-+91-9937148622 |

prerana_bgr@rediffmail.com |

  Sunday 16th March 2025 |

| | | |

R.N.I. Regd No. ODIODI/2010/46693

Breaking News

ଡେଲାଙ୍ଗରେ ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ଓ ହୋଲି ମହୋତ୍ସବ ପାଳିତ    (15-Mar-2025)       ||      ପୋଖରୀରେ ବୁଡ଼ି ପ୍ରାଣ ହରାଇଲା ବାଳକ   (15-Mar-2025)       ||      କୁରୁକୁପା ଗ୍ରାମରେ ଅନୁଷ୍ଠିତ ୧୬ପ୍ରହର ନାମ ଯଜ୍ଞ ପୁନଃଶ୍ଚରଣ   (15-Mar-2025)       ||      ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା:ଜାରିଂ କ୍ଲଷ୍ଟରର ବିନି ନାଏକ ବ୍ଲକ ଟପ୍ପର   (15-Mar-2025)       ||      ସୋନପୁର ବିବେକା ନନ୍ଦ କଲୋନୀ ରେ ହୋଲି ଉତ୍ସବ ପାଳନ - ଦିବଂଗତ ଆତ୍ମା ପ୍ରତି ସାମୁହିକ ଶ୍ରଦ୍ଧା ସୁମନ   (15-Mar-2025)       ||      ଛୁରୀ ମାଡରେ ଠିକାଦାରଙ୍କ ମୃତ୍ୟୁ   (15-Mar-2025)       ||      ଘର ବାହୁଡିରେ ବିଜେପିର ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ ଜୈନ   (15-Mar-2025)       ||      ନିର୍ଝରିଣୀ ତରଫରୁ ଫଗୁଣ ଆସର ଅନୁଷ୍ଠିତ     (15-Mar-2025)       ||      ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Mar-2025)       ||      କଣ୍ଟାମାଳ: କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ    (15-Mar-2025)       ||      ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ନିଆରା ଲୋଲି ଉତ୍ସବ ପାଳନ   (15-Mar-2025)       ||      ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Mar-2025)       ||      ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣଙ୍କ ସହ ନାଚିଲେ ଡାବୁଗାଁ ବିଧାୟକ   (15-Mar-2025)       ||      ଦୁର୍ଗମ ଜଙ୍ଗଲ ଘାଟି ପାହାଡ଼ ଚଢିଲେ ରାଇକିଆ ବିଡ଼ିଓ : ପ୍ରାଥମିକ ସୁବିଧା ସୁଯୋଗ ନିଶ୍ଚୟ ପ୍ରଦାନ କରାଯିବ    (15-Mar-2025)       ||      ରଙ୍ଗର ପର୍ବର ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ   (15-Mar-2025)       ||      ରାଜ୍ୟସ୍ତରୀୟ ଦୋଳ ମହୋତ୍ସବ ସପ୍ତମ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ    (15-Mar-2025)       ||      ବୁଢୀ ଜାଗୁଳାଇ ମେଳଣ ପାଳିତ   (15-Mar-2025)       ||      ଆଗଲପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶିବିର ଆଗାମୀ ସୋମବାର ଅନୁଷ୍ଠିତ ହେବ   (14-Mar-2025)       ||      ପ୍ରାରମ୍ଭ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଏକ ପ୍ରେରଣା ର ଉତ୍ସ    (14-Mar-2025)       ||      ସୟାଁ ଠାରେ ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ରାଜ୍ୟସ୍ତରୀୟ କିସାନ ମହାପଞ୍ଚାୟତ                           (14-Mar-2025)       ||     

