-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||     

HOME   ଜିଲ୍ଲା

ରାଣା ପ୍ରତାପ ସ୍କୁଲ ରେ ଗୁରୁଦିବସ ଓ ତିଥି ଭୋଜନ

06-Sep-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ରାଣା ପ୍ରତାପ ସ୍କୁଲ ରେ ଡ. ସର୍ବ ପଲ୍ଲୀ ରାଧାକ୍ରିଷ୍ଣନ୍ ଙ୍କ ଜୟନ୍ତୀ ଓ ଗୁରୁ ଦିବସ ମହା ସମାରୋହ ରେ ପାଳିତ ହୋଇ ଯାଇଛି । ପ୍ରଧାନ ଶିକ୍ଷକ ସୂ ଦୀପ କୁମାର ରଥ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ କାର୍ଯ୍ୟକ୍ରମ ରେ ଅବସର ପ୍ରାପ୍ତ ଶିକ୍ଷୟିତ୍ରୀ ମୀନା ପଣ୍ଡା ଓ ଅବସର ପ୍ରାପ୍ତ କ୍ରୀଡା ଶିକ୍ଷକ ଡାକ୍ତର ଭୋଇ ଙ୍କୁ ଅବୈତନିକ ସେବା ପାଇଁ ବିଦ୍ୟାଳୟ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଶିକ୍ଷୟିତ୍ରୀ ସୁନୀତା ମିଶ୍ର ଗୀତା ଜାଲ  ଦୀପିକା କୁଲୁ,ଜ୍ୟୋତି ବେହେରା ନିଳୀମା ପ୍ରଧାନ ତପସ୍ଵିନୀ ତ୍ରିପାଠୀ ବବିତା ନାଏକ ପ୍ରମୁଖ ଉପସ୍ଥିତ ରହି ଗୁରୁ ଦିବସ ପାଳନ ର ଉଦ୍ଦେଶ୍ୟ ସମ୍ବନ୍ଧ ରେ ଆଲୋକପାତ କରି ଭଲ ମଣିଷ ହେବା ପାଇ ଛାତ୍ର ଛାତ୍ରୀ ଙ୍କୁ ପରାମର୍ଶ ଦେଇଥିଲେ । ଛାତ୍ର ଛାତ୍ରୀ ମାନେ ଗୁରୁ ବନ୍ଦନା ସହିତ ଗୁରୁ ପୂଜନ କରି ଗୁରୁ ମାନଙ୍କ ଆଶୀର୍ବାଦ ଗ୍ରହଣ କରିଥିଲେ ।ଏହି ଅବସରରେ ବିଦ୍ୟାଳୟ ତରଫରୁ ତିଥି ଭୋଜନ ର ଆୟୋଜନ କରାଯାଇ ଥିବା ବେଳେ ଛାତ୍ର ଛାତ୍ରୀ ଶିକ୍ଷକଶିକ୍ଷୟିତ୍ରୀ ଅଭିଭାବକ ସମସ୍ତେ ସାମୁହିକ। ଭୋଜନ କରିଥିଲେ ।ପରିଶେଷରେ ପଣ୍ଡିତ ଗୋପବନ୍ଧୁ ପୁରୋହିତ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like