-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||     

HOME   ଜିଲ୍ଲା

ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କଲେ ଡାବୁଗାଁ ବିଡ଼ିଓ

08-Sep-2024



ନବରଙ୍ଗପୁର: ଆଜିଠୁ ଡାବୁଗାଁ ବ୍ଲକରେ ଗଡ଼ିଛି ସଚେତନତା ରଥ। ଘରେ ଘରେ ସୁଭଦ୍ରା । ଗାଁ ଗାଁ ସହର ସହର ବୁଲିବ ସଚେତନତା ରଥ। ଡାବୁଗାଁ ବ୍ଲକରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ରେ  ୧୧ଘଣ୍ଟା ସମୟରେ ପତାକା ଦେଖାଇ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ଡାବୁଗାଁ ବିଡ଼ିଓ ଶରତ ମାଝୀ ।ପ୍ରତି ମହିଳାଙ୍କ ସ୍ୱପ୍ନ ପୂରଣ କରିବା ସୁଭଦ୍ରାର ମୂଳ ଉଦ୍ଦେଶ୍ୟ । ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ଚାଲିଥିବା ଆବେଦନର କୌଣସି ଶେଷ ତାରିଖ ନାହିଁ, ସମସ୍ତ ଯୋଗ୍ୟା ମା ଓ ଭଉଣୀ ମାନଙ୍କୁ ଏହି ଯୋଜନାର ଲାଭ ନିଶ୍ଚୟ ମିଳିବ। ଏହି ସଚେତନତା ରଥ  ଡାବୁଗାଁ ବ୍ଲକର  ଗ୍ରାମରେ ୪ ଦିନ ବୁଲିବ। ଗାଁ ଗହଳିରେ ବୁଲି  ଲୋକଙ୍କୁ ସଚେତନ କରିବା ଏହାର ମୂଳ ଲକ୍ଷ୍ୟ। ସୁଭଦ୍ରା ଯଜନା ପାଇଁ ଦଲାଲ ମାନେ ବି ସକ୍ରିୟ ଅଛନ୍ତି ତେଣୁ ସମସ୍ତେ ସତର୍କତା ଅବଲମ୍ବନ କରିବା ନିହାତି ଆବଶ୍ୟକ। ଆଜିର ଏହି କାର୍ଯ୍ୟକ୍ରମ ସମୟରେ ଉପସ୍ଥିତି ଥିଲେ ଡାବୁଗାଁ ଜିପିଓ ପଦ୍ମନାଭ ବୋଳା ,ପିଓ ଏଡି ପ୍ରସାଦ, ଡାବୁଗାଁ ପଂଚାୟତ ମିଶନ ଶକ୍ତି ଏମବିକେ ଦିଦି, ମିଶନଶକ୍ତି ସଭାପତି, ସମ୍ପାଦିକା, ସିଆରପି ମାନେ ଏଵଂ ଅଙ୍ଗନୱାଡି କର୍ମୀମାନେ।ରିପୋଟ ମିହିର ଶଙ୍କର ପାତ୍ର, ନବରଙ୍ଗପୁର


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026

You Might Also Like