-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||      *ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*   (11-Apr-2026)       ||      ଭିତ୍ତିଭୂମୀ ନିର୍ମାଣରେ ଇତିହାସ ରଚିଲା ଓଡିଶା,୧୭ଟି ପ୍ରକଲ୍ପକୁ ବିଶ୍ୱକର୍ମା ପୁରସ୍କାର, ବଲାଙ୍ଗୀରର କ୍ୟାନସର ହସପିଟାଲ ଓ ଲୋୟର ସୁକତେଲ ପ୍ରକଲ୍ପ ପୁରସ୍କୃତ   (11-Apr-2026)       ||      ଦାଦନ ଖଟିବାକୁ ଯାଇଥିବା ଯୁବକର ମୃତଦେହ ଘରକୁ ଫେରିଲା   (11-Apr-2026)       ||      ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ   (11-Apr-2026)       ||      *ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*   (11-Apr-2026)       ||     

HOME   ଅପରାଧ

ଗାଧୋଇବାକୁ ଯାଇଥିବା ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା, ତିନି ଦିନ ପରେ ଶବ ମିଳିଲା ଦୀର୍ଘ ଆଠ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ

01-Sep-2024



ନକଟିଦେଉଳ(କନ୍ଦର୍ପ ବେହେରା)- ସମ୍ବଲପୁର ଜିଲା ନାକଟିଦେଉଳ ଥାନା ଅନ୍ତର୍ଗତ ସାହେବୀ ଗ୍ରାମରେ ଜଣେ ଯୁବତୀ ନିଖୋଜ ହେବାର ତିନି ଦିନ ପରେ ରବିବାର ସକାଳୁ ଉଲଗ୍ନ ଅବସ୍ଥାରେ ତାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ତେବେ ଦୁଷ୍କର୍ମ ପରେ ତାଙ୍କୁ ହତ୍ୟା କରି ଜଙ୍ଗଲ ଭିତରେ ପକାଇ ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ଯୁବତୀ ଜଣଙ୍କ ହେଲେ ସାହେବୀ ଗ୍ରାମ ମନ୍ଦିର ସାହିର ସ୍ୱପ୍ନା ମାଟିଆରୀଙ୍କ ସାନ ଝିଅ ସୁବାସ ମାଟିଆରୀ| (୨୫)
ପ୍ରାପ୍ତ ସୂଚନା ଅନୁସାରେ, ସୁବାସିନୀ ମାଟିଆରୀ ଗତ ୩୦ ତାରିଖ ଦିନ ପ୍ରାୟ ୧୦ଟା ସମୟରେ ଘର ନିକଟ ସୁଆଗି ଝରଣ ନାଳକୁ ଏକାକୀ ଗାଧୋଇବାକୁ ଯାଇଥିଲେ। ତେବେ ଦୀର୍ଘ ସମୟ ଧରି ସେ ଘରକୁ ନ ଫେରିବାରୁ ପରିବାର ଲୋକେ ତାଙ୍କୁ ଖୋଜିବାକୁ ସେଠାକୁ ଯାଇଥିବାବେଳେ ନାଳ ଖଣ୍ଡିରେ ସୁବାସିନୀଙ୍କ ଚପଲ, ପୋଷାକ ଏବଂ ମୋବାଇଲ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏଥି ସହିତ ଅଖପାଖ ସ୍ଥାନରେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ନ ମିଳିବାରୁ ସେହିଦିନ ଅପରାହ୍ନରେ ତାଙ୍କ ଝିଅ ନିଖୋଜ ଥିବା ନେଇ ସୁବାସିନୀଙ୍କ ବାପା ନାକଟିଦେଉଳ ଥାନାରେ ଅଭିଯୋଗ କରି ତାଙ୍କ ଘର ପାଖ ହରି ବେହେରା ନାମକ ଯୁବକ ଝିଅକୁ ହତ୍ୟା କରିଥାଇପାରେ ବୋଲି ସନ୍ଦେହ ପ୍ରକାଶ କରିଥିଲେ। ଅଭିଯୋଗ ପାଇବା ପରେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ପାରିପାର୍ଶ୍ବିକ ପରିସ୍ଥିତିକୁ ଅନୁଧ୍ୟାନ କରି ଫେରି ଆସିଥିଲା । ଏଣେ ଝିଅକୁ ତିନି ଦିନ ହେଲା ଖୋଜି ଖୋଜି ପରିବାର ଲୋକେ ନୟାନ୍ତ ହୋଇଯାଇଥିବାବେଳେ ରବିବାର ସକାଳୁ ନିକଟସ୍ଥ ଝାରବେଡା ପାଣ୍ଡରିପଶି ସାହିର କିଛି ମହିଳା ନିକଟସ୍ଥ କାଉଁଶଗୁଜ ଜଙ୍ଗଲ ପାଖରେ ଥିବା ଧାନ ଜମିକୁ ଘାସ ବାଛିବାକୁ ଯାଇଥିବାବେଳେ ନିକଟରୁ ଦୁର୍ଗନ୍ଧ ଆସୁଥିବା ଜାଣିବାକୁ ପାଇଥିଲେ। ତେବେ ସେମାନେ ଦୁର୍ଗନ୍ଧ ଆସୁଥିବା ସ୍ଥାନକୁ ଯାଇ ଏକ ଖାଲ ଭିତରେ ଯୁବତୀଙ୍କ ଉଲଗ୍ନ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଖବର ପାଇ ନାକଟିଦେଉଳ ଥାନା ଅଧିକାରୀ ଝସକେତନ ଭୋଇ ଏବଂ ରେଢ଼ାଖୋଲ ଏସଡିପିଓ ପ୍ରଶାନ୍ତ କୁମାର ମେହେର ପହଂଚି ଥିଲେ l ସନ୍ଧlନୀ କୁକୁର ଓ ସାଇଣ୍ଟିଫିକ୍ ଟିମ୍ 

ପହଂଚି ତଦନ୍ତ ଚଳାଇଛନ୍ତି l ସାହେବି ଗ୍ରାମ ଝାରବେଡା ଗାଁ ଛକ ନିକଟରେ ରାସ୍ତା ରୋକ କରିଥିଲେ ଗ୍ରାମ ବାସୀ l ଖବର ଲେଖା ହେବା ପର୍ଯ୍ୟନ୍ତ ରାସ୍ତା ରୋକ ଚାଲିଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026
  ଜିଲ୍ଲା  
*ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   12-Apr-2026
  ଜିଲ୍ଲା  
ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   12-Apr-2026
  ଜିଲ୍ଲା  
ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   12-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   12-Apr-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   12-Apr-2026

You Might Also Like