-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ମହାନଗର

ଘଣ୍ଟାପଡ଼ା ହାଇସ୍କୁଲରେ ସ୍ଵଚ୍ଛତା ପକ୍ଷର ତୃତୀୟ ଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ

07-Sep-2024



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ସମଲେଶ୍ଵରୀ ସରକାରୀ ଉଚ୍ଚବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ଅବସରରେ ତୃତୀୟ ଦିବସରେ ପ୍ରଧାନଶିକ୍ଷକ ପିତବାସ ପଣ୍ଡାଙ୍କ ତତ୍ତ୍ଵାବଧାନରେ ଛାତ୍ରଛାତ୍ରୀଙ୍କୁ ନେଇ ଏକ ସ୍ଵଚ୍ଛତା ସଚେତନତା ରାଲି ଅନୁଷ୍ଠିତ ହୋଇଯାଇଛି। ଛାତ୍ରଛାତ୍ରୀମାନେ ସ୍ଵଚ୍ଛତା ଉପରେ ବିଭିନ୍ନ ଲେଖାର ପ୍ଲାକାର୍ଡ ଧରି ସ୍ଲୋଗାନ ଦେଇ ଗ୍ରାମ ପରିକ୍ରମା କରିଥିଲେ ଏବଂ ଘରକୁ ଘର ଯାଇ ମା' ମାନଙ୍କୁ ସ୍ଵଚ୍ଛ ପରିବେଶ ଓ ବିଭିନ୍ନ ରୋଗରୁ ମୁକ୍ତି ପାଇଁ ନିଜ ଘରଦ୍ଵାର, ଦାଣ୍ଡ ଘଟ ସଫାସୁତୁରା ରଖିବାକୁ ସଚେତନ କରିଥିଲେ।ଏହି କାର୍ଯ୍ୟକ୍ରମରେ ସହକାରୀ ଶିକ୍ଷକ ସନ୍ତୋଷ ସାହୁ, ଲିପୁନ ପ୍ରଧାନ, ଚନ୍ଦ୍ରକାନ୍ତ ବେହେରା, ଦୁର୍ଗାଶଙ୍କର ପଣ୍ଡା, ଶାନ୍ତନୁ ସେଠୀ, ବିଭୂତି ଭୂଷଣ ଦୁର୍ଗା, ମୁକେଶ ମଲିକ, ଶିକ୍ଷୟତ୍ରୀ ରଶ୍ମିତା ସାହୁ, ସୁପ୍ରଭା ଦେହୁରୀ ଏବଂ ଖେଳ ଶିକ୍ଷୟତ୍ରୀ ମନ୍ଦାକିନୀ ବଗର୍ତ୍ତୀ ପ୍ରମୁଖ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like