-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ପଦ୍ମିନୀ ବଡ଼ପଣ୍ଡା ଏବଂ ଜଟାଭୂଷଣ ସାହୁଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

01-Sep-2024



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ): ସ୍ଥାନୀୟ ବୁଢାରଜା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଗତକାଲି ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା I ବୁଢାରଜା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ତା.  ୧୮.୦୭. ୨୦୧୭ ମସିହାରେ ଯୋଗଦେଇଥିଲେ ଶ୍ରୀମତୀ ପଦ୍ମିନୀ ବଡ଼ପଣ୍ଡା I ଦୀର୍ଘ ୭ ବର୍ଷ ର ଶିକ୍ଷକତା ପରେ ଗତ ତା. ୩୧.୦୩.୨୦୨୪ ମସିହାରେ ନିଜ ସରକାରୀ ଚାକରିଜୀବନରୁ ଅବସର ଗ୍ରହଣ କରିଥିଲେ I  ଅନ୍ୟତମ ବ୍ୟକ୍ତିତ୍ୱ ଶ୍ରୀ ଜଟା ଭୂଷଣ ସାହୁ ତା.୦୬.୧୨.୧୯୮୯ ମସିହାରେ ବିଦ୍ୟାଳୟରେ କିରାଣୀ ଭାବେ ଯୋଗଦେଇଥିଲେ I ଦୀର୍ଘ ୩୧ ବର୍ଷ ପର୍ଯ୍ୟନ୍ତ ନିରବଚ୍ଛିନ୍ନ ଏବଂ ନିସ୍ଵାର୍ଥପର ସେବା ଦେଇ ଆସିଥିବା ଶ୍ରୀ ସାହୁ ୨୧.୧୦.୨୦୨୧ ମସିହାରେ ଜ଼ିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସମ୍ବଲପୁରକୁ ବଦଳି ହୋଇ ଯାଇଥିଲେ I ସେଠାରୁ ଶ୍ରୀ ସାହୁ ତା. ୩୧.୦୭.୨୦୨୪ ମସିହା ଦିନ ନିଜ ସରକାରୀ କାର୍ଯ୍ୟରୁ ଅବସର ନେଇଛନ୍ତି I ଉଭୟ ବ୍ୟକ୍ତିତ୍ୱଙ୍କୁ ବିଦ୍ୟାଳୟ ଠାରେ ମାନପତ୍ର ତଥା ସ୍ମୃତିଫଳକ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା I ଶିକ୍ଷକ ପୁଷ୍ପାରାଣୀ ସାହୁ, ଜୟନ୍ତୀ ହୋତା, ପ୍ରଦୀପ କୁମାର ସାହୁ, ତନୟ ପ୍ରଧାନ ଏବଂ ପାଞ୍ଚ ଜଣ ଛାତ୍ର ନିଜର ବକ୍ତବ୍ୟ ମାଧ୍ୟମରେ ଉଭୟ ଶ୍ରୀମତୀ ବଡ଼ପଣ୍ଡା ଏବଂ ଶ୍ରୀ ସାହୁଙ୍କ ଚାକିରୀ ଜୀବନରେ ବିଦ୍ୟାଳୟ ପ୍ରତି ଥିବା କାର୍ଯ୍ୟକୁ ପ୍ରଶଂସା କରିଥିଲେ I ଅର୍ଣ୍ଣପୂର୍ଣ୍ଣା ପୂଜାରୀ ଓ ଦେବଶ୍ରୀ ଦେହୁରୀ ମାନପତ୍ରପାଠ କରିଥିଲେ I ସଭାକାର୍ଯ୍ୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀମତୀ ସୁମିତାପତ୍ରୀଙ୍କ ଅଧକ୍ଷତାରେ ପରିଚାଳିତ ହୋଇଥିଲା I ଶିକ୍ଷୟତ୍ରୀ ପଙ୍କଜିନୀ ନାୟକ ସଭାକାର୍ଯ୍ୟ ପରିଚାଳନା କରିଥିଲେ I ସମସ୍ତ ଶିକ୍ଷକଶିକ୍ଷୟତ୍ରୀ ତଥା ଛାତ୍ରଛାତ୍ରୀ ସଭାରେ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like