HOME   ମନୋରଞ୍ଜନ

ମାଣ୍ଡିଆର ହାଣ୍ଡିଶାଳ" ର ଲୋଗୋ ମହାମହିମ ରାଜ୍ୟପାଳ ଙ୍କ କରକମଳରେ ଉନ୍ମୋଚନ

04-Sep-2024



ଆଇ.ଏଚ.ଏମ, ଭୁବନେଶ୍ୱର ଠାରେ ମିଲେଟ୍ ବା ମାଣ୍ଡିଆର ଏକ ସ୍ୱତନ୍ତ୍ର ତଥା ଅନନ୍ୟ ରେସ୍ତୋରାଂ "ମାଣ୍ଡିଆର ହାଣ୍ଡିଶାଳ" ର ଶୁଭ ଉଦଘାଟନ ଗତ ୨୩ ଅଗଷ୍ଟ ରେ ହୋଇଥିଲା l ହେଲଥ ଅନ ଟପ୍ ର ସି.ଇ.ଓ ଡକ୍ଟର ଗୌରବ ରାଲହନ ଙ୍କ ପ୍ରତିନିଧିତ୍ବରେ ଏହି ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଥିଲା l ସେହି ଶୁଭ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମିଲେଟ୍ ର ବ୍ରାଣ୍ଡ ଆମ୍ବାସଡ଼ର ସେଫ୍ ବିକାଶ ଚାୱଲା ଅନୁଗ୍ରହ ପ୍ରଦାନ କରିଥିଲେ l ମାଷ୍ଟର ସେଫ୍ ଇଣ୍ଡିଆ ସିଜନ୍ ୮ ର ଟପ୍ ୨୨ ନମ୍ବର ପ୍ରତିଯୋଗୀ ସେଫ୍ ମଧୁସ୍ମିତା ଯୋଗଦେଇଥିଲେ l  ଓଡ଼ିଶାର ମହାମହିମ ରାଜ୍ୟପାଳ ଶ୍ରୀଯୁକ୍ତ ରଘୁବର ଦାସ ଙ୍କ କରକମଳ ରେ ଏହାର ଲୋଗୋ ଉନ୍ମୋଚନ ହୋଇଛି l ମାଣ୍ଡିଆ ବା ମିଲେଟ ଓଡ଼ିଶାର ସ୍ୱତନ୍ତ୍ର ପରିଚୟ ବହନ କରେ l ତେଣୁ ମାଣ୍ଡିଆ ର ବହୁଳ ପ୍ରଚାର ଓ ପ୍ରସାର ହେବା ସହିତ ସମସ୍ତେ ମାଣ୍ଡିଆ କୁ ମୁଖ୍ୟ ଖାଦ୍ୟ ଭାବେ ବ୍ୟବହାର କରନ୍ତୁ ବୋଲି ରାଜ୍ୟପାଳ ଶ୍ରୀ ଦାସ କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡେଲାଙ୍ଗରେ ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ଓ ହୋଲି ମହୋତ୍ସବ ପାଳିତ   15-Mar-2025
  ଜିଲ୍ଲା  
ପୋଖରୀରେ ବୁଡ଼ି ପ୍ରାଣ ହରାଇଲା ବାଳକ   15-Mar-2025
  ଜିଲ୍ଲା  
କୁରୁକୁପା ଗ୍ରାମରେ ଅନୁଷ୍ଠିତ ୧୬ପ୍ରହର ନାମ ଯଜ୍ଞ ପୁନଃଶ୍ଚରଣ   15-Mar-2025
  ଜିଲ୍ଲା  
ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା:ଜାରିଂ କ୍ଲଷ୍ଟରର ବିନି ନାଏକ ବ୍ଲକ ଟପ୍ପର   15-Mar-2025
  ଜିଲ୍ଲା  
ସୋନପୁର ବିବେକା ନନ୍ଦ କଲୋନୀ ରେ ହୋଲି ଉତ୍ସବ ପାଳନ - ଦିବଂଗତ ଆତ୍ମା ପ୍ରତି ସାମୁହିକ ଶ୍ରଦ୍ଧା ସୁମନ   15-Mar-2025
  ଜିଲ୍ଲା  
ଛୁରୀ ମାଡରେ ଠିକାଦାରଙ୍କ ମୃତ୍ୟୁ   15-Mar-2025
  ଜିଲ୍ଲା  
ଘର ବାହୁଡିରେ ବିଜେପିର ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ ଜୈନ   15-Mar-2025
  ଜିଲ୍ଲା  
ନିର୍ଝରିଣୀ ତରଫରୁ ଫଗୁଣ ଆସର ଅନୁଷ୍ଠିତ     15-Mar-2025
  ଜିଲ୍ଲା  
ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   15-Mar-2025
  ଜିଲ୍ଲା  
କଣ୍ଟାମାଳ: କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ   15-Mar-2025
  ଜିଲ୍ଲା  
ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ନିଆରା ଲୋଲି ଉତ୍ସବ ପାଳନ   15-Mar-2025
  ଜିଲ୍ଲା  
ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   15-Mar-2025

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm