମ କରାଯାଇ ଥିଲା |  ଆଜିର ସ୍ୱାୟତ୍ତ ଶାସନ ଦିବସରେ ବାଲିଗୁଡା ସହର କୁ ଏକ ସ୍ୱଚ୍ଛ, ନିର୍ମଳ, ଏକ ସୁନ୍ଦର ସହର ଗଢି ତୋଳିବାକୁ ସମସ୍ତଙ୍କର ଏକାନ୍ତ ସହଯୋଗ ର ଆବଶ୍ୟକତା ଅଛି ବୋଲି ଅଧକ୍ଷ ଶ୍ରୀ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ |  ଏହାପରେ ପରିଷଦ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ବିବେକାନନ୍ଦ ଦଳାଇ ମଧ୍ୟ୍ୟ ବାଲିଗୁଡା ସହରକୁ ଏକ ନିର୍ମଳ ସ୍ଵଛ ଓ ସୁନ୍ଦର କରି ଗଢି ତୋଳିବାକୁ ହେଲେ ବିଶେଷତଃ ବାଲିଗୁଡା ସହର ବାସୀଙ୍କର ଏକାନ୍ତ ଉତ୍ତମ ସହଯୋଗ ଜରୁରୀ ଆବଶ୍ୟକ ଅଛି, ଜନସାଧାରଣ ଙ୍କ ର ବିନା ସହଯୋଗ ରେ ସହରର କୌଣସି ଉର୍ନ୍ନତି ଅସମ୍ଭବ ବୋଲି କାର୍ଯ୍ୟ ନିର୍ବାହ ଅଧିକରୀ କହିଥିଲେ | 
     ଏହାପରେ ବାଲିଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ କୁ ଦିନ ରାତି, ଖରା ବର୍ଷା, ଶୀତ କାକର କୁ ଖାତିର ନ କରି ଯେଉଁମାନେ ସମସ୍ତଙ୍କୁ ସେବା ଯୋଗାଉ ଛନ୍ତି, ତେଣୁ ଆଜିର ଦିବସରେ ସେଇ ନିଷ୍ଠାପର କର୍ମଚାରୀ ମାନଙ୍କୁ ମଧ୍ୟ୍ୟ ପୁରସ୍କୃତ କରାଯାଇଥିଲା, ଉତ୍ତମ ସେବା ଯୋଗାଉଥିବା, ସ୍ୱଚ୍ଛ ସାଥି, ସ୍ଵଛ ସୁପର ଭାଇଜର, ସ୍ୱଚ୍ଛ କର୍ମି, ମାନଙ୍କୁ ଅଧକ୍ଷ ଶ୍ରୀ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ବିବେକାନନ୍ଦ ଦଳାଇ ପୁରସ୍କାର ସହିତ ନୂତନ ପୋଷାକ ପ୍ରଦାନ କରାଯାଇଥିଲା | ଆଜିର କାର୍ଯ୍ୟକ୍ରମ କୁ ସମସ୍ତ ନିର୍ବାଚିତ କାଉନ ସିଲର ସମେତ ବିଜ୍ଞାପିତ ଅଞ୍ଚଳ ପରିଷଦ ର କର୍ମକର୍ତ୍ତା ମାନଙ୍କ ଉତ୍ତମ ସହଯୋଗ ରେ ଅତି ସୁନ୍ଦର ଭାବେ ସ୍ୱାୟତ୍ତ ଶାସନ ଦିବସ ପାଳନ କାର୍ଯ୍ୟକ୍ରମ କୁ ସମ୍ପାଦନ କରାଯାଇ ଥିବାରୁ ସମସ୍ତଙ୍କ ଭୂମିକାକୁ ଉତ୍ସବରେ ଭୁୟସୀ ପ୍ରଶଂସା କରାଯାଇଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like