-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||     

HOME   ଜିଲ୍ଲା

ଅଂଚଳ ମହାବିଦ୍ୟାଳୟ ପଦ୍ମପୁର ପକ୍ଷରୁ ବାଣିଜ୍ୟ ବିଭାଗ ଦ୍ୱାରା ନବାଗତ ମାନଙ୍କୁ ସ୍ୱାଗତ

01-Sep-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଅଂଚଳ ମହାବିଦ୍ୟାଳୟ ପଦ୍ମପୁର ସ୍ଥିତ କନଫରେନ୍ସ ହଲ ଠାରେ ଅଧ୍ୟକ୍ଷ  ଶ୍ରୀ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ବାଣିଜ୍ୟ ବିଭାଗ ଦ୍ୱାରା  ଯୁକ୍ତ ଦୁଇ ଓ ଯୁକ୍ତ ତିନି ପ୍ରଥମ ବର୍ଷର ନବାଗତ ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ କରାଯାଇଥିଲା।ଅଧ୍ୟକ୍ଷ ଶ୍ରୀ ପଣ୍ଡା ଛାତ୍ରଛାତ୍ରୀ ମାନଙ୍କୁ ଶୃଙ୍ଖଳିତ ଓ କର୍ମଠ ହେବା ସହ ଭାବ ଆଦାନ ପ୍ରଦାନ କୌଶଳର ବିକାଶ ନିମିତ୍ତ ଧ୍ୟାନ ଦେବା ପାଇଁ ମାର୍ଗ ଦର୍ଶନ କରିଥିଲେ।ବାଣିଜ୍ୟ ବିଭାଗ ମୁଖ୍ୟ ଶ୍ରୀ ନବକୃଷ୍ଣ ମିଶ୍ର ଉପସ୍ଥିତ ଛାତ୍ରଛାତ୍ରୀ ଓ ଅତିଥି ମାନଙ୍କୁ ସ୍ୱାଗତ କରିବା ସହ ବାଣିଜ୍ୟ ଶିକ୍ଷାରେ କେରିଅର ଗଠନର ବିଭିନ୍ନ ଦିଗ ଉପରେ ଆଲୋକପତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଇଂରାଜୀ ବିଭାଗ ମୁଖ୍ୟ ପ୍ରାଧ୍ୟାପକ ଖଗେଶ୍ୱର ଦାଶ,ଯୁକ୍ତ ଦୁଇ ଇନଚାର୍ଜ ପ୍ରାଧ୍ୟାପକ ପ୍ରଭାତ କୁମାର ମହାପାତ୍ର,ଓଡ଼ିଆ ବିଭାଗ ମୁଖ୍ୟ ଡ. ସରୋଜ କୁମାର ନାଏକ, ଅର୍ଥନୀତି ବିଭାଗ ଅଧ୍ୟାପକ ପ୍ରମୋଦ ପାଣିଗ୍ରାହୀ,କମ୍ପୁଟର ସାଇନ୍ସ ବିଭାଗ ମୁଖ୍ୟ ଶ୍ରୀ ମିଥୁନ ମେହେର, ଦର୍ଶନ ବିଭାଗ ଅଧ୍ୟାପକ ଶ୍ରୀ ସଞ୍ଜୟ ତିଗଗା, ବାଣିଜ୍ୟ ବିଭାଗର ଶ୍ରୀ ବ୍ରଜ କୁମ୍ଭାର,ଅଧ୍ୟାପିକା ନିଖତ ଅଞ୍ଜୁମ,ଅଧ୍ୟାପିକା ଲିପସା ଚନ୍ଦ୍ରାକର ଓ ଜଗବନ୍ଧୁ ସୁରୁଜାଲ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ମାର୍ଗଦର୍ଶନ କରିଥିଲେ।ଛାତ୍ରଛାତୀ ମାନଙ୍କ ତରଫରୁ କାର୍ଯ୍ୟକ୍ରମକୁ ଦ୍ଵିତୀୟ ବର୍ଷ ଛାତ୍ର ବୀର ଶର୍ମା ପରିଚାଳନ କରିଥିଲେ।ସ୍ୱାଗତ ସଂଗୀତ ଗାନ କରିଥିଲେ ସୁଶ୍ରୀ ଆଫ୍ରିନ, ନୀଳାଦ୍ରୀ ଓ ଜାହ୍ନବୀ।ଏହି ସମାରୋହାକୁ ସଫଳ କରିବାରେ ମିନତୀ ଖରସେଲ, ପୂଜା ରାଜ୍ୱାନୀ, ଅଲିଭା ସାହୁ, ପ୍ରାଚୀ ଅଗ୍ରୱାଲ, ଖୁସୀ, ବର୍ଷାରାଣୀ କୁମ୍ଭାର,ଦମୟନ୍ତୀ ଲୁହାର, ଆୟୁଷ ଯୋଶୀ, ଆଦେଶ ସାହୁ, ମାନିକେଶ୍ୱର ତାଣ୍ଡି, ପପୁ ସାହୁ,ଧନି୍ୱାଦ ବି୍ୟାଆପାନ କାରଲେ, କୁନାଳ ସାହୁ,ଶୈକ ମୋଇଉଦ୍ଦିନ ପ୍ରମୁଖ ସହଯୋଗ କରିଥିଲେ। ପରିଶଷରେ ସହନ ଵାଜ ହୁସେନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026

You Might Also Like