-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ବଜ୍ରପାତ ପ୍ରତି ସାବଧାନ କାର୍ଯ୍ୟକ୍ରମ

31-Aug-2024



ବଲାଙ୍ଗୀର, ତା. ୩୧/୦୮ ( ପ୍ରେରଣା ଖବର )  : ବଜ୍ରପାତ ବା ବିଜୁଳି ମାରିବା ଯୋଗୁଁ ଅନେକ ଜୀବନ ହାନି ହେଉଅଛି ।ବଜ୍ରପାତ ସମୟରେ  ଘର ଭିତରେ ଓ ଘର ବାହାରେ ଥିଲାବେଳେ ବିଭିନ୍ନ  ଉପାୟମାନ ଅବଲମ୍ବନ କରି   ସମ୍ଭବତଃ ଜୀବନ ରକ୍ଷା ମିଳିପାରିବ । ବଲାଙ୍ଗୀର ଜିଲ୍ଲା ଜରୁରୀକାଳୀନ କାର୍ଯ୍ୟଳୟ ଓ ବଲାଙ୍ଗୀର  ଜିଲ୍ଲା ଶିକ୍ଷା କାର୍ଯ୍ୟଳୟ ମିଳିତ ଉଦ୍ୟମରେ ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ନଅଗାଁ (ଖ) ହାଇସ୍କୁଲରେ  ବଜ୍ରପାତ ପ୍ରତି ସାବଧାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । 

ପ୍ରଧାନ ଶିକ୍ଷକ ଭାଗବତିଆ ସାହୁଙ୍କ ସଭାପତିତ୍ବରେ କାର୍ଯ୍ୟକ୍ରମରେ  ବିପର୍ତ୍ତି ଓ ବିପର୍ଯ୍ୟୟ  ପରିଚାଳନା ରାଜ୍ୟ ସାଧନ କର୍ମୀ ରାମ ନାରାୟଣ ଦାଶ ତାଲିମ ଦାତା ଭାବରେ ଯୋଗଦେଇ ଥିଲେ । ବିଦ୍ୟାଳୟର ଉପସ୍ଥିତ ଥିବା ଶିକ୍ଷକ, ଶିକ୍ଷୟିତ୍ରୀ , ଛାତ୍ରଛାତ୍ରୀମାନଙ୍କୁ  ଡେମୋଷ୍ଟ୍ରେସନ ମାଧ୍ୟମରେ ବଜ୍ରପାତ ସମୟରେ  ବିଭିନ୍ନ  ଉପାୟମାନ ଅବଲମ୍ବନ କରି   ସମ୍ଭବତଃ ଜୀବନ ରକ୍ଷା ମିଳିପାରିବ ସେ ବିଷୟରେ ଅବଗତ କରାଇଥିଲେ । ଶିକ୍ଷକ, ଶିକ୍ଷୟିତ୍ରୀମାନେ ସର୍ତକ ଆପ ଡାଉନଲୋଡ କରିଥିଲେ । ଏହି ଅବସରରେ ସାପ କାମୁଡିଲେ କ'ଣ କରିବା ଓ କ'ଣ ନ କରିବା  ବିଷୟରେ ଶ୍ରୀ ଦାଶ ସୂଚନା ପ୍ରଦାନ କରିଥିଲେ ।

କାର୍ଯ୍ୟକ୍ରମରେ ୩୨୦ ଜଣଙ୍କୁ ତାଲିମ ଦିଆଯାଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ ଚିନ୍ତାମଣି ପଧାନ, ସନ୍ତୋଷ କୁମାର ସାହୁ, ଅନ୍ତର୍ଯ୍ୟାମୀ ପଧାନ, ହିମାଂଶୁ ଶେଖର ସାହୁ, ଜ୍ୟୋତିର୍ମୟୀ ବିଶ୍ଵାଳ , କୌଶଲ୍ୟା ଧରୁଆ, ବିକାଶ ରଞ୍ଜନ ପଧାନ, ଶନିଶ୍ଚର ଭୋଇ, ଆଲୋକ ଛତ୍ରିଆ, ଅକ୍ରୁର ବାଗ, ଦେବହରି ବାଗ, ନବୀନ ବିଶ୍ଵାଳ, ଉମାକାନ୍ତ ପ୍ରଧାନ, ନରେନ୍ଦ୍ର ମିଶ୍ର, ଖଗେଶ୍ବର ଦ୍ଵାରୀ ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ଶିକ୍ଷକ ଜପ ମୁଗ୍ରୀ  ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like