-+91-9937148622 |

prerana_bgr@rediffmail.com |

  Wednesday 11th September 2024 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷା ଯୋଗୁଁ ମାଲକାନଗିରି,ଗଞ୍ଜାମ ଓ କୋରାପୁଟ ଜିଲ୍ଲାର ସ୍କୁଲ ଏବଂ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ଘୋଷଣା   (10-Sep-2024)       ||      ସୁଭଦ୍ରା ଯୋଜନା ର ତଦାରଖ ପାଇଁ ବରିଷ୍ଠ ଅଧିକାରୀ ଙ୍କୁ ଦାୟିତ୍ଵ ପ୍ରଦାନ    (10-Sep-2024)       ||      ନୂଆଖାଇ ଅବସରରେ ୭ ତମ ଏକ ଦିବସୀୟ ମହିଳା ଫୁଟବଲ ପ୍ରଦର୍ଶନୀ ୫/୪ ରେ ସୁନ୍ଦରଗଡ ବିଜୟୀ   (10-Sep-2024)       ||      କଲଗାଂପାଲି ନେ ନୂଆଁଖାଇ ଆର୍ ଜୁହାର୍ ଭେଟ    (10-Sep-2024)       ||      ବିଶ୍ବାତ୍ମ ବିଦ୍ୟା ମନ୍ଦିର ବଲାଙ୍ଗିରର ୩୦ ତମ ପ୍ରତିଷ୍ଠା ଦିବସ   (10-Sep-2024)       ||      ମହାମହିମ ରାଷ୍ଟ୍ରପତିଙ୍କୁ ଭେଟିଲେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ   (10-Sep-2024)       ||      ଜିଲ୍ଲାପାଳ ରାୟଗଡଙ୍କ ଜିଲ୍ଲା ସଂସ୍କୃତି ଭବନ ପରିଦର୍ଶନ   (10-Sep-2024)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମାଲଗୋଦାମ ପଡ଼ାରେ ବିଭତ୍ସ ହତ୍ୟାକାଣ୍ଡ    (10-Sep-2024)       ||      ପରବାସୀ କୁଟୁମର ନୂଆଁଖାଇ ଭେଟଘାଟ ଅନୁଷ୍ଠିତ   (10-Sep-2024)       ||      ଏକତ୍ରିତ ହୋଇ ନୁଆଁ ଖାଇଲେ କର୍ଲା ମୁହାଁଣ ଗ୍ରାମବାସୀ   (10-Sep-2024)       ||      ସାନଟିକାରେ ନୂଆଁଖାଇ ଭେଟଘାଟ   (10-Sep-2024)       ||      ପଞ୍ଚାୟତ ବାଳିକା ହାଇସ୍କୁଲ ଭୁକ୍ତାରେ ହାତାଧୁଆ ଦିବସ ପାଳିତ    (10-Sep-2024)       ||      ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆଦିତି ଔଷଧ ଦୋକାନ ଗୃହ ଉଦଘାଟିତ   (10-Sep-2024)       ||      ଭୈରୋପୁରରେ ନୂଆଁଖାଇ ଭେଟଘାଟ    (10-Sep-2024)       ||      ନୂଆପଡ଼ା ଏନଏସି ଅଞ୍ଚଳକୁ ସମୁଦ୍ର ମାଡି ଆସିଲା   (10-Sep-2024)       ||      ବିଭାଗୀୟ ଯନ୍ତ୍ରୀ ସୁଧିର ପଣ୍ଡାଙ୍କ ଅବହେଳା, ୨୦ ବର୍ଷ ହେବ ୪୦ଲକ୍ଷ ଟଙ୍କାର କ୍ଲଷ୍ଟର ବିଲ୍ଡିଂ ସ୍ୱାହା,ଉଦ୍‌ଘାଟନ ପୂର୍ବରୁ ମରାମତି କାମ ଚାଲିଛି   (09-Sep-2024)       ||      ନଳିନୀପ୍ରଭା ଶତପଥୀଙ୍କ ଭକ୍ତିିରସାତ୍ମକ କବିତା ସଂକଳନ ‘ଭକ୍ତି କୁସୁମ’ ଲୋକାର୍ପିତ   (09-Sep-2024)       ||      ଝାଏଁରେ ବନ୍ଦପାଲି କଳାପଟା ଛକରେ ନୂଆଁଖାଇ ଭେଟଘାଟ    (09-Sep-2024)       ||      ଆର୍ ଜି କର ହସ୍ପିଟାଲ୍ ମହିଳା ଡ଼ାକ୍ତରଙ୍କ ମୃତ୍ୟୁ ଘଟଣା, ଏକ ମାସ ପରେ ନ୍ୟାୟ ପାଇଲେନି ପରିବାର- ଫୋଗସି ଏସୋସିଏସନ୍ ବରଗଡ଼ ଶାଖା ପକ୍ଷରୁ ସାମ୍ୱାଦିକ ସମ୍ମିଳନୀ    (09-Sep-2024)       ||      ନୁଆଁଖାଇରେ ବିଭିତ୍ସ ହତ୍ୟାକାଣ୍ଡ, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା    (09-Sep-2024)       ||     

HOME   ଜିଲ୍ଲା

ପରିବେଶ ଉପଯୋଗୀ ଗଣେଶ ମୂର୍ତ୍ତି ବିତରଣ , ନିର୍ମଳ ପରିବେଶ ସୃଷ୍ଟି ପାଇଁ ବରଗଡ଼ ଇମ୍ପରିଆଲ୍ କଲେଜର ଅଭିନବ ପ୍ରୟାସ

05-Sep-2024



ବରଗଡ଼:ପ୍ରାକୃତିକ ଉପାୟରେ ପରିବେଶକୁ ଆକର୍ଷଣୀୟ କରିବା ସହିତ ଏକ  ପ୍ରଦୂଷଣମୁକ୍ତ ପରିବେଶ ସୃଷ୍ଟି କରିବା ଆଭିମୁଖ୍ୟ ନେଇ ବରଗଡ଼ ସ୍ଥିତ ଇମ୍ପରିଆଲ୍ କଲେଜଠାରେ ପରିବେଶ ଉପଯୋଗୀ ଗଣେଶ ମୂର୍ତ୍ତିର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରୋନକ ଅଗ୍ରୱାଲଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରଗଡ଼ ସାଇନ୍ସ ଇନଷ୍ଟିଚ୍ୟୁଟ, ସଂସ୍କାର ଇଣ୍ଟରନେସନାଲ ସ୍କୁଲ, ସତିହାରୀ ବାଳିକା ବିଦ୍ୟାଳୟ, ନିଲଜି ଉଚ୍ଚ ବିଦ୍ୟାଳୟ,  

ଆଇଆଇଏଚଟି ବରଗଡ଼, ଭଟଲି ଶାନ୍ତି ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ତେଜାଗୋଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଟୁକୁର୍ଲ୍ଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଝାଙ୍କରପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ନୂଆଗଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଭଟଲି ଦଧିବାମନ ମହାବିଦ୍ୟାଳୟ, ଭଟଲି ନିବେଦିତା ପବ୍ଲିକ ସ୍କୁଲ, ବରଗଡ଼ ପାର୍ବତୀଗିରି ମହିଳା ମହବିଦ୍ୟାଳୟ, କୁଇଶିରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଲେହିନିପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଭୁକ୍ତା ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ, ଖରସଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କୁଲତାପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଙ୍କ ସମେତ ୨୧ ଟି ଶିକ୍ଷାନୁଷ୍ଠାନକୁ ପରିବେଶ ଉପଯୋଗୀ ଗଣେଶ ମୂର୍ତ୍ତି ବିତରଣ କରାଯାଇ ଥିଲା। କଲେଜର ଚେୟାରମେନ୍ ଦୀପକ ଗୋୟଲ ଓ ଅଧ୍ୟକ୍ଷ ଦୁର୍ଗେଶ ଶତପଥୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ ପରିବେଶବିତ୍ ସଂଜୟ ଖମାରୀ ଯୋଗ ଦେଇ ସାଂପ୍ରତିକ ପରିସ୍ଥିତିରେ ପରିବେଶ ଉପଯୋଗୀ ଗଣେଶ ମୂର୍ତ୍ତି ପୂଜନର ଆବଶ୍ୟକତା ବିଷୟରେ ଆଲୋକପାତ କରିଥିଲେ।ଅତିଥିଙ୍କ ଗହଣରେ କଲେଜର ଅଧ୍ୟାପକ ଅଧ୍ୟାପିକାଙ୍କ ସମେତ ପ୍ରଗତି କ୍ଲବ୍,ଅଭିବ୍ୟକ୍ତି କ୍ଲବ,

ସଂସ୍କୃତି କ୍ଲବ, ସୁଦିତି କ୍ଲବର ସଦସ୍ୟ ସଦସ୍ୟା ଉପସ୍ଥିତ ରହି ପରିବେଶ ଉପଯୋଗୀ ଗଣେଶ ମୂର୍ତ୍ତି ବଣ୍ଟନ କରିଥିଲେ।  ଅଭିବ୍ୟକ୍ତି କ୍ଲବର  ସଂପାଦିକା ଛାତ୍ରୀ ସଞ୍ଚିତା ତ୍ରିପାଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ କଲେଜର ଚେୟାରମେନ୍ ଦୀପକ ଗୋୟଲ ଧନ୍ୟବାଦ ଅର୍ପଣ କରିଥିଲେ।ପରିବେଶ ଅନୁକୂଳ ଏତାଦୃଶ ଉଦ୍ୟମ ନିମନ୍ତେ ଇମ୍ପରିଆଲ୍ କଲେଜକୁ ବୁଦ୍ଧିଜୀବି ମହଲରୁ ପ୍ରଶଂସାର ସୁଅ ଛୁଟୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷା ଯୋଗୁଁ ମାଲକାନଗିରି,ଗଞ୍ଜାମ ଓ କୋରାପୁଟ ଜିଲ୍ଲାର ସ୍କୁଲ ଏବଂ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ଘୋଷଣା   10-Sep-2024
  ଜିଲ୍ଲା  
ସୁଭଦ୍ରା ଯୋଜନା ର ତଦାରଖ ପାଇଁ ବରିଷ୍ଠ ଅଧିକାରୀ ଙ୍କୁ ଦାୟିତ୍ଵ ପ୍ରଦାନ   10-Sep-2024
  ଜିଲ୍ଲା  
ନୂଆଖାଇ ଅବସରରେ ୭ ତମ ଏକ ଦିବସୀୟ ମହିଳା ଫୁଟବଲ ପ୍ରଦର୍ଶନୀ ୫/୪ ରେ ସୁନ୍ଦରଗଡ ବିଜୟୀ   10-Sep-2024
  ଜିଲ୍ଲା  
କଲଗାଂପାଲି ନେ ନୂଆଁଖାଇ ଆର୍ ଜୁହାର୍ ଭେଟ   10-Sep-2024
  ଜିଲ୍ଲା  
ବିଶ୍ବାତ୍ମ ବିଦ୍ୟା ମନ୍ଦିର ବଲାଙ୍ଗିରର ୩୦ ତମ ପ୍ରତିଷ୍ଠା ଦିବସ   10-Sep-2024
  ଜିଲ୍ଲା  
ମହାମହିମ ରାଷ୍ଟ୍ରପତିଙ୍କୁ ଭେଟିଲେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ   10-Sep-2024
  ଜିଲ୍ଲା  
ଜିଲ୍ଲାପାଳ ରାୟଗଡଙ୍କ ଜିଲ୍ଲା ସଂସ୍କୃତି ଭବନ ପରିଦର୍ଶନ   10-Sep-2024
  ଅପରାଧ  
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମାଲଗୋଦାମ ପଡ଼ାରେ ବିଭତ୍ସ ହତ୍ୟାକାଣ୍ଡ   10-Sep-2024
  ଜିଲ୍ଲା  
ପରବାସୀ କୁଟୁମର ନୂଆଁଖାଇ ଭେଟଘାଟ ଅନୁଷ୍ଠିତ   10-Sep-2024
  ଜିଲ୍ଲା  
ଏକତ୍ରିତ ହୋଇ ନୁଆଁ ଖାଇଲେ କର୍ଲା ମୁହାଁଣ ଗ୍ରାମବାସୀ   10-Sep-2024
  ଜିଲ୍ଲା  
ସାନଟିକାରେ ନୂଆଁଖାଇ ଭେଟଘାଟ   10-Sep-2024
  ଜିଲ୍ଲା  
ପଞ୍ଚାୟତ ବାଳିକା ହାଇସ୍କୁଲ ଭୁକ୍ତାରେ ହାତାଧୁଆ ଦିବସ ପାଳିତ   10-Sep-2024

You Might Also Like