-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ବୁଗୁଡ଼ା ଘରୋଇ ବସ ମାଲିକ ସଂଘ ନିର୍ବାଚନ, ସଭାପତି ଭାବେ ନିର୍ବାଚିତ ହେଲେ ହରପ୍ରସାଦ ଦାଶ

07-Sep-2024



ଏକତ୍ରିତ ହେଲେ ଗଞ୍ଜାମ ଜିଲ୍ଲା ବୁଗୁଡ଼ା  ଘରୋଇ ବସ ମାଲିକ l ୨୦୧୬ ମସିହା ଠାରୁ ଗଠିତ ଶ୍ରୀ ବଳଦେବ ସ୍ୱାମୀ ଘରୋଇ ବସ ମାଲିକ ସଂଘ ର ହେଲା ସାଧାରଣ ନିର୍ବାଚନ l ବୁଗୁଡ଼ା ବସ ଷ୍ଟାଣ୍ଡ ପାଖ କାର୍ଯ୍ୟାଳୟ ଠାରେ ସଂଘର ବହୁ ସଦସ୍ୟଙ୍କ ଉପସ୍ଥିତିରେ ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଅଞ୍ଚଳର ବରିଷ୍ଠ ଆଇନଜୀବୀ ହରପ୍ରସାଦ ଦାଶ ସଭାପତି ନିର୍ବାଚିତ ହୋଇଥିବା ବେଳେ କାର୍ଯ୍ୟକାରୀ ସଭାପତି ଭି. ରାଜେନ୍ଦ୍ର ରାଓ ଦୋରା, ଉପସଭାପତି ଭାବେ ସରୋଜ କୁମାର ସାହୁ, ସାଧାରଣ ସମ୍ପାଦକ ଦୀପକ କୁମାର ଦାଶ, ଯୁଗ୍ମସମ୍ପାଦକ ପ୍ରମୋଦ କୁମାର ସାହୁ, କୋଷାଧ୍ୟକ୍ଷ ଭାବେ ସୂର୍ଯ୍ୟ ଗୌଡ଼, ଷ୍ଟାଣ୍ଡ ସମ୍ପାଦକ ବାଉରୀବନ୍ଧୁ ସ୍ୱାଇଁ,ଉପଦେଷ୍ଟା ଭାବେ ଯଯାତି କେଶରୀ ମହାନ୍ତି,ନୀଳାଞ୍ଚଳ ପଣ୍ଡା, ରାଜେନ୍ଦ୍ର କୁମାର ପୋଲାଈ, କେଦାରନାଥ ମହାରଣା,ପଞ୍ଚାନନ ସାହୁ ପ୍ରମୁଖ ନିର୍ବାଚିତ ହୋଇଥିବା ସୂଚନା ମିଳିଛି l ସଙ୍ଘ ର ମୂଳଲକ୍ଷ ଯାତ୍ରୀ ମାନଙ୍କୁ କରାଯାଉଥିବା ଶୋଷଣ ଓ ହଇରାଣ କୁ ରୋକିବା l ଆସୋସିଏସନ ରେ ସାମିଲ ହୋଇଥିବା ସଦସ୍ୟଙ୍କ କୌଣସି ସମସ୍ୟା ହେଲେ ସମସ୍ତେ ମିଶି ସମାଧାନ କରିବା ମୂଳ ଲକ୍ଷ ରହିବ ବୋଲି କହିଛନ୍ତି ନବନିର୍ବାଚିତ ଶ୍ରୀ ବଳଦେବ ସ୍ୱାମୀ ଘରୋଇ ବସ ମାଲିକ ସଂଘ ର ସଭାପତି l

(ଗଞ୍ଜାମରୁ ଭଗବାନ ପାଢ଼ୀଙ୍କ ରିପୋଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like