-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   (13-Apr-2026)       ||      *ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||     

HOME   ଜିଲ୍ଲା

ଦିବ୍ୟଜୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା

02-Sep-2024



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଦିବ୍ୟଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ମାଗଣା  ସ୍ୱାସ୍ଥ୍ୟ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ସମସ୍ତ ସଭ୍ୟ ସଭ୍ୟା ତଥା ଜନସାଧାରଣ ଙ୍କୁ ନେଇ ଡକ୍ଟର ପ୍ରକାଶ କୁମାର ଦାସ ଓ ଅନ୍ୟ ଜଣେ ସ୍ବାସ୍ଥ୍ୟ ପରିକ୍ଷିକା ସଙ୍ଗୀତ ପଟେଲ ଙ୍କ ତତ୍ତ୍ଵାବଧାନରେ ଓଜନ, ରକ୍ତ, ସୁଗର୍, ବିପି, ଆଦି ସ୍ବାସ୍ଥ୍ୟ ମାଗଣାରେ ପରୀକ୍ଷା କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମ କୁ ଅନୁଷ୍ଠାନ ର ସୁନାମ ଧନ୍ୟ ସମାଜପ୍ରେମୀ ଲକ୍ଷ୍ମଣ କୁମାର ମିଶ୍ର, ଆନନ୍ଦ ଚନ୍ଦ୍ର ବେହେରା, କାମେଶ୍ୱର ମହାଳିକ ଓ ଅନ୍ୟ ମୁଖ୍ୟ କାର୍ଯ୍ୟ ନିର୍ବାହୀ ତଥା ଉପଦେଷ୍ଟା ଶ୍ରୀଯୁକ୍ତ ବିରଞ୍ଚି ଗହୀରଙ୍କ ତଦାରଖ ତଥା ତତ୍ବାବଧାନରେ ଲାଲଟିକ୍ରl ପଡ଼ାର ସମସ୍ତ ସଂପୃକ୍ତ ସଭ୍ୟ ସଭ୍ୟା ମାନେ ଉପସ୍ଥିତ ରହିଥିଲେ । ଅନେକ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ଏହି ପରି ପ୍ରତି ମାସ ପ୍ରଥମ ଏକ ତାରିଖ ଦିନକୁ ସ୍ବାସ୍ଥ୍ୟ ପରୀକ୍ଷା ଦିବସ ଭାବେ ଗ୍ରହଣ କରି। ଜନ ସାଧାରଣ ତଥା ଜନତା ଙ୍କ ର ସେବାରେ ନିଜ କୁ ସେବା କରିବାରେ, ସଙ୍ଗଠନ ର ସମସ୍ତ ସଭ୍ୟ ସଭ୍ୟା ମାନେ ପୂର୍ଣ୍ଣ ପ୍ରାଣେ ସମର୍ପି ନିଜ କୁ ଧନ୍ୟ ମନେ କରିଥିଲେ । ପ୍ରତିଦିନ ପ୍ରାତଃ ପାଞ୍ଚଟା ରେ  ଲୋକଙ୍କୁ ମାଗଣା ଯୋଗ ଶିଖାଇବା ସହ ଓ ରୋଗ ଅନୁସାରେ ଏକୁପ୍ରେସର୍ ମଧ୍ୟ ଶ୍ରୀଯୁକ୍ତ ବିରଞ୍ଚି ଗହୀର ଲୋକ ମାନଙ୍କୁ ଦେଇ, ଦୀର୍ଘ ଛଅ ବର୍ଷ ହେବ  ବିନା ପଇସା ରେ ମାଗଣା ରେ ଲଗାତାର ଭାବେ ଦେଇଥିଲେ।  ସଂଗଠନକୁ ଏକ ଆଦର୍ଶ ଭାବ ଛିଡ଼ା କରାଇବାରେ ତାଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ମଝି ମଝିରେ ଅନାଥାଶ୍ରମ କୁ କିଛି ଖାଦ୍ୟ ଯୋଗାଇ ଦୁଃଖି ଦରିଦ୍ର ଜନତାର ର ସେବା କରିବା ପାଇଁ ଚେଷ୍ଟା ଜାରି ରଖିଛନ୍ତି। ଜୟ କୃଷ୍ଣ ମେହେର, ସୁଶାନ୍ତ କୁମାର ପଣ୍ଡା ପଣ୍ଡା, ଦୟା ନିଧି ବାଗ, ନୀଳକଣ୍ଠ ମେହେର, ସୁବ୍ରତ ପଟେଲ୍, ଶୁର୍ଚ୍ଚନ ପୁଟେଲ, ମହମ୍ମଦ ସରିଫ୍ ଖାଁ,  ଚୁନେଶ୍ୱରି ଗହୀର,ଦମୟନ୍ତୀ ପ୍ରଧାନ, ମାନିନୀ ମେହେର ଆଦି ସଭ୍ୟ ସଭ୍ୟା ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   13-Apr-2026
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026

You Might Also Like