-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ଜନତା ହାଇସ୍କୁଲରେ ଇକୋ ଫ୍ରେଣ୍ଡଲି ଗଣେଶ ମୂର୍ତ୍ତି ପୂଜନ

07-Sep-2024



ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଘ୍ନ ବିନାଶକ ଅଗ୍ରପୂଜ୍ୟ ଶ୍ରୀ ଗଣେଶଙ୍କ ପୂଜନୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଉତ୍ସବରେ କେବଳ ମୃତ୍ତିକା ଏବଂ ପ୍ରାକୃତିକ ରଙ୍ଗରେ ନିର୍ମିତ ଇକୋ ଫ୍ରେଣ୍ଡଲି ଗଣେଶ ମୂର୍ତ୍ତିକୁ ପୂଜା କରାଯାଇଥିଲା।ସାଜସଜ୍ଜା ନିମନ୍ତେ ନଡିଆ, କାଗଜ, ପତ୍ର ଓ ପ୍ରାକୃତିକ ଫୁଲକୁ ବ୍ଯବହାର କରାଯାଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକଙ୍କ ତତ୍ତ୍ଵାବଧାନରେ ଇକୋ କ୍ଲବ ମାଷ୍ଟର ଟ୍ରେନର ତଥା ଶକ୍ତି କ୍ଲବର ମାର୍ଗଦର୍ଶକ ଶିକ୍ଷକ ସଞ୍ଜୟ ଖମାରୀ ବରଗଡ଼ ସ୍ଥିତ ଇମ୍ପିରିଏଲ୍ କଲେଜରୁ ଇକୋ ଫ୍ରେଣ୍ଡଲି ଗଣେଶ ମୂର୍ତ୍ତି ଗ୍ରହଣ କରିବା ପରେ ସାଜସଜ୍ଜା ପାଇଁ ବିଦ୍ୟାଳୟରେ କେବଳ ଜୈବ ଅବକ୍ଷୟକ୍ଷମ ପ୍ରାକୃତିକ ପଦାର୍ଥ ବ୍ୟବହାର କରି ଏକ ପ୍ରଦୂଷଣ ମୁକ୍ତ ପରିବେଶ ସୃଷ୍ଟି କରିବା ସହିତ ପରିବେଶ ସଚେତନତାର ବାର୍ତ୍ତା ଦେଇଛନ୍ତି। ବିଦ୍ୟାଳୟରେ ଆୟୋଜିତ ଏହି ଉତ୍ସବରେ ପୂଜାକାର୍ଯ୍ୟ ପୁରୋହିତ ସୀତାରାମ ରଥ ତୁଲାଇଥିବା ବେଳେ ସାଜସଜ୍ଜା ନିମନ୍ତେ ଶିକ୍ଷକ ଅମୂଲ୍ୟ ଭୋଇ,ପଦ୍ମଲୋଚନ ବିଶି,ଶିକ୍ଷୟିତ୍ରୀ ସୌଦାମିନୀ ବାରିକ, ରାଜ କୁମାରୀ ଭୁଏ, ସରିତା ପଟେଲଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ସାନନ୍ଦ ଦେହେରୀ ଓ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like