-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ଡେଲାଙ୍ଗରେ ଗଡ଼ିଲା ସୁଭଦ୍ରା ରଥ

09-Sep-2024



ଡେଲାଙ୍ଗ, ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ବେରବୋଇ(୧) ଅଙ୍ଗନୱାଡ଼ି କେନ୍ଦ୍ରର ନୂତନ ଗୃହ ଆଜି ପବିତ୍ର ଗଣେଶ ଚତୁର୍ଥୀ ଅବସରରେ ଲୋକାର୍ପିତ ହୋଇଯାଇଛି। ଏହି ଲୋକାର୍ପଣ ଉତ୍ସବରେ ପୁରୀ ଲୋକସଭା ସାଂସଦ ଡ. ସମ୍ବିତ ପାତ୍ର ମୁଖ୍ୟଅତିଥି,ସ୍ଥାନୀୟ ବିଧାୟକ ଆଶ୍ରିତ ପଟ୍ଟନାୟକ, ବିଡିଓ କ୍ଷିତିସ ବେହେରା, ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବ୍ରତ କୁମାର ବାରିକ, ସମନିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଜାପାନୀ ମିତ୍ର, ସ୍ଥାନୀୟ ସରପଞ୍ଚ ମଳୟ ସେଠୀ, କନିଷ୍ଠ ଯନ୍ତ୍ରୀ ପବିତ୍ର ମଲ୍ଲିକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ। ପ୍ରଥମେ ଅତିଥିମାନଙ୍କୁ ବେରବୋଇ ବଜାର ଠାରୁ ବାଜା ବାଣ ଫୁଟାଇ ଏକ ପଟୁଆରରେ ଅଙ୍ଗନୱାଡ଼ି କେନ୍ଦ୍ର ନିକଟକୁ ପାଛୋଟି ଆଣିଥିବା ବେଳେ ବେରବୋଇ(୧) ଅଙ୍ଗନୱାଡ଼ି କେନ୍ଦ୍ରର କର୍ମୀ ସବିତା ବିଶ୍ୱାଳ ଅତିଥିମାନଙ୍କୁ ଉତ୍ତରୀୟ,ପୁଷ୍ପଗୁଚ୍ଛ ଦେଇ ସ୍ବାଗତ ଓ ସମ୍ବର୍ଦ୍ଧିତ କରିଥିଲେ। ଦୀର୍ଘଦିନ ଧରି ଅଙ୍ଗନୱାଡ଼ି କେନ୍ଦ୍ରର ନିଜସ୍ଵ ଗୃହ ନଥିବାରୁ କୁନି କୁନି ପିଲାମାନେ ଗ୍ରାମର ଜଣେ ବ୍ୟକ୍ତିଙ୍କ ଚାଳ ଘରେ ଅତି ଦୟନୀୟ ଅବସ୍ଥାରେ ପାଠ ପଢୁଥିବା ବେଳେ ଆଜି କେନ୍ଦ୍ରର ଏହି ନୂତନ ଗୃହ ଲୋକାର୍ପିତ ହୋଇଥିବାରୁ କର୍ମୀ ଶ୍ରୀମତୀ ବିଶ୍ୱାଳ ସ୍ଥାନୀୟ ବିଧାୟକଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ। ଗ୍ରାମର ଗୋପାଳ ଚନ୍ଦ୍ର ସ୍ୱାଇଁ, ଅଞ୍ଜନ ରାଉତ, ଦିବାକର ନାୟକ, ପ୍ରଦୀପ ବେହେରା, ପ୍ରାଣକୃଷ୍ଣ ପରିଡ଼ାଙ୍କ ସମେତ ଏସଏସଜି ମହିଳାମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like