-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ନଳିନୀପ୍ରଭା ଶତପଥୀଙ୍କ ଭକ୍ତିିରସାତ୍ମକ କବିତା ସଂକଳନ ‘ଭକ୍ତି କୁସୁମ’ ଲୋକାର୍ପିତ

09-Sep-2024



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀରର ଜଣାଶୁଣା କବୟିତ୍ରୀ ନଳିନୀପ୍ରଭା ଶତପଥୀଙ୍କ ଦ୍ୱିତୀୟ କବିତା ସଂକଳନ ‘ଭକ୍ତି କୁସୁମ’ ଲୋକାର୍ପିତ  ହୋଇଯାଇଛି । କଟକର ଗାନ୍ଧି ପାଠାଗାର ଠାରେ ଗତ ୮ ତାରିଖ ଦିନ ତ୍ରୈମାସିକ ସାହିତ୍ୟ ପତ୍ରିକା 'ବୋଉ' ପକ୍ଷରୁ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଶ୍ରୀମତୀ ଶତପଥୀଙ୍କ ଭକ୍ତି ରସାତ୍ମକ କବିତା ସଂକଳନ 'ଭକ୍ତି କୁସୁମ' ମୁଖ୍ୟ ଅତିଥିଙ୍କ କରକମଳରେ ଉନ୍ମିଚିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ ସାରସ୍ୱତ ସାଧକ ଡ.ସୁରେନ୍ଦ୍ର ନାଥ ତ୍ରିପାଠୀ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଦାର୍ଶନିକରତ୍ନ ପ୍ରଫେସର ନୀଳକଣ୍ଠ ରାଉତ ଯୋଗ ଦେଇଥିଲେ। ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ସମାଜସେବୀ ପୂର୍ଣ୍ଣଚନ୍ଦ୍ର ବେହେରା ସମ୍ମାନିତ ଅତିଥି ଭାବେ ମଂଚାସୀନ ଥିଲେ । ବୋଉ ପତ୍ରିକାର ସଂପାଦକ ସଂଜୟ କୁମାର ଚୌଧୁରୀ ମଂଚାସୀନ ରହି ଭକ୍ତି କୁସୁମ ପତ୍ରିକାକୁ ଉନ୍ମୋଚନ କରିଥିଲେ । ଏହି ଅବସରରେ ସାହିତ୍ୟ ପତ୍ରିକା ବୋଉ ର ସ୍ୱତନ୍ତ୍ର ସଂଖ୍ୟାକୁ ଅତିଥି ମାନେ ଲୋକାର୍ପଣ କରିଥିଲେ । ଏହି ଉତ୍ସବରେ କଟକ ସମେତ ରାଜ୍ୟର ଅନ୍ୟାନ୍ୟ ଜିଲ୍ଲାରୁ ବହୁ କବି, ସାହିତ୍ୟିକ ଓ ସାହିତ୍ୟମନସ୍କ ବ୍ୟକ୍ତି ମାନେ ଯୋଗ ଦେଇଥିଲେ । ସୂଚନାଯୋଗ୍ୟ ଯେ, ବୋଉ ପତ୍ରିକାର ସହସଂପାଦକ ଦାୟିତ୍ୱ ତୁଲାଇ ଥିବା ବଲାଙ୍ଗୀର ଚନ୍ଦ୍ରଶେଖର ନାଗରର ନଳିନୀପ୍ରଭା ଶତପଥୀ ପିଲା ଟି ଦିନରୁ ସାହିତ୍ୟ ପ୍ରତି ଗଭୀର ରୂଚି ରଖି ଆସିଛନ୍ତି । କବିତା ଲେଖିବା, ଗୀତ ଗାଇବା ଓ ସମାଜର ଦୁଃଖୀଦରିଦ୍ର ଲୋକଙ୍କ ପାଇଁ ସେ ଜଣେ ଦରଦୀ ମହିଳା ଅଟନ୍ତି । ଲୋକାର୍ପିତ ହୋଇଥିବା ଭକ୍ତି କୁସୁମ ପତ୍ରିକାରେ କବୟିତ୍ରୀଙ୍କ କଲମମୂନରୁ ଭାସି ଆସିଥିବା ଜଗନ୍ନାଥଙ୍କ ଏକାଧିକ ମନଛୁଆଁ ଜଣାଣ ଓ ଭଜନ ପାଠକଙ୍କ ହୃଦୟରେ ଆଧ୍ୟାତ୍ମିକ ଭାବ ଜାଗ୍ରତ କରିବ ବୋଲି ଆଶା କରାଯାଉଛି ।    


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like