-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   (21-May-2026)       ||      ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||      ଓଡ଼ିଶା  ସିଏଚ୍ଏସି  ୨୦୨୬ ପରିକ୍ଷା ଫଳାଫଳରେ  ଜେ ଏସ୍ ଏମ୍ କଲେଜର ୧୦୦% ସଫଳତା   (20-May-2026)       ||     

HOME   ଜିଲ୍ଲା

ସ୍ୱଭାବ କବି ଗଙ୍ଗାଧରଙ୍କ ଜୟନ୍ତୀ ପାଳିତ

03-Sep-2024



ଡୁଙ୍ଗୁରିପାଲି,ତା.୩/୯- (ପ୍ରେରଣା ଖବର) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପାଂଚାୟତ ହାଇସ୍କୁଲ, ମାୟାବର୍ହା ପ୍ରାଙ୍ଗଣରେ ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଗଙ୍ଗାଧରଙ୍କ ଅମର ଲେଖନୀରୁ ଝରି ପଡିଥିବା କାବ୍ୟକବିତା ଗୁଡିକ ଓଡିଆ ସାହିତ୍ୟର ହୃଦସ୍ପନ୍ଦନ ବୋଲି ମୁଖ୍ୟତିଥି ଭାବରେ ଯୋଗଦେଇଥିବା ସତଲମା ହାଇୟର ସେକେଣ୍ଡ୍ୟାରୀ ବିଦ୍ୟାଳୟର ଓଡିଆ ଅଧ୍ୟାପକ ଲୋକବନ୍ଧୁ ପ୍ରଧାନ ବକ୍ତବ୍ୟ ପ୍ରଦାନ କରିଥିଲେ । ଗଙ୍ଗାଧରଙ୍କ କାଳଜୟୀ ସାହିତ୍ୟ କୃତୀ ଏବଂ ଅବଦାନ ଯୁଗେ ଯୁଗେ ସମାଜକୁ ପ୍ରେରଣା ଦେଇଥାଏ ବୋଲି ଶ୍ରୀପଧାନ ଗୁରୁତ୍ୱାରୋପ କରିଥିଲେ । ବରିଷ୍ଠ ଶିିକ୍ଷକ ଦିନବନ୍ଧୁ ପ୍ରଧାନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।   ତରଭା ବାଳିକା ହାଇସ୍କୁଲର ପ୍ରାକ୍ତନ ପ୍ରଧାନଶିକ୍ଷକ ନରେନ୍ଦ୍ର କୁମାର ସାହୁ, ମାୟାବର୍ହା ହାଇସ୍କୁଲର ପ୍ରାକ୍ତନ ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀ, ମାୟାବର୍ହା ନୋଡାଲ ଉଚ୍ଚ ପ୍ରାଥମିକ ସ୍କୁଲର ପ୍ରଧାନଶିକ୍ଷୟତ୍ରୀ ମୌନାବତୀ ଜାଲ  ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ମତବ୍ୟକ୍ତ କରିଥିଲେ । ଦଶମ ଶ୍ରେଣୀର ଅର୍ଚ୍ଚିତା ପଧାନ କାର୍ଯ୍ୟକ୍ରମକୁ ସଂଯୋଜନ କରିଥିବା ବେଳେ ଜନନୀକା ନାଏକ, ଲିପସା ଯୁଆଡି, ପ୍ରୀତି ଖର୍ସେଲ, ପୂଜା, ଅନ୍ତରା, ଝରଣା, ପୂଜା,  ସଂଗୀତା, ଅନୁପମା  ପ୍ରମୁଖ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ । ଦଶମ ଶ୍ରେଣୀର ଛାତ୍ର କ୍ରୀସ ପ୍ରସାଦ କବି ଗଙ୍ଗାଧରଙ୍କ ଜିବନୀ ଓ ସାହତ୍ୟ ସଂପର୍କିତ ତଥ୍ୟ ପିପିଟି ମାଧ୍ୟମରେ ଉପସ୍ଥାପନ  କରିଥିଲେ ।  ଏହି ଅବସରରେ ସ୍କୁଲ ପରିସରରେ ଥିବା ଗଛ ଗୁଡିକୁ ନିଜର ଭାଇ ଭାବନାରେ ଛାତ୍ରୀମାନେ  ସ୍ନହର ଡୋରି ରାଖି ରେ ବାନ୍ଧିଥିଲେ ।

ଦିବସକୁ ସ୍ମରଣୀୟ କରିବା ଉଦ୍ଦେଶ୍ୟରେ ଅତିଥି ବୃନ୍ଦଙ୍କ ଦ୍ଵାରା ଚାରା ରୋପଣ କରାଯାଇଥିଲା। କାର୍ଯ୍ୟକ୍ରମରେ କନ୍ଦାଗାଡ ହାଇସ୍କୁଲର ଶିକ୍ଷକ ସଂପଦ ଖମାରୀ, ମାୟାବର୍ହାର ସଂଜୀବ ପୂଜାରୀ, ଅବିନାଶ ମହାପାତ୍ର, ରାଜଲକ୍ଷ୍ମୀ ସାହାଦେଓ, ତୋଷମତୀ ସେଠ, କିରଣ କୁମାର ପୁଟେଲ, ମୀନକେତନ ଦାଶ, ବିଭିଷଣ ଖମାରୀ, ସୁରଜ, ଗୋପାଳ,  ପ୍ରମୁଖ ସହଯୋଗ କରିଥିଲେ । ଶେଷରେ ଶିକ୍ଷକ ନନ୍ଦିଘୋଷ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   21-May-2026
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026
  ଜିଲ୍ଲା  
ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    21-May-2026

You Might Also Like