-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ସୁଭଦ୍ରା ରଥର ଉଦଘାଟନ କଲେ ଜିଲ୍ଲାପାଳ ଅମୃତ ଋତୁରାଜ

07-Sep-2024



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀ) ରାଜ୍ୟରେ ମୋହନ ସରକାରଙ୍କର  ପ୍ରଥମ କରି ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ସୁଭଦ୍ରା ଯୋଜନାର ଅୟମାରମ୍ଭା କରାଯାଇଛି | ରାଜ୍ୟରେ ସୁଭଦ୍ରା ଯୋଜନା କୁ ମହିଳାମାନଙ୍କ କଲ୍ୟାଣ ପାଇଁ ଏକ ଅଭିନବ ଯୋଜନାଭାବେ ଅଭିହିତକରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଦ୍ୱାରା ମହିଳାମାନଙ୍କୁ ଆର୍ଥିକ ସଶକ୍ତିକରଣ ତଥା ସେମାନଙ୍କୁ ଏବଂ ସେମାନଙ୍କ ପରିବାରକୁ ଆର୍ଥିକ କ୍ଷେତ୍ରରେ ସୁରକ୍ଷା ଯୋଗାଇଦେବା ପାଇଁ ରାଜ୍ୟ ସରକାର ଏହି କଲ୍ୟାଣକାରୀ ଯୋଜନା ଆରମ୍ଭ କରିଛନ୍ତି  | ମହିଳା ମାନଙ୍କର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ଏବଂ ସଶକ୍ତିକରଣର ଭାବନା ସୃଷ୍ଟି କରିବା ପାଇଁ ସମସ୍ତ ହିତାଧୂକାରୀମାନଙ୍କୁ ଏକ ସୁଭଦ୍ରା କାର୍ଡ (ଏଟି ଏମ-ତଥା- ଡେବିଟ୍ କାର୍ଡ ପ୍ରଦାନ କରାଯିବ। ସେମାନଙ୍କୁ ବାର୍ଷିକ ୧୦ ହଜାର ଟଙ୍କା ହାରରେ ୨୦୨୪-୨୫ ଆର୍ଥିକ ବର୍ଷରୁ ୨୦୨୮-୨୯ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ସମୁଦାୟ ୫୦ ହଜାର ଟଙ୍କା ପ୍ରଦାନ କରାଯିବ, ଯଦି ସେମାନେ ପ୍ରତି ବର୍ଷ ଯୋଗ୍ୟତା ମାନଦଣ୍ଡ ପୂରଣ କରନ୍ତି, ତାହେଲେ ପ୍ରତିବର୍ଷ ପ୍ରଥମ କିସ୍ତି ରକ୍ଷା ବନ୍ଧନ ଦିବସ ଏବଂ ଦ୍ଵିତୀୟ କିସ୍ତି ଆନ୍ତର୍ଜାତୀୟ ମହିଳା ଦିବସ (୮ ମାର୍ଚ୍ଚ) ରେ ୫ହଜାର ଟଙ୍କା ଲେଖାଏଁ ଡିବିଟି କାର୍ଡ ମାଧ୍ୟମରେ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯିବ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଧାର୍ଯ୍ୟ ତା.୦୧.୦୭.୨୦୨୪ ରିଖ ସୁଦ୍ଧା ମହିଳାଙ୍କ ବୟସ ୨୧ ବର୍ଷ କିମ୍ବା ତା'ଠାରୁ ଅଧ‌ିକ ଏବଂ ୬୦ ବର୍ଷରୁ କମ୍ ହେବା ଆବଶ୍ୟକ। ତେଣୁ, ଆବେଦନକାରୀଙ୍କ ଜନ୍ମ ତାରିଖ ୦୨.୦୭.୧୯୬୪ ଠାରୁ ୦୧.୦୭.୨୦୦୩ ପର୍ଯ୍ୟନ୍ତ ହେବା ଉଚିତ୍। ଯେଉଁ ମହିଳା ୦୧.୦୭.୨୦୨୪ ପରେ ୬୦ ବର୍ଷ ପୂରଣ କରିବେ ତାଙ୍କୁ ଅବଧୂର ଅବଶିଷ୍ଟ ବର୍ଷଗୁଡ଼ିକ ପାଇଁ ଏହି ସହାୟତା ଦିଆଯିବ ନାହିଁ ବୋଲି ସୁଭଦ୍ରା ନିର୍ଦ୍ଦେଶାବଳୀରୁ ଜଣାପଡ଼ିଛି ।
       ଆଜି ରାଜ୍ୟ ସରକାର ଙ୍କର ନିଷ୍ପତ୍ତି କ୍ରମେ ସୁଭଦ୍ରା  ଯୋଜନାର ବହୁଳ ପ୍ରଚାର ଓ ପ୍ରସାର ପାଇଁ  ଶିକ୍ଷା ସୂଚନା ଓ ଯୋଗାଯୋଗ ଭ୍ୟାନ୍ 'ସୁଭଦ୍ରା' ର ଶୁଭାରମ୍ଭ କରିଛନ୍ତି କନ୍ଧମାଳ ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ୍। ଏହି ଶୁଭାରମ୍ଭ ବେଳେ ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ କନ୍ଧମାଳ ରତ୍ନାକର ସାହୁ, ଅତିରିକ୍ତ ଜିଲ୍ଲାପାଳ ଅଶୋକ କୁମାର ଭୋଇ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ବିଜୟାଲକ୍ଷ୍ମୀ ବେହେରା, ବିଭାଗୀୟ ପଦାଧିକାରୀ ଏବଂ ଗଣମାଧ୍ୟମର ପ୍ରତିନିଧୂମାନେ ଉପସ୍ଥିତ ଥିଲେ |  ଏହି ଭ୍ୟାନ୍ ଜିଲ୍ଲାରେ ଆଜି ଠାରୁ ଚଳିତ ମାସ ୧୬ ତାରିଖ ପର୍ଯ୍ୟନ୍ତ ବୁଲିବ । ଜିଲ୍ଲାରେ ସମୁଦାୟ ୬ ଗୋଟି ସୁଭଦ୍ରା ରଥ ଜିଲ୍ଲାର ଗଳି କନ୍ଦିରେ ଭ୍ରମଣ କରି ପ୍ରଚାର କରି ସୁଭଦ୍ରା ଯୋଜନା ବିଷୟରେ ଜନସାଧାରଣ ଙ୍କୁ ସଚେତନ କରାଇବ ବୋଲି ଜଣାପଡ଼ିଛି  | ସୁଭଦ୍ରା ରଥ ଗୁଡ଼ିକ କେଉଁ କେଉଁ ସ୍ଥାନ ଦେଇ ଯିବ ସେଥ‌ିପାଇଁ ପ୍ରଶାସନ ଏକ ରୁଟ୍ ମ୍ୟାପ ମଧ୍ୟ ପ୍ରସ୍ତୁତ କରିଥିବା ଜଣାପଡିଛି | 
    ଜିଲ୍ଲା ପ୍ରଶାସନ ଲକ୍ଷ୍ୟ ଲକ୍ଷ୍ୟ ଟଙ୍କା ଖର୍ଚ କରି ସୁଭଦ୍ରା ଯୋଜନା ର ପ୍ରଚାର ପ୍ରସାର କରୁଥିବା ବେଳେ ସରକାର ଙ୍କର ସିଂଗିଲ ଉୟିଣ୍ଡୋ କେନ୍ଦ୍ର ଗୁଡିକରେ ନେଟ ୱାର୍କ ପ୍ରୋବ୍ଲେମ ଓ ସର୍ବଭାଇବର ଡାଉନ ରହୁଥିବା ଯୋଗୁଁ ଦିନକୁ ମାତ୍ର ତିନି ଚାରିଜଣ ମହିଳା ଙ୍କର ଆବେଦନ ହୋଇପାରୁନି, ଯାହା ଫଳରେ ପଂଚାୟତ କିମ୍ବା ସେବା କେନ୍ଦ୍ର ଗୁଡିକରେ ନାମ ପଞ୍ଜିକରଣ କରିବାକୁ ଅପେକ୍ଷା କରିଥିବା ଶହ ଶହ ମହିଳା ମାନେ ନିଜର ନାମ ସୁଭଦ୍ରା ଯୋଜନା ପାଇଁ ପଞ୍ଜିକରଣ କରିନ ପାରି ତୀବ୍ର ଅସନ୍ତୋଷ ପ୍ରକାଶ କରି ଘରକୁ ଫେରିଯାଉଥିବା ଦେଖିବାକୁ ମିଳୁଛି  | ଏଣୁ ସୁଭଦ୍ରା ଯୋଜନାରେ ଅଧିକରୁ ଅଧୀକ ମହିଳା ମାନଙ୍କୁ ସାମିଲ କରିବା ପାଇଁ ପ୍ରଶାସନ ଅନ୍ୟ ବିକଳ୍ପ ଜରିଆରେ କାର୍ଯ୍ୟ କଲେ ସିଂଗିଲ ଉଇଣ୍ଡୋ କେନ୍ଦ୍ର ଗୁଡିକରେ ଅଧିକରୁ ଅଧୀକ ମହିଳା ଆବେଦନ ବା ନିଜ ନାମ ପଞ୍ଜିକରଣ କରିପାରିବେ ଓ ସରକାର ଙ୍କର ସୁଭଦ୍ରା ଯୋଜନା ସଫଳ ହୋଇପାରିବ, ଯଦି ଏଭଳି ଆବେଦନ ବିଳମ୍ବ ହେବ ଓ ଦିନକୁ ଯଦି ହାତ ଗଣତି ଦୁଇ ତିନି ଜଣ ସିଂଗିଲ ଉଇଣ୍ଡୋ କେନ୍ଦ୍ରରେ ଆବେଦନ କରିପାରିବେ ତାହେଲେ ତାହେଲେ ସରକାର ମହିଳା ମାନଙ୍କୁ ପାଞ୍ଚ ବର୍ଷରେ ସୁଭଦ୍ରା ଯୋଜନା ମାଧ୍ୟମରେ ୫୦,୦୦୦ ଟଙ୍କା ଦେବା ପାଇଁ ସମୟ ଧାର୍ଯ୍ୟ କରିଛନ୍ତି ତାକୁ ପୂରଣ କରିବାକୁ ହେଲେ ୧୦ ବର୍ଷରେ ମଧ୍ୟ୍ୟ ସରକାର ଙ୍କ ଲକ୍ଷ୍ୟ ପୂରଣ ହୋଇପାରିବ ନାହିଁ, ଏବଂ ଏହା ଏକ ପ୍ରହସନ ରେ ପରିଣତ ହେବ ବୋଲି ସାଧାରଣ ରେ ଆଲୋଚନା ହେବାକୁ ଆରମ୍ଭ କଲାଣି ଏଣୁ ସିଂଗିଲ ଉଇଣ୍ଡୋ କେନ୍ଦ୍ର ଗୁଡିକରେ କିଭଳି ଆବେଦନ ତ୍ବରାନ୍ୟୁତ ହୋଇପାରିବ ସେଥିପ୍ରତି ସେଥିପ୍ରତି କନ୍ଧମାଳ ଜିଲ୍ଲାପାଳ ଦୃଷ୍ଟି ଦେବା ପାଇଁ ସାଧାରଣ ରେ ଦାବୀ ହେଉଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like