-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ରାଜ୍ୟ

ଦେବଦତ୍ତ ସେନଙ୍କ ଷଷ୍ଠ ତମ ଶ୍ରାଦ୍ଧ ଦିବସ ପାଳିତ

06-Sep-2024



ବଲାଙ୍ଗୀର, ତା. ୦୬/୦୯ ( ପ୍ରେରଣା ଖବର ) :   ଶିଶୁ ଓ ମହିଳା ବିକାଶ ସୋସାଇଟି (ସିଡବ୍ଲୁଡିଏସ୍‌) ତରଫରୁ ଦେବଦତ୍ତ ସେନଙ୍କ ଷଷ୍ଠ  ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି ।  ପ୍ରଥମେ   ଶିଶୁ ଓ ମହିଳା ବିକାଶ ସୋସାଇଟି ସଭ୍ୟମାନେ ଦିବଙ୍ଗତ ଦେବଦତ୍ତ ସେନଙ୍କୁ ଭକ୍ତି ପୂଣ୍ଣ ଶ୍ରଦ୍ଧାଞ୍ଜଳି ଜାଣାଇଲା ପରେ ରକ୍ତଦାନ , ବୃକ୍ଷରୋପଣ, ଚାରା ବଣ୍ଟନ, ଅସହାୟ ବ୍ୟକ୍ତି ବିଶେଷଙ୍କୁ ଘରୋଇ ଉପକରଣ ବଣ୍ଟନ,  ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ପାଠ୍ୟ ଉପକରଣ ବଣ୍ଟନ ପାଞ୍ଚଟି କାର୍ଯ୍ୟକ୍ରମ କରିଥିଲେ । ନର ସେବା ନାରାୟଣ ସେବାକୁ ମୂଳ ମନ୍ତ୍ର ଭାବନା ଥିବା ସ୍ୱର୍ଗତ ଦେବଦତ୍ତ ସେନ  କେନ୍ଦ୍ରାପଡା ଜିଲ୍ଲା ଇନ୍ଦ୍ରପୁର ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଜଣେ କାନାରା ବ୍ୟଙ୍କର   ଉଚ୍ଚ ଅଧିକାରୀ ଥାଇ ମଧ୍ୟ ସାଧାରଣ ଜୀବନ ଯାପନ କରିବା ସହ ସାମାଜିକ କାର୍ଯ୍ୟରେ ସର୍ବଦା ଲିପ୍ତ ଥିଲେ । ସାମଜ ପାଇଁ ସେ ଜଣେ ଉଦାହରଣ ମଣିଷ । କାର୍ଯ୍ୟକ୍ରମ ବଲାଙ୍ଗୀର ,  ସୋନପୁର,  ବୌଦ୍ଧ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ହୋଇଥିଲା । କାର୍ଯ୍ୟକ୍ରମରେ  ପ୍ରଭାକର ଛନ୍ଦ, ରାମ ନାରାୟଣ ଦାଶ,  ଅବିନାଶ ଭୋଇ,  ସୁଜିତ କୁମାର ତରୀଆ,  ସନାତନ ବିଶି, ଚନ୍ଦ୍ରଶେଖର ମହାପାତ୍ର, ପ୍ରମୁଖ ଅଂଶଗ୍ରହଣ କରିଥିଲେ l  କାର୍ଯ୍ୟକ୍ରମକୁ ଶିଶୁ ଓ ମହିଳା ବିକାଶ ସୋସାଇଟି ସଭ୍ୟ ଗୋପେଶ ପାଣ୍ଡ  ପରିଚାଳନା କରୁଥିବା ବେଳେ ସଭ୍ୟ  ବନମାଳୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like