-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||      *ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*   (11-Apr-2026)       ||      ଭିତ୍ତିଭୂମୀ ନିର୍ମାଣରେ ଇତିହାସ ରଚିଲା ଓଡିଶା,୧୭ଟି ପ୍ରକଲ୍ପକୁ ବିଶ୍ୱକର୍ମା ପୁରସ୍କାର, ବଲାଙ୍ଗୀରର କ୍ୟାନସର ହସପିଟାଲ ଓ ଲୋୟର ସୁକତେଲ ପ୍ରକଲ୍ପ ପୁରସ୍କୃତ   (11-Apr-2026)       ||      ଦାଦନ ଖଟିବାକୁ ଯାଇଥିବା ଯୁବକର ମୃତଦେହ ଘରକୁ ଫେରିଲା   (11-Apr-2026)       ||      ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ   (11-Apr-2026)       ||      *ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*   (11-Apr-2026)       ||     

HOME   ଅପରାଧ

୧୩ ତମ ଖରମୁଣ୍ଡା ଗ୍ରାମାଞ୍ଚଳିକ ଫୁଟବଲ ଟୁର୍ନାମେଣ୍ଟ ଦ୍ୱିତୀୟ ଦିବସରେ.....

04-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଖରମୁଣ୍ଡା ଯୁବ କ୍ରୀଡା ସଂସଦ ଆନୁକୁଲ୍ୟରେ ୧୩ତମ ଗ୍ରାମାଞ୍ଚଳିକ ଫୁଟବଲ ଟୁର୍ଣ୍ଣାମେଣ୍ଟ-୨୦୨୪ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିବସରେ ସମଲେଇପଦର ଭାର୍ସେସ୍ ଧୁମାପାଲି ଓ ଲୁହୁରାଚଟି ଭାର୍ସେସ୍ ରକ୍'ସା ମଧ୍ୟରେ ଅନୁଷ୍ଠିତ ହୋଇଥିବା ରୋଚକ ଫୁଟବଲ ଖେଳରେ ଲୁହୁରାଚଟି ସେମିଫାଇନାଲକୁ ଉନ୍ନୀତ ହୋଇଛି। ଆଜିକାର ଖେଳ ପରିଚାଳନା କରିଥିଲେ ତରଣୀ ଲୁହା,ଅଜୟ ପଧାନ, ସ୍ୱାଧୀନ ମଲ୍ଲିକ ଏବଂ ଧରମ ବୁଡେକ। ଆଜିର ଦିବସରେ ଖରମୁଣ୍ଡା ଯୁବ କ୍ରୀଡା ସାଂସଦଙ୍କ ନିମନ୍ତ୍ରଣ କ୍ରମେ ମୁଖ୍ୟ ଅତିଥି ଭାବେ ଖରମୁଣ୍ଡା ଗ୍ରାମପଞ୍ଚାୟତର ସମିତି ସଭ୍ୟ ସଞ୍ଜିବ ଗଡତିଆ ଯୋଗଦାନ ପୂର୍ବକ ଖେଳ ପ୍ରେମୀ, ଆୟୋଜନ ତଥା ଅନୁଷ୍ଠିତ ଫୁଟବଲ ଟୁର୍ଣ୍ଣାମେଣ୍ଟରେ ଯୋଗଦେଇ ଥିବା ଫୁଟବଲ ଖେଳାଳୀ ଦଳକୁ ଉତ୍ସାହିତ କରିଥିଲେ। ବିଭିନ୍ନ ଗ୍ରାମରୁ ଶତାଧିକ ଦର୍ଶକଙ୍କ ଭିଡ଼ ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026
  ଜିଲ୍ଲା  
*ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   12-Apr-2026
  ଜିଲ୍ଲା  
ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   12-Apr-2026
  ଜିଲ୍ଲା  
ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   12-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   12-Apr-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   12-Apr-2026

You Might Also Like