-+91-9937148622 |

prerana_bgr@rediffmail.com |

  Sunday 16th March 2025 |

| | | |

R.N.I. Regd No. ODIODI/2010/46693

Breaking News

ଡେଲାଙ୍ଗରେ ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ଓ ହୋଲି ମହୋତ୍ସବ ପାଳିତ    (15-Mar-2025)       ||      ପୋଖରୀରେ ବୁଡ଼ି ପ୍ରାଣ ହରାଇଲା ବାଳକ   (15-Mar-2025)       ||      କୁରୁକୁପା ଗ୍ରାମରେ ଅନୁଷ୍ଠିତ ୧୬ପ୍ରହର ନାମ ଯଜ୍ଞ ପୁନଃଶ୍ଚରଣ   (15-Mar-2025)       ||      ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା:ଜାରିଂ କ୍ଲଷ୍ଟରର ବିନି ନାଏକ ବ୍ଲକ ଟପ୍ପର   (15-Mar-2025)       ||      ସୋନପୁର ବିବେକା ନନ୍ଦ କଲୋନୀ ରେ ହୋଲି ଉତ୍ସବ ପାଳନ - ଦିବଂଗତ ଆତ୍ମା ପ୍ରତି ସାମୁହିକ ଶ୍ରଦ୍ଧା ସୁମନ   (15-Mar-2025)       ||      ଛୁରୀ ମାଡରେ ଠିକାଦାରଙ୍କ ମୃତ୍ୟୁ   (15-Mar-2025)       ||      ଘର ବାହୁଡିରେ ବିଜେପିର ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ ଜୈନ   (15-Mar-2025)       ||      ନିର୍ଝରିଣୀ ତରଫରୁ ଫଗୁଣ ଆସର ଅନୁଷ୍ଠିତ     (15-Mar-2025)       ||      ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Mar-2025)       ||      କଣ୍ଟାମାଳ: କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ    (15-Mar-2025)       ||      ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ନିଆରା ଲୋଲି ଉତ୍ସବ ପାଳନ   (15-Mar-2025)       ||      ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Mar-2025)       ||      ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣଙ୍କ ସହ ନାଚିଲେ ଡାବୁଗାଁ ବିଧାୟକ   (15-Mar-2025)       ||      ଦୁର୍ଗମ ଜଙ୍ଗଲ ଘାଟି ପାହାଡ଼ ଚଢିଲେ ରାଇକିଆ ବିଡ଼ିଓ : ପ୍ରାଥମିକ ସୁବିଧା ସୁଯୋଗ ନିଶ୍ଚୟ ପ୍ରଦାନ କରାଯିବ    (15-Mar-2025)       ||      ରଙ୍ଗର ପର୍ବର ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ   (15-Mar-2025)       ||      ରାଜ୍ୟସ୍ତରୀୟ ଦୋଳ ମହୋତ୍ସବ ସପ୍ତମ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ    (15-Mar-2025)       ||      ବୁଢୀ ଜାଗୁଳାଇ ମେଳଣ ପାଳିତ   (15-Mar-2025)       ||      ଆଗଲପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶିବିର ଆଗାମୀ ସୋମବାର ଅନୁଷ୍ଠିତ ହେବ   (14-Mar-2025)       ||      ପ୍ରାରମ୍ଭ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଏକ ପ୍ରେରଣା ର ଉତ୍ସ    (14-Mar-2025)       ||      ସୟାଁ ଠାରେ ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ରାଜ୍ୟସ୍ତରୀୟ କିସାନ ମହାପଞ୍ଚାୟତ                           (14-Mar-2025)       ||     

HOME   ଜିଲ୍ଲା

ହରଭଙ୍ଗା ସ୍କୁଲ ରେ ବଜ୍ରପାତ ସଚେତନତା ସଭା

02-Sep-2024



ସାଲେଭଟା, ତା.୨/୯-(ପ୍ରେରଣା ଖବର):ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ହରଭଙ୍ଗା ଉଚ୍ଚ ପ୍ରାଥମିକ ସ୍କୁଲରେ ବଜ୍ରପାତ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ବଜ୍ରପାତ ବା ବିଜୁଳି ମାରିବା ଯୋଗୁଁ ଅନେକ ଧନ ଜୀବନ ହାନି କ୍ରମାଗତ ଭାବରେ ହେଉଛି । ବଜ୍ରପାତ ସମୟରେ ଘର ଭିତରେ ଓ ଘର ବାହାରେ ଥିବାବେଳେ ବିଭିନ୍ନ ଉପାୟମାନ ଅବଲମ୍ବନ କରି ସମ୍ଭବତଃ ଜୀବନ ରକ୍ଷା ମିଳିପାରିବ । ଓଡିଶା ରେ ଏବେ ବିକୁଳି ଜନିତ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଏଣୁ, ସ୍ଥାନୀୟ ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ରେଡକ୍ରସ ସାଧନକର୍ମି ଦୂର୍ଯ୍ୟୋଧନ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ସଚେତନା କାର୍ଯ୍ୟକ୍ରମ ହୋଇଯାଇଛି । ଛାତ୍ରଛାତ୍ରୀ ମାନଙ୍କୁ ଡେମୋନେଷ୍ଟ୍ରେସନ ମାଧ୍ୟମରେ ଶ୍ରୀପଶାୟତ ତାଲିମ ଦେଇଥିଲେ । ଶିକ୍ଷକ, ଛାତ୍ରଛାତ୍ରୀ ଙ୍କ ଅଭିଭାବକ ମାନେ ସମସ୍ତେ ସତର୍କ ଆପ ନିଜ ନିଜ ମୋବାଇଲରେ ଡାଉନଲୋଡ କରିବାକୁ ମାର୍ଗଦର୍ଶନ  କରିବା ସହିତ ସମ୍ଭବତଃ ଆବଶ୍ୟକୀୟ  ତଥ୍ୟ ମାନିଲେ ଅନେକ ଜୀବନ ସୁରକ୍ଷିତ ରହିପାରିବ ।

ଏଥି ସହିତ ବର୍ଷା ମାସ ଚାଲୁ ରହିଥିବାରୁ ସାପ କାମୁଡା ପ୍ରତି ମଧ୍ୟ ସଚେତନ ରହିବାକୁ ପରାମର୍ଶ ଦେଇଥିଲେ । ସାପ କାମୁଡା ପ୍ରତି କେଉଁ ସମସ୍ତ ଦିଗ ପ୍ରତି ସାବଧାନ ରହି କଣ କରିବେ ଏବଂ କଣ ନ କରିବେ ସେ ବିଷୟରେ ବୁଝାଇଥିଲେ । କାର୍ଯ୍ୟକ୍ରମରେ ଶିକ୍ଷକ ଗୋବିନ୍ଦ ସାହୁ, ମଂଟେଶ କୁମାର ସାହୁ, ପିଙ୍କି କର୍ଣ୍ଣ ପ୍ରମୁଖ ସହଯୋଗ କରିଥିବା ବେଳେ ରାଜ କିଶୋର ମାହାକୁର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡେଲାଙ୍ଗରେ ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ଓ ହୋଲି ମହୋତ୍ସବ ପାଳିତ   15-Mar-2025
  ଜିଲ୍ଲା  
ପୋଖରୀରେ ବୁଡ଼ି ପ୍ରାଣ ହରାଇଲା ବାଳକ   15-Mar-2025
  ଜିଲ୍ଲା  
କୁରୁକୁପା ଗ୍ରାମରେ ଅନୁଷ୍ଠିତ ୧୬ପ୍ରହର ନାମ ଯଜ୍ଞ ପୁନଃଶ୍ଚରଣ   15-Mar-2025
  ଜିଲ୍ଲା  
ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା:ଜାରିଂ କ୍ଲଷ୍ଟରର ବିନି ନାଏକ ବ୍ଲକ ଟପ୍ପର   15-Mar-2025
  ଜିଲ୍ଲା  
ସୋନପୁର ବିବେକା ନନ୍ଦ କଲୋନୀ ରେ ହୋଲି ଉତ୍ସବ ପାଳନ - ଦିବଂଗତ ଆତ୍ମା ପ୍ରତି ସାମୁହିକ ଶ୍ରଦ୍ଧା ସୁମନ   15-Mar-2025
  ଜିଲ୍ଲା  
ଛୁରୀ ମାଡରେ ଠିକାଦାରଙ୍କ ମୃତ୍ୟୁ   15-Mar-2025
  ଜିଲ୍ଲା  
ଘର ବାହୁଡିରେ ବିଜେପିର ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ ଜୈନ   15-Mar-2025
  ଜିଲ୍ଲା  
ନିର୍ଝରିଣୀ ତରଫରୁ ଫଗୁଣ ଆସର ଅନୁଷ୍ଠିତ     15-Mar-2025
  ଜିଲ୍ଲା  
ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   15-Mar-2025
  ଜିଲ୍ଲା  
କଣ୍ଟାମାଳ: କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ   15-Mar-2025
  ଜିଲ୍ଲା  
ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ନିଆରା ଲୋଲି ଉତ୍ସବ ପାଳନ   15-Mar-2025
  ଜିଲ୍ଲା  
ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   15-Mar-2025

You Might Also Like