-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ବରଗଡ଼ ବେଦ ପ୍ରଚାର ସମିତି ଆନୁକୁଲ୍ୟରେ ବେଦ ସ୍ୱାଧ୍ୟାୟ ସପ୍ତାହ ପାଳିତ

01-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବେଦ ପ୍ରଚାର ସମିତି ଆନୁକୁଲ୍ୟରେ  ବେଦ ସ୍ୱାଧ୍ୟାୟ ସପ୍ତାହ ପାଳନ ଅବସର ରେ ଜିଲ୍ଲାର ବିଭିନ୍ନ ସ୍ଥାନ ରେ ନବୀନ ଯଜ୍ଞୋପବିତ ଧାରଣ , ବେଦ ପ୍ରବଚନ ଓ ବ୍ୟାଖ୍ୟାନ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ।ସ୍ଥାନୀୟ ସ୍ୱୟଂ ସିଦ୍ଧା ଭବନରେ ସପ୍ତାହେ ବ୍ୟାପି ଚାଲିଥିବା କାର୍ଯ୍ୟକ୍ରମ ରେ ସର୍ବେ ଭବନ୍ତୁ ସୁଖିନୋ କାର୍ଯ୍ୟକ୍ରମ ର ବୈଦିକ ପ୍ରବକ୍ତା ସ୍ଵାମୀ ସୁଧା ନନ୍ଦ ସରସ୍ଵତୀ ଯୋଗ ଦେଇ ପଞ୍ଚ ମହାଯଜ୍ଞ ର ମହତ୍ବ,ସଂଗଠନ ରେ ସଂଯମତା ଓ ଏକତା, ସୂଖି ଗୃହସ୍ଥ ,ଧର୍ମାଚରଣ ,ଆଦର୍ଶ ବିଦ୍ୟାର୍ଥୀ ଶୃଙ୍ଖଳିତ ଜୀବନ ଚର୍ଚା,ସାମାଜିକ ଗୁଣାବଳି ର ବିକାଶ ଆଦି ବିଷୟ ରେ

ଆଲୋଚନା କରିଥିଲେ ।ପ୍ରତ୍ୟହ ଶତାଧିକ ଭକ୍ତ ଯୋଗ ଦେଇ କାର୍ଯ୍ୟକ୍ରମ ରେ ସାମିଲ ହୋଇଥିଲେ । ଡଗର ବାନପ୍ରସ୍ତି ଙ୍କ ସଂଯୋଜନା ରେ ବିଜେପୁର ଆର୍ଯ୍ୟ ସମାଜ ଓ ବରଗଡ଼ ବେଦ ପ୍ରଚାର ସମିତି ମିଳିତ ପ୍ରୟାସ ରେ  ପଣ୍ଡିତ ବିରେନ୍ଦ୍ର କୁମାର ଓ ଋଷଭ ଆର୍ଯ୍ୟ ଙ୍କ ପ୍ରୟାସ ରେ ଜହ୍ନା ପଡ଼ା ର  ବୈଦିକ ସଂସ୍କୃତି ସଂଘ, ମହର୍ଷି ଦୟାନନ୍ଦ ଆର୍ଯ୍ୟ ପରିଷଦ ,ଶିଶୁ ବିଦ୍ୟାମନ୍ଦିର ହିନ୍ଦୀ ବିଭାଗ ଆଦି ସ୍ଥାନ ରେ ସ୍ଵାମୀ ସୁଧା ନନ୍ଦ ସରସ୍ଵତୀ ଜି ଙ୍କ ଦ୍ଵାରା  ବ୍ୟାଖ୍ୟାନମାଳା ଆୟୋଜିତ ହୋଇଥିଲା । ଏହି ଅବସରରେ  ସ୍ଥାନୀୟ ଶ୍ରୁତି ନିଳୟରେ ଅନୁଷ୍ଟିତ ଉଦଯାପନୀ ଉତ୍ସବ ରେ ବିଶିଷ୍ଟ ପ୍ରବାଚକ ପଣ୍ଡିତ ବାସୁଦେବ ବ୍ରତୀ ଯୋଗ ଦେଇ ସୃଷ୍ଟି ର କାଳ ଗଣନା ,ଜନ୍ମାଷ୍ଟମୀ ର ମହତ୍ବ ଯୋଗୀରାଜ ଶ୍ରୀ କୃଷ୍ଣ ଙ୍କ ଆଦର୍ଶ ଚରିତ୍ର ବିଷୟ ରେ ବିସ୍ତୃତ ବ୍ୟାଖ୍ୟାନ କରିଥିଲେ ।ବେଦ ପ୍ରଚାର ସମିତି ର ସଭାପତି କ୍ଷୀରୋଦ

କୁମାର ନାଥ ସମ୍ପାଦକ ଅଶୋକ କୁମାର ମେହେର,ବରିଷ୍ଠ ସଦସ୍ୟ ବିଷ୍ଣୁ ଚରଣ ଦାଶ ରୁକ୍ମଣ ମହାପାତ୍ର ,ନୀଳାମ୍ବର ସାହୁ,
ଶିବ ପ୍ରସାଦ ଭୋଇ ,ଯଦୁମଣି ନାଏକ,ଦିଲ୍ଲୀପ କୁମାର ପଣ୍ଡା ପଣ୍ଡିତ ସୋମ ଦତ୍ତ ଶାସ୍ତ୍ରୀ,ସୁରେଶ୍ଵରୀ ଦେବୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା ରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ । କାର୍ଯ୍ୟ କ୍ରମ ରେ ପ୍ରତ୍ୟହ ଶତାଧିକ ବେଦ ପ୍ରେମୀ ଯୋଗ ଦେଇ ସାମୁହିକ ବେଦ ପାଠ କରିବା ସହ ଶ୍ରବଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